କରୋନା ଭାଇରସ୍‌

ଭାରତ ଲୁଚାଉଛି କରୋନା ମୃତ୍ୟୁ ସଂଖ୍ୟା: ଟ୍ରମ୍ପ୍‌

ଓ୍ବାଶିଂଟନ, ୩୦।୯: ଆମେରିକା ରାଷ୍ଟ୍ରପତି ନିର୍ବାଚନ ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବଂ ଜୋ ବାଇଡେନ୍‌ଙ୍କ ମଧ୍ୟରେ ପ୍ରଥମ ନିର୍ବାଚନୀ ତର୍କ ଅନୁଷ୍ଠିତ ହୋଇଛି। ଏଥିରେ ଟ୍ରମ୍ପ୍‌ଙ୍କର ଭାରତର ବନ୍ଧୁ ପଣିଆ ଧରା ପଡ଼ିଯାଇଛି। କରୋନା ମହାମାରୀ ମୃତ୍ୟୁ ସଂଖ୍ୟା...

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କୁ କରୋନା

ନୂଆଦିଲ୍ଲୀ, ୨୯।୯: ଭାରତର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥିରେ କୁହାଯାଇଛି, ‘ଭାରତର ଉପରାଷ୍ଟ୍ରପତିଙ୍କ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ ଆସିଛି। ସେ ଆଜି ସକାଳେ...

ରାଜଧାନୀ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୨୯ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୯।୯: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୬ ଜଣ ଲୋକାଲ୍‌...

କରୋନାକୁ ପରାସ୍ତ କଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୨୯।୯: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ କରୋନା ଭାଇରସ୍‌କୁ ପରାସ୍ତ କରିଛନ୍ତି। କରୋନା ଭାଇରସ୍‌ ଓ ଡେଙ୍ଗୁରେ ଆକ୍ରାନ୍ତ ସିସୋଦିଆ ମଙ୍ଗଳବାର ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। ସିସୋଦିଆଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ମେକ୍ସ ହସ୍ପିଟାଲରୁ...

କରୋନା ନେଲାଣି ୧୦ ଲକ୍ଷ ଜୀବନ

ୱାଶିଂଟନ,୨୯ ।୯: ସାରା ବିଶ୍ୱରେ କରୋନା ଭାଇରସ ତା’ର କାୟା ବିସ୍ତାର କରି ଚାଲିଛି । ଏବେସୁଦ୍ଧା ବିଶ୍ୱରେ କରୋନା ସଂକ୍ରମଣରେ ୧୦ ଲକ୍ଷ ଲୋକଙ୍କ ଜୀବନ ଗଲାଣି । ଜନ୍ସ ହପକିନ୍ସ ବିଶ୍ୱବିଦ୍ୟାଳୟର ସୂଚନା ଅନୁଯାୟୀ, ଏବେ ପର୍ଯ୍ୟନ୍ତ...

ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୮ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ...

CORONAVIRUS UPDATE: ରାଜ୍ୟରେ ୩୦୬୭ ନୂଆ ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦୬୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୨୧୫୬୭୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୦୯...

କରୋନା ଭ୍ୟାକ୍ସିନ ପାଇଁ ମାରି ଦିଆଯିବ ୫ ଲକ୍ଷ ଶାର୍କ!

ୱାଶିଂଟନ,୨୯ ।୯: କରୋନା ମହାମାରୀରୁ ବଞ୍ଚିବା ପାଇଁ ଏବେ ଅନେକ ଦେଶ ଏହାର ଭ୍ୟାକ୍ସିନ ବା ଟିକା ପ୍ରସ୍ତୁତ କରିବାରେ ଲାଗି ପଡିଛନ୍ତି । ତେବେ ଏହି ଟିକା ପ୍ରସ୍ତୁତି ପାଇଁ କେତେକ ଦେଶ ସମୁଦ୍ରର ବିରଳ ଜୀବ ଶାର୍କକୁ...

ଖୋଲିପାରେ ସିନେମା ହଲ୍‌

ନୂଆଦିଲ୍ଲୀ,୨୯।୯: ଦେଶବ୍ୟାପୀ ଅନ୍‌ଲକ୍‌ ୪.୦ ସେପ୍ଟେମ୍ବର ୩୦ରେ ଶେଷ ହେଉଛି। ଅକ୍ଟୋବର ୧ରୁ ଅନ୍‌ଲକ୍‌ ୫.୦ ଆରମ୍ଭ ହେବ। ଆର୍ଥିକ କାର୍ଯ୍ୟକଳାପକୁ ସ୍ବାଭାବିକ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରୟାସ ଜାରି ରହିଥିବାବେଳେ ଅନ୍‌ଲକ୍‌ ୫.୦ରେ ବଡ଼ ବଡ଼...

‘ମାର୍ଚ୍ଚ ସୁଦ୍ଧା ଭାରତରେ କରୋନା ଟିକା’

ନୂଆଦିଲ୍ଲୀ,୨୯।୯: ମହାମାରୀ କରୋନାର ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ି ଚାଲିଥିବାବେଳେ ୨୦୨୧ ମାର୍ଚ୍ଚ ମାସ ସୁଦ୍ଧା ଭାରତରେ ପ୍ରଥମ କରୋନା ଟିକା ଉପଲବ୍ଧ ହେବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ସୋମବାର ପ୍ରକାଶ କରିଛନ୍ତି।...

ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରାଙ୍କୁ କରୋନା

ଭୁବନେଶ୍ୱର/ଛେଣ୍ଡିପଦା,୨୮।୯ (ବ୍ୟୁରୋ/ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ବିଧାୟକ ସୁଶାନ୍ତ ବେହେରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ପୂର୍ବରୁ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ ପାଲଲହଡ଼ା ବିଧାୟକ ମୁକେଶ ପାଳ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା...

ଭୁବନେଶ୍ୱରରୁ ଆଉ ୩୪୨ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୩୨୧

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୪୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୩୧ ଲୋକାଲ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri