କରୋନା ଭାଇରସ୍‌

କରୋନା ଲଢ଼େଇରେ ହିରୋ ସାଜିଛନ୍ତି ୧୮୦ ମୌଲବୀ

ମୁମ୍ବାଇ, ୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ୧୮୦ ଜଣ ମୌଲବୀ କରୋନା ଲଢ଼େଇରେ ହିରୋ ସାଜିଛନ୍ତି। ସେମାନେ ଘରଘର ବୁଲି ସଚେତନତା ବାର୍ତ୍ତା ଦେଉଛନ୍ତି। କିଭଳି କରୋନା ସଂକ୍ରମଣରୁ ଦୂରେଇ ରହିହେବ ସେ ନେଇ ଲୋକଙ୍କୁ…

ପ୍ରତି ୧୦ ଜଣରେ ଜଣେ ହେବେ କରୋନା ପଜିଟିଭ!

ଜେନେଭା,୬ ।୧୦: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ)ସୋମବାର ଏକ ବୟାନରେ କହିଛି ବିଶ୍ୱରେ ପ୍ରତି ୧୦ ଜଣରେ ଜଣେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହେବେ । ଡବ୍ଲୁଏଚ୍‌ଓର ଏହି ବୟାନକୁ ଲକ୍ଷ୍ୟ କଲେ ଏବେ ବିଶ୍ୱରେ କରୋନା ସଂକ୍ରମଣ ବଢିବାରେ ଲାଗିଛି…

କବାଟର ହ୍ୟାଣ୍ଡେଲ ଛୁଇଁଲେ ଅବା ବଟନ ଦବାଇଲେ ହେବନାହିଁ କରୋନା!

ୱାଶିଂଟନ,୬ ।୧୦: କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ପୂର୍ବରୁ କୁହାଯାଉଥିଲା ଯେ କୌଣସି ସ୍ଥାନକୁ ଅବା ବସ୍ତୁକୁ ଛୁଇଁବା ପରେ ପ୍ରଥମେ ହାତକୁ ସାନିଟାଇଜ କରିବା ଦରକାର । ନଚେତ୍ କରୋନା ସଂକ୍ରମଣ ଭୟ ରହିଛି । ହେଲେ ଏବେ…

ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୪୦ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୬ ମୃତକଙ୍କ…

CORONAVIRUS UPDATE: ରାଜ୍ୟରେ ୨୬୭୩ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୬୭୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୦୦୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୫୪…

୨୦୨୨ ସୁଦ୍ଧା ପୃଥିବୀର ୭୦ ପ୍ରତିଶତ ଜନସଂଖ୍ୟାଙ୍କୁ ଦିଆଯିବ କରୋନା ଟିକା: ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୬।୧୦: ଆଉ ୨ ବର୍ଷ ମଧ୍ୟରେ ଅର୍ଥାତ୍‌ ୨୦୨୨ ସୁଦ୍ଧା ପୃଥିବୀର ୭୦ ପ୍ରତିଶତ ଲୋକଙ୍କୁ କରୋନା ପ୍ରତିଷେଧକ ଟିକା ଦିଆଯିବ। ଏସମ୍ପର୍କରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମୀନାଥନ୍‌ ସୂଚନା ଦେଇଛନ୍ତି। ସମ୍ପ୍ରତି ପୃଥିବୀରେ ୪୦ରୁ…

ରୁଷିଆରେ ପୁଣି ବଢିଲା କରୋନା ସଂକ୍ରମଣ: ବନ୍ଦ ହେଲା ଶିକ୍ଷାନୁଷ୍ଠାନ

ମସ୍କୋ,୬ ।୧୦: ସାରା ବିଶ୍ୱରେ ନିଜର କରୋନା ଭ୍ୟାକ୍ସିନକୁ ନେଇ ଚର୍ଚ୍ଚାରେ ଥିବା ରୁଷିଆ ପୁଣିଥରେ ଅଡୁଆରେ ପଡିଯାଇଛି । ଦେଶରେ ଅଚାନକ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ଦୋବାସୀଙ୍କ ଚିନ୍ତାକ୍‌ୁ ବଢାଇ ଦେଇଛି । ଲଗାତାର ଭାବେ…

ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ପ୍ରତିଶତ କମିଲା

ନୂଆଦିଲ୍ଲୀ, ୬।୧୦: ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୧ ହଜାର ୨୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଏହା ୯୮ ହଜାର ପର୍ଯ୍ୟନ୍ତ ପହଞ୍ଚିଯାଇଥିଲା। ତେବେ ଏହା ଏବେ…

ଟ୍ରମ୍ପ୍‌ଙ୍କୁ ହସ୍ପିଟାଲରୁ ଛୁଟି: ଫେରିଲେ ହ୍ବାଇଟ୍‌ ହାଉସ୍‌

ଓ୍ବାଶିଂଟନ, ୬।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି। ସେ କରୋନାରୁ ସୁସ୍ଥ ହୋଇ ହ୍ବାଇଟ୍‌ ହାଉସ୍‌ ଫେରିଛନ୍ତି। ଶୀଘ୍ର କାମରେ ଯୋଗଦେବେ ବୋଲି ଟ୍ରମ୍ପ୍‌ ସୂଚନା ଦେଇଛନ୍ତି। ଶୁକ୍ରବାର ତାଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇଥିଲା। ତାଙ୍କ…

ବିଶ୍ୱର ୧୦% ଲୋକ ହୋଇପାରନ୍ତି ସଂକ୍ରମିତ

ଜେନିଭା,୬।୧୦: ମହାମାରୀ କରୋନା ବୋଲ ମାନୁନି। ସଂକ୍ରମିତଙ୍କ ସଂଖ୍ୟା ବଢ଼ାଇବା ସହ ନିରୀହ ଲୋକଙ୍କ ଜୀବନ ନେଉଛି। ବିିଶ୍ୱର ପ୍ରାୟ ୧୦% ଲୋକ ଏହା ଦ୍ୱାରା ଆକ୍ରାନ୍ତ ହୋଇପାରନ୍ତି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ)ର ଇମର୍ଜେନ୍ସି ମୁଖ୍ୟ ଡାକ୍ତର ମିଚେଲ…

ଭୁବନେଶ୍ୱରରୁ ଆଜି ୩୧୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୨୭

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯୨ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

କୋଭାକ୍ସିନ୍‌ରେ ମିଶାଯିବ ଆଲହାଇଡ୍ରୋକ୍ସିକ୍ୟୁଇମ୍‌-୨

ନୂଆଦିଲ୍ଲୀ, ୫।୧୦: କରୋନା ମହାମାରୀ ସଂକ୍ରମଣକୁ ରୋକିବା ପାଇଁ ଭାରତ ବାୟୋଟେକ୍‌ ପକ୍ଷରୁ କୋଭାକ୍ସିନ୍‌ ପ୍ରତିଷେଧକ ଟିକା ପ୍ରସ୍ତୁତ କରାଯାଇଛି। ଅଧିକ ସୁଫଳ ମିଳିବା ପାଇଁ କୋଭାକ୍ସିନ୍‌ରେ ଆଲହାଇଡ୍ରୋକ୍ସିକ୍ୟୁଇମ୍‌-୨ ନାମକ ଏକ ବୁଷ୍ଟର ମିଶ୍ରିତ କରାଯିବ। ଏହି ବୁଷ୍ଟର ଟିକାର ହ୍ୟୁମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?