କରୋନା ଭାଇରସ୍‌

କରୋନା ଲଢ଼େଇ: ଧରାବୀ ମଡେଲକୁ ବିଶ୍ୱବ୍ୟାଙ୍କର ତାରିଫ୍‌

ଜେନେଭା/ମୁମ୍ବାଇ, ୮।୧୦: ଭାରତରେ କରୋନା ମହାମାରୀ ସଂକ୍ରମଣ ବିରୋଧରେ ଲଢ଼େଇ ଜାରି ରହିଛି। ମୁମ୍ବାଇର ଧରାବୀରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ପ୍ରଚଳନ କରାଯାଇଥିବା ମଡେଲକୁ ବିଶ୍ୱବ୍ୟାଭ୍‌କ ପକ୍ଷରୁ ତାରିଫ୍‌ କରାଯାଇଛି। ଏସିଆର ବୃହତ୍ତମ ବସ୍ତିରେ କରୋନା ସଂକ୍ରମଣକୁ…

କରୋନା ବିରୋଧରେ ମୋଦି ଆରମ୍ଭ କରିବେ ଜନ ଆନ୍ଦୋଳନ

ନୂଆଦିଲ୍ଲୀ,୮ ।୧୦: କରୋନା ମହାମାରୀ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅକ୍ଟୋବରରେ ଆରମ୍ଭ ହେଉଥିବା ପର୍ବପର୍ବାଣୀ, ଶୀତ ତଥା ଅର୍ଥବ୍ୟବସ୍ଥାକୁ ଦେଖି କରୋନା ବିରୋଧରେ ଗୁରୁବାରଠାରୁ ଏକ ଜନ ଆନ୍ଦୋଳନ ଆରମ୍ଭ କରିବାକୁ ଯାଉଛନ୍ତି…

କରୋନା ଆକ୍ରାନ୍ତ ସତ୍ତ୍ୱେ ହାଥରସ୍‌ ଯାଇଥିଲେ ଏହି ଦଳର ବିଧାୟକ

ହାଥରସ୍‌, ୭।୧୦: ବହୁଚର୍ଚ୍ଚିତ ହାଥରସ୍‌ କେସ୍‌ରେ ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଏକ ପ୍ରତିନିଧି ମଣ୍ଡଳ ଯାଇଥିଲା। ଯେଉଁଥିରେ ବିଧାୟକ କୁଲଦୀପ କୁମାର ସାମିଲ ଥିଲେ। ତେବେ କରୋନା ଆକ୍ରାନ୍ତ ସତ୍ତ୍ୱେ କୁଲଦୀପ ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ…

ତ୍ୱଚାରେ ୯ ଘଣ୍ଟା ପର୍ଯ୍ୟନ୍ତ ସକ୍ରିୟ ରୁହେ କରୋନା ଭୂତାଣୁ

ଓ୍ବାଶିଂଟନ, ୭।୧୦: କରୋନା ମହାମାରୀ ନେଇ ପୃଥିବୀରେ ଲୋକଙ୍କ ମଧ୍ୟରେ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ତ୍ୱଚାରେ କରୋନା ଭୂତାଣୁ ୯ ଘଣ୍ଟା ପର୍ଯ୍ୟନ୍ତ ସକ୍ରିୟ ରହିପାରେ। ତେବେ ଏହାଦ୍ୱାରା ଫୁସଫୁସ୍‌ ପ୍ରତି କୌଣସି…

ଚାଇନା ଯୋଗୁ ଏଲ୍‌ଏସିରେ ଦେଖା ଦେଇଛି ବିବାଦ: ଆମେରିକା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୭।୧୦: ଭାରତ ଚାଇନା ମଧ୍ୟରେ ଜାରି ରହିଥିବା ସୀମା ବିବାଦ ନେଇ ଆମେରିକା ପୁଣି ମନ୍ତବ୍ୟ ଦେଇଛି। ଆମେରିକା କହିଛି ଯେ, ପୂର୍ବ ଲଦାଖର ଏଲ୍‌ଏସିରେ ଚାଇନା ଯୋଗୁ ବିବାଦ ଜାରି ରହିଛି। ଆମେରିକା ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏଭଳି…

କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଉତ୍ସବ ମନା

ନୂଆଦିଲ୍ଲୀ,୭।୧୦: କରୋନା ଯୋଗୁ କେତେକ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଏ ସବୁ ଜୋନ୍‌ରେ କୌଣସି ଉତ୍ସବ କାର୍ଯ୍ୟକ୍ରମ କରାଯାଇପାରବ ନାହିଁ ବୋଲି ମଙ୍ଗଳବାର ସ୍ବାସ୍ଥ୍ୟନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। କଣ୍ଟେନ୍‌ମେଣ୍ଟ ଜୋନ୍‌ ବାହାରର ଲୋକ, ସଙ୍ଗଠକ, କର୍ମଚାରୀ,…

ହରିୟାଣା ଉପମୁଖ୍ୟମନ୍ତ୍ରୀଙ୍କୁ କରୋନା

ଚଣ୍ଡିଗଡ଼, ୬।୧୦: ହରିୟାଣା ଉପମୁଖ୍ୟମନ୍ତ୍ରୀ ଦୁଶ୍ୟନ୍ତ ଚୌତଲା କରୋନା ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ହୋଇଥିବା ନେଇ ଦୁଶ୍ୟନ୍ତ ନିଜେ ସୂଚନା ଦେବା ସହ ଭଲ ଅନୁଭବ କରୁଥିବା କହିଛନ୍ତି। ‘ଜ୍ୱର ଭଳି ଲକ୍ଷଣ ନାହିଁ। କିନ୍ତୁ ରିପୋର୍ଟ ପଜିଟିଭ ଆସିଛି।…

କରୋନା ଆକ୍ରାନ୍ତ ହେଲେ ଆଉ ଜଣେ ବଲିଉଡ୍‌ ଅଭିନେତା

ନୂଆଦିଲ୍ଲୀ, ୬।୧୦: ବଲିଉଡ୍‌ ଅଭିନେତା ହର୍ଷବର୍ଦ୍ଧନେ ରାଣେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ବର୍ତ୍ତମାନ ସେ ହୋମ୍‌ ଆଇସୋଲେଶନରେ ରହିଛନ୍ତି। ୩୬ ବର୍ଷୀୟ ହର୍ଷବର୍ଦ୍ଧନେ ନିଜେ ଟୁଇଟ୍‌ ଯୋଗେ ଏହି ସୂଚନା ଦେଇଛନ୍ତି। ହର୍ଷବର୍ଦ୍ଧନ କହିଛନ୍ତି, ‘ଯେତେବେଳେ ଜ୍ୱର ଓ ପେଟ…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩,୮୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୬।୧୦ (ବ୍ୟୁରୋ): ଓଡ଼ିଶାରୁ ମଙ୍ଗଳବାର ୩ ହଜାର ୮୧୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

କଟକ ସହରରୁ ଚିହ୍ନଟ ହେଲେ ଆଉ ୧୧୭ ନୂଆ ଆକ୍ରାନ୍ତ

କଟକ ଅଫିସ, ୬।୧୦: କଟକ ସହରରୁ ମଙ୍ଗଳବାର ୧୧୭ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୪ ଜଣ ଏବଂ ୬୩ ଜଣ ଲୋକାଲ୍‌ କେସ୍‌ ଥିବା କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟୁଇଟ୍‌ ଯୋଗେ…

ଭୁବନେଶ୍ୱରରୁ ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୨୪୯ ରହିଛି ଲୋକାଲ କେସ୍‌

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରୁ ମଙ୍ଗଳବାର ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୬ ଜଣ ରହିଥିବା ବେଳେ ୨୪୯ ଲୋକାଲ କେସ୍‌ ରହିଛି। ଏ ନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।…

ପଞ୍ଜାବ ସ୍ୱାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ: ଗୋଟିଏ ଦିନ ପୂର୍ବରୁ ରାହୁଲଙ୍କ ସହ କରିଥିଲେ ରାଲି

ଚଣ୍ଡିଗଡ଼,୬ ।୧୦: ପଞ୍ଜାବର ସ୍ୱାସ୍ଥ୍ୟମନ୍ତ୍ରୀ ବଲବୀର ସିଂ ସିଦ୍ଧୁ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ଏହାକୁ ନେଇ ସାରା ପଞ୍ଜାବ ସମେତ କଂଗ୍ରେସ ଦଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । କାରଣ ବଲବୀର ସିଂ ସୋମବାର ରାହୁଲ ଗାନ୍ଧୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri