କରୋନା ଭାଇରସ୍‌

ରାଜଧାନୀରୁ ଆଉ ୨୮୧ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୩୧୫

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ୨୮୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୯୨ କ୍ୱାରାଣ୍ଟାଇନରୁ ରହିଥିବା ବେଳେ ୮୯ ଲୋକାଲ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି। ଏଥିସହ…

ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୫୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…

ଆରୋଗ୍ୟ ସେତୁ ଆପ୍‌କୁ ପ୍ରଶଂସା କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ

ଜେନେଭା, ୧୩।୧୦: କରୋନା ମହାମାରୀ ସଙ୍କଟ ପୃଥିବୀରେ ଥମିବାର ନାଁ ଧରୁନି। ଏପରିସ୍ଥଳେ ଭାରତର ଯୋଜନାବଦ୍ଧ କରୋନା ଲଢ଼େଇକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରଶଂସା କରାଯାଇଛି। ଭାରତରେ ଆରୋଗ୍ୟ ସେତୁ ଆପ୍‌ ଯୋଗୁ କରୋନା ସଂକ୍ରମଣ ସୀମିତ ହୋଇ ରହିଥିବା…

CORONAVIRUS UPDATE: ରାଜ୍ୟରେ ୨୨୭୫ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୭୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫୬୯୩୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧୮…

କରୋନା ଭ୍ୟାକ୍ସିନ ପରୀକ୍ଷଣ କରିବ ନାହିଁ ଜନସନ୍ ଆଣ୍ଡ ଜନସନ୍‌

ୱାଶିଂଟନ,୧ ।୧୦: କରୋନା ମହାମାରୀ ଏବେ ସାରା ବିଶ୍ୱର ମୁଣ୍ଡ ବିଗାଡି ଦେଇଥିବା ବେଳେ ଏହାର ଭ୍ୟାକ୍ସିନ ପ୍ର୍‌ସ୍ତୁତରେ ଲାଗି ପଡିଛି ସାରା ବିଶ୍ୱ । ହେଲେ ଏହାକୁ ନେଇ ଏବେ ଏକ ଖରାପ ଖବର ଆସିଛି । କରୋନା ଭ୍ୟାକ୍ସିନ…

ଟ୍ରମ୍ପଙ୍କ ରିପୋର୍ଟ ଆସିଲା ନେଗେଟିଭ: କହିଲେ ସମସ୍ତଙ୍କୁ କିସ୍ କରିବାକୁ ଇଚ୍ଛା

ୱାଶିଂଟନ,୧୩ ।୧୦: କିଛିଦିନ ତଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନାରେ ପୀଡ଼ିତ ହୋଇଥିବା ବେଳେ ଗୋଟିଏ ସପ୍ତାହ ମଧ୍ୟରେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଯାଇଛନ୍ତି । ଏବେ ସେ ପୁଣିଥରେ ରାଷ୍ଟ୍ରପତି ନିର୍ବାଚନ ପ୍ରଚାରରେ ବାହାରି ପଡିଛନ୍ତି ।…

ଭୁବନେଶ୍ୱରୁ ଆଜି ପୁଣି ୨୭୧ ପଜିିଟିଭ୍‌ ଚିହ୍ନଟ: ଲୋକାଲ କେସ୍‌ ସଂଖ୍ୟା ଅଧିକ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୨୭୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୮ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୦୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ହିମାଚଳ ମୁଖ୍ୟମନ୍ତ୍ରୀ କରୋନାରେ ଆକ୍ରାନ୍ତ

ଶିମଲା,୧୨।୧୦: କରୋନା ଭାଇରସ୍‌ ଦେଶରେ ଆତଙ୍କ ଖେଳାଇ ଚାଲିଛି। ଦିନକୁ ଦିନ ହଜାର ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛନ୍ତି। ଇତିମଧ୍ୟରେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଜୟରାମ ଠାକୁର କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ରିପୋର୍ଟ…

ବରଗଡ଼ରେ ଥମୁନି କରୋନା: ଆଜି ୯୯ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୪ରେ ପହଞ୍ଚିଲା

ବରଗଡ଼ ଅଫିସ,୧୨ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୋମବାର ଜିଲାରେ ପୁଣି ୯୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ୧୦, ଭେଡେନ ବ୍ଲକର ୮, ବରଗଡ଼ ପୌରାଞ୍ଚଳରେ ୧୧, ବରଗଡ଼ ବ୍ଲକର…

୭୧ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଗତ ୨୪ ଘଣ୍ଟାରେ ୬୬ହଜାରରୁ ଊର୍ଦ୍ଧ୍ୱ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୧୨।୧୦: ଭାରତରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଦେଶରେ ଗତ ୨୪ଘଣ୍ଟାରେ ୬୬,୭୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୧୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୧ଲକ୍ଷ ପାର କରିଛି।…

ଆଖିରୁ ମିଳିଲା କରୋନା ଭୂତାଣୁ

ବେଜିଂ,୧୨।୧୦: ସାଧାରଣତଃ କରୋନା ଜୀବାଣୁ ନାକ ଏବଂ ପାଟି ଦେଇ ଶରୀରକୁ ପ୍ରବେଶ କରିଥାଏ। ଏବେ ଏକ ଅନୁସନ୍ଧାନରୁ ଜଣାପଡିଛି ଯେ ଏହା ଆଖି ମାଧ୍ୟମରେ ଶରୀରକୁ ମଧ୍ୟ ପ୍ରବେଶ କରିପାରିବ। ଚାଇନାରେ ଆଖିରେ କରୋନା ଜୀବାଣୁ ଥିବା ଏକ ମାମଲା…

ରାଜ୍ୟରେ କମୁନି କରୋନା: ଆଜି ଆଉ ୧୮ ଜୀବନ ନେଲା, ମୃତ୍ୟୁସଂଖ୍ୟା ୧୦୪୦କୁ ବୃଦ୍ଧି

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ କଟକ ଜିଲାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri