କରୋନା ଭାଇରସ୍‌

କେବେ ମିଳିବ କରୋନାରୁ ମୁକ୍ତି: ଜଣାଇଲେ ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୨ ।୧୦: କରୋନା ମହାମାରୀ ବେଳକୁ ବେଳ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ଏହା ଅଣାୟତ୍ତ ହେବାରେ ଲାଗିଛି । ଏବେ ସମସ୍ତଙ୍କ ନଜର ଏହାର ଭ୍ୟାକ୍ସିନ ବା ଟକା ଉପରେ । ଏହାକୁ ନେଇ ଅଲ୍…

ଆମାଜନର ପାଖାପାଖି ୨୦ହଜାର କର୍ମଚାରୀ କରୋନା ପଜିଟିଭ

ନ୍ୟୁୟର୍କ,୨ ।୧୦: ଅନ୍ ଲାଇନ୍ ରିଟେଲ କମ୍ପାନୀ ଆମାଜନର ପାଖାପାଖି ୨୦ହଜାର ଫ୍ରଣ୍ଟ ଲାଇନ୍ ୟୁଏସ୍ ୱାର୍କର କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ପ୍ରଥମଥର ଲାଗି ଆମାଜନ ଏହି ସଂଖ୍ୟା ପ୍ରକାଶ କରିଛି । ତେବେ ଆମେରିକା ଜନସଂଖ୍ୟା ତୁଳନାରେ…

କରୋନାର ସବୁଠାରୁ ଦ୍ରୁତତମ ମୃତ୍ୟୁହାର ଏବେ ଭାରତରେ: ପ୍ରତିଦିନ ୧୧ଶହ ଲୋକଙ୍କର ହେଉଛି ମୃତ୍ୟୁ

ନୂଆଦିଲ୍ଲୀ,୨ ।୧୦: ଦେଶରେ ପ୍ରତିଦିନ କରୋନା ସଂକ୍ରମିତଙ୍କ ମୃତ୍ୟୁହାର ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ପାଖାପାଖି ୧,୦୯୫ ଜଣଙ୍କ ମୃତ୍ୟୁ ହୋଇଥିବା କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏବେ ଦେଶରେ ମୋଟ କରୋନା…

ଆଇସିଏମ୍‌ଆର୍ ନୂଆ ଉପାୟରେ କରିବ କରୋନାର ଚିକିତ୍ସା!

ନୂଆଦିଲ୍ଲୀ,୨ ।୧୦: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ସାରା ବିଶ୍ୱରେ ଟିକା ପ୍ରସ୍ତୁତି ପାଇଁ ଉଦ୍ୟମ ଜାରି ରହିଛି । ଭିନ୍ନ ଭିନ୍ନ ଉପାୟରେ କରୋନାଠାରୁ ଦୂରେଇ ରହିବାକୁ ବିଶେଷଜ୍ଞମାନେ ସେମାନଙ୍କ ଗବେଷଣା ଜାରି ରଖିଛନ୍ତି । ତେବେ ଇଣ୍ଡିଆନ୍ କାଉନସିଲ…

CORONAVIRUS UPDATE: ରାଜ୍ୟରେ ଆଜି ୩୬୦୦ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୬ ହଜାର ୩୩୪କୁ ବୃଦ୍ଧି

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୩୬୦୦ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୬,୩୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୨୧୦୯ ଜଣ…

୧୦୦ ଦିନପରେ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଥିବା କଂଗ୍ରେସ ନେତାଙ୍କୁ ଫୋନ କଲେ ମୋଦି

ନୂଆଦିଲ୍ଲୀ, ୧।୧୦: ଜୁନ୍‌ ମାସରୁ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭରତ ସିଂ ସୋଲାଙ୍କି ୧୦୧ ଦିନ ପରେ ଗୁରୁବାର ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ଡିସ୍‌ଚାର୍ଜ ହେବା ପରେ ୬୬ ବର୍ଷୀୟ ସୋଲାଙ୍କିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଜାତୀୟ ରାଜଧାନୀରେ ୫,୪୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ, ୧।୧୦: ଜାତୀୟ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ମାମଲା ଦ୍ରୁତବେଗରେ ବଢ଼ିବାରେ ଲାଗିଛି। ଯାହାକି ସ୍ଥାନୀୟ ସରକାରଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇ ଦେଇଛି। ଗୁରୁବାର ଦିଲ୍ଲୀରେ ୩ ହଜାରରୁ ଊର୍ଦ୍ଧ୍ୱ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…

ଭୁବନେଶ୍ୱରରୁ ଆଜି ୩୪୦ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୫୬

ଭୁବନେଶ୍ୱର,୧।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ପଥର ଭଳି କଠିନ ହୋଇ ଯାଉଛି କରୋନା ଆକ୍ରାନ୍ତଙ୍କ ଫୁସଫୁସ୍‌

ରାଜକୋଟ, ୧।୧୦: କରୋନା ଆକ୍ରାନ୍ତଙ୍କ ଫୁସଫୁସ୍‌ ପଥର ଭଳି କଠିନ ହୋଇଯାଉଛି। ଫଳରେ ନିଶ୍ୱାସପ୍ରଶ୍ୱାସ ନେବାରେ ଆକ୍ରାନ୍ତଙ୍କୁ କଷ୍ଟ ହେବା ସହିତ ଶେଷରେ ମୃତ୍ୟୁ ଘଟୁଛି। ଗୁଜରାଟ ରାଜକୋଟର ସିଭିଲ ହସ୍ପିଟାଲ ପକ୍ଷରୁ ଏ ସମ୍ପର୍କିତ ସୂଚନା ଦିଆଯାଇଛି। ଇତିମଧ୍ୟରେ ଏଠାରେ…

୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। Regret…

ଦିଲ୍ଲୀ-ପଞ୍ଜାବ-କେରଳରେ କରୋନାର ଦୋହରା ମାଡ଼: ପାର୍ବଣଋତୁରେ ଅଧିକ ସଂକ୍ରମଣ ଆଶଙ୍କା

ନୂଆଦିଲ୍ଲୀ, ୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଇତିମଧ୍ୟରେ ଦିଲ୍ଲୀ, ପଞ୍ଜାବ ଏବଂ କେରଳରେ କରୋନାର ଦୋହରା ମାଡ଼ ଆରମ୍ଭ ହୋଇଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୩ ଲକ୍ଷ ୧୨ ହଜାର ୫୮୫ରେ ପହଞ୍ଚିଛି।…

ଅକ୍ଟୋବର ୧୫ରୁ ଖୋଲିବ ସିନେମା ହଲ୍‌

ନୂଆଦିଲ୍ଲୀ,୧।୧୦: ଅନ୍‌ଲକ୍‌ ୫.୦ ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଅକ୍ଟୋବର ୧୫ରୁ ସର୍ତ୍ତମୂଳକ ଭାବେ ସିନେମା ହଲ୍‌ ଓ ଥିଏଟର ଖୋଲିବା ଲାଗି ଅନୁମତି ପ୍ରଦାନ କରାଯାଇଛି। ଅଧା ଦର୍ଶକଙ୍କୁ ନେଇ ସିନେମା, ଥିଏଟର ଚଲାଇବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri