ରାଜ୍ୟରେ ଆଜି ୨୪୨୩ ପଜିଟିଭ୍ ଚିହ୍ନଟ, ପୁଣି ଖୋର୍ଦ୍ଧା ଆଗରେ
ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ସୋମବାର ମୋଟ୍ ୩୦ ଜିଲାରୁ ୨୪୨୩ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪,୬୬୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ର ୧୪୧୭ ଜଣ…
କୋଭିଡ୍ ହସ୍ପିଟାଲରେ ଡାକ୍ତର ଆନ୍ଦୋଳନ
ନୂଆଦିଲ୍ଲୀ, ୧୨।୧୦: ମହାମାରୀ କରୋନା କାଳରେ ଜୀବନକୁ ବାଜି ଲଗାଇ କାମ କରୁଥିବା ଡାକ୍ତର ଓ ନର୍ସ (କୋଭିଡ୍ ଯୋଦ୍ଧା)ଙ୍କୁ ଦିଲ୍ଲୀ ସରକାରଙ୍କ ହତାଦର ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ୁଛି। ୪ ମାସ ହେଲା ଦରମା ନ ପାଇ ଏମାନେ…
ଭୁବନେଶ୍ୱରୁ ଆଜି ପୁଣି ୨୯୦ ପଜିିଟିଭ୍ ଚିହ୍ନଟ: ବଢ଼ୁଛି ଲୋକାଲ କେସ୍ ସଂଖ୍ୟା
ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୨୯୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୭୯ ଜଣ ରହିଥିବା ବେଳେ ଲୋକାଲ କେସ୍ ୨୧୧ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
କରୋନାରୁ ସୁସ୍ଥ ହେଲେଣି ୬୦ ଲକ୍ଷ ସଂକ୍ରମିତ
ନୂଆଦିଲ୍ଲୀ,୧୧ ।୧୦: କରୋନା ମହାମାରୀ ବେଳକୁ ବେଳ ବଢି ଚାଲିଥିବା ବେଳେ ଦେଶରେ ସୁସ୍ଥତା ହାର ମଧ୍ୟ ବଢିବାରେ ଲାଗିଛି । ମିଳିଥିବା ସୂଚନାରୁ ଜଣାପଡିଛି ଯେ ଏବେ ପର୍ଯ୍ୟନ୍ତ ଦେଶରେ କରୋନାରେ ସଂକ୍ରମିତ ହୋଇଥିବା ପାଖାପାଖି ୬୦ ଲକ୍ଷ ଲୋକ…
ଦୀପାବଳି ପୂର୍ବରୁ ଖୋଲିବନି ସ୍କୁଲ !
ମୁମ୍ବାଇ, ୧୧।୧୦: ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସ୍କୁଲ ଗୁଡ଼ିକୁ ବନ୍ଦ ରଖାଯାଇଛି। ତେବେ ଦୀପାବଳି ପୂର୍ବରୁ ସ୍କୁଲ ଖୋଲିବାର ସମ୍ଭାବନା ନାହିଁ ବୋଲି ରାଜ୍ୟ ସ୍କୁଲ ଶିକ୍ଷାମନ୍ତ୍ରୀ ବର୍ଷା ଗାଏକ୍ୱାଡେ ସୂଚନା…
ବରଗଡ଼ରେ ୯୨ ନୂଆ ପଜିଟିଭ୍, ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୬ ଶିଶୁ
ବରଗଡ଼ ଅଫିସ,୧୧ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ଜିଲାରେ ପୁଣି ୯୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୭ ଜଣ ମହିଳା ଓ ୫୫ ଜଣ ପୁରୁଷ ଅଛନ୍ତି। ସେହିପରି ନୂଆ…
କରୋନା ଭାଇରସକୁ ସବୁଦିନ ପାଇଁ ହଟାଇ ଦେବି: ଟ୍ରମ୍ପ
ୱାଶିଂଟନ,୧୧ ।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପ କରୋନାରେ ପୀଡ଼ିତ ହେବା ପରେ ଚିକିତ୍ସିତ ହୋଇ ଘରକୁ ଫେରି ଆସିଛନ୍ତି । ଏତିବି ବେଳେ ସେ ପୁଣିଥରେ କରୋନାର ଉତ୍ପତ୍ତି ସ୍ଥଳ ଚାଇନାକୁ ଟାର୍ଗେଟ କରିଛନ୍ତି । ଟ୍ରମ୍ପ ଶନିବାର ହ୍ୱାଇଟ…
ଆଜି ରାଜ୍ୟରୁ ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୦୨୨କୁ ବୃଦ୍ଧି
ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
ରାଜ୍ୟରେ ଆଜି ୨୫୪୬ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରବିବାର ମୋଟ୍ ୩୦ ଜିଲାରୁ ୨୫୪୬ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ର ୧୫୦୪ ଜଣ…
ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୦।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୮୮୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୪୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୨୫, ପୁରୀରୁ ୧୯୩, ଝାରସୁଗୁଡାରୁ ୧୫୯, ବାଲେଶ୍ୱରରୁ ୧୩୩, ମୟୂରଭଞ୍ଜରୁ ୧୨୯, ଯାଜପୁରରୁ ୧୨୬, କେନ୍ଦୁଝରରୁ ୧୨୪,…
କରୋନାରେ ପ୍ରାଣ ହରାଇଲେ ୩୫ ବର୍ଷୀୟ ଯୁବ ଆଇଏଏସ୍ ଅଫିସର
ମୁମ୍ବାଇ, ୧୦।୧୦: ୨୦୧୫ ବ୍ୟାଚ୍ର ଯୁବ ଆଇଏଏସ୍ ଅଧିକାରୀ ସୁଧାକର ସିନ୍ଧେ କରୋନାରେ ପ୍ରାଣ ହରାଇଛନ୍ତି। କରୋନା ଆକ୍ରାନ୍ତ ଜଣାପଡ଼ିବା ପରେ ୩୫ ବର୍ଷୀୟ ସୁଧାକରଙ୍କୁ ପ୍ରଥମେ ନାନ୍ଦେଡରୁ ଔରଙ୍ଗାବାଦ୍ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ମଧ୍ୟ ସ୍ବାସ୍ଥ୍ୟବସ୍ଥା ଆହୁରି ବିଗିଡ଼ିଯିବାରୁ…
କୋରାପୁଟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୫୬୫ରେ ପହଞ୍ଚିଲା
କୋରାପୁଟ,୧୦ା୧୦: କୋରାପୁଟ ଜିଲାରେ ଶନିବାର ଆଉ ୪୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାର ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬,୫୬୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୬୧୨୫ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି। ଶନିବାର ଚିହ୍ନଟ ୪୬ ଆକ୍ରାନ୍ତଙ୍କ ମଧ୍ୟରେ…
Archives


