କରୋନା ଭାଇରସ୍‌

କରୋନା ସହ ଲଢିବା ପାଇଁ ରେସ୍ତୋରାଁରେ ମିଳୁଛି ଆୟର୍ବେଦୀୟ ଥାଳି ସହ ଆଲକୋହଲିକ କାଢା

ନୂଆଦିଲ୍ଲୀ,୩ ।୧୦: କରୋନା ମହାମାରୀ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଥିବା ବେଳେ ଲୋକେ ବାହାରେ ଖାଦ୍ୟ ଗ୍ରହଣ କରିବାକୁ ମଧ୍ୟ ସାମାନ୍ୟ ଭୟ କରୁଛନ୍ତି । ଏବେ କିନ୍ତୁ ବିଭିନ୍ନ ରେସ୍ତୋଁରାରୁ ପ୍ୟାକିଂ ଫୁଡ ଘରକୁ ଆଣି...

କରତାରପୁର କୋରିଡୋର ଖୋଲିବ ପାକିସ୍ତାନ

ଇସଲାମାବାଦ୍‌, ୩।୧୦: କରୋନା ସଂକ୍ରମଣ କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କରତାରପୁର କୋରିଡୋର ଖୋଲିବାକୁ ପାକିସ୍ତାନ ନିଷ୍ପତ୍ତି ନେଇଛି। ଏସମ୍ପର୍କରେ ପାକିସ୍ତାନର ଧାର୍ମିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତ ବର୍ଷ ଏହି କୋରିଡୋରର ଶୁଭାରମ୍ଭ କରାଯାଇଥିଲା।...

ରାଜ୍ୟରେ ଆଖି ବୁଜିଲେ ୧୭ ଆକ୍ରାନ୍ତ

ଭୁବନେଶ୍ୱର, ୩।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ଶନିବାର ଆଉ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨ରେ ପହଞ୍ଚିଛି।...

କରୋନା ଭାଇରସ କେତେ ଭୟଙ୍କର ତାହା ଏବେ ଟ୍ରମ୍ପ ବୁଝିଯିବା ଉଚିତ: ବେଡେନ

ୱାଶିଂଟନ,୩ ।୧୦: ଠିକ୍ ରାଷ୍ଟପତି ନିର୍ବାଚନ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏହି ସମୟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଟ୍ରମ୍ପଙ୍କ ବିପକ୍ଷରେ ଲଢୁଥିବା ଡେମୋକ୍ରାଟିକ୍ ପାର୍ଟିର...

CORONAVIRUS UPDATE: ରାଜ୍ୟରେ ଆଉ ୩୦୫୩ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୨୯ ହଜାର ୩୮୭କୁ ବୃଦ୍ଧି

ଭୁବନେଶ୍ୱର, ୩।୧୦(ବ୍ୟୁରୋ): ଶନିବାର ରାଜ୍ୟରୁ ୩୦୫୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୯,୩୮୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

କରୋନା ତାଣ୍ଡବ: ମୃତ୍ୟୁ ସଂଖ୍ୟା ଲକ୍ଷେ ଟପିଲା

ନୂଆଦିଲ୍ଲୀ, ୩।୧୦: ଭାରତରେ କରୋନା ମହାମାରୀର ତାଣ୍ଡବ ଜାରି ରହିଛି। ଇତିମଧ୍ୟରେ ମୃତ୍ୟୁ ସଂଖ୍ୟା ଲକ୍ଷେ ୮୪୨ରେ ପହଞ୍ଚିଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ୬୪ ଲକ୍ଷ ୭୩ ହଜାର ୫୪୪ ଛୁଇଁଛି। ଗତ ୨୪ ଘଣ୍ଟାରେ ୭୯ ହଜାର ୪୭୬...

କିଛିଦିନ ପାଇଁ ହସ୍ପିଟାଲରେ ରହିବେ ଟ୍ରମ୍ପ

ୱାଶିଂଟନ,୩ ।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସହଧର୍ମିଣୀ ତଥା ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କ ନିକଟକୁ ଏବେ ଶୀଘ୍ର ସୁସ୍ଥ ହେବାର ବାର୍ତ୍ତା ପହଞ୍ଚୁଛି । ପ୍ରଥମେ...

ଭୁବନେଶ୍ୱରରୁ ଆଜି ୩୧୨ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୫୪

ଭୁବନେଶ୍ୱର,୨।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

କରୋନାରେ ସଂକ୍ରମିତ ହେବା ପରେ ମମତାଙ୍କୁ ଆଲିଙ୍ଗନ କରିବା କଥା କହିଥିବା ଭାଜପା ନେତା କରୋନା ପଜିଟିଭ

କୋଲକାତା,୨ ।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ସଚିବ ଅନୁପମ ହାଜରାଙ୍କ କରୋନା ଟେଷ୍ଟ ରିପୋର୍ଟ ଶୁକ୍ରବାର ପଜିଟିଭ ଆସିଥିବା ଜଣାପଡିଛି । ଏବେ ତାଙ୍କୁ କୋଲକାତାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ, କିଛି ଦିନ...

କେବେ ମିଳିବ କରୋନାରୁ ମୁକ୍ତି: ଜଣାଇଲେ ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୨ ।୧୦: କରୋନା ମହାମାରୀ ବେଳକୁ ବେଳ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ଏହା ଅଣାୟତ୍ତ ହେବାରେ ଲାଗିଛି । ଏବେ ସମସ୍ତଙ୍କ ନଜର ଏହାର ଭ୍ୟାକ୍ସିନ ବା ଟକା ଉପରେ । ଏହାକୁ ନେଇ...

ଆମାଜନର ପାଖାପାଖି ୨୦ହଜାର କର୍ମଚାରୀ କରୋନା ପଜିଟିଭ

ନ୍ୟୁୟର୍କ,୨ ।୧୦: ଅନ୍ ଲାଇନ୍ ରିଟେଲ କମ୍ପାନୀ ଆମାଜନର ପାଖାପାଖି ୨୦ହଜାର ଫ୍ରଣ୍ଟ ଲାଇନ୍ ୟୁଏସ୍ ୱାର୍କର କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ପ୍ରଥମଥର ଲାଗି ଆମାଜନ ଏହି ସଂଖ୍ୟା ପ୍ରକାଶ କରିଛି । ତେବେ ଆମେରିକା ଜନସଂଖ୍ୟା...

କରୋନାର ସବୁଠାରୁ ଦ୍ରୁତତମ ମୃତ୍ୟୁହାର ଏବେ ଭାରତରେ: ପ୍ରତିଦିନ ୧୧ଶହ ଲୋକଙ୍କର ହେଉଛି ମୃତ୍ୟୁ

ନୂଆଦିଲ୍ଲୀ,୨ ।୧୦: ଦେଶରେ ପ୍ରତିଦିନ କରୋନା ସଂକ୍ରମିତଙ୍କ ମୃତ୍ୟୁହାର ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ପାଖାପାଖି ୧,୦୯୫ ଜଣଙ୍କ ମୃତ୍ୟୁ ହୋଇଥିବା କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏବେ ଦେଶରେ ମୋଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri