କରୋନା ଭ୍ୟାକ୍ସିନ ପାଇଁ ମାରି ଦିଆଯିବ ୫ ଲକ୍ଷ ଶାର୍କ!
ୱାଶିଂଟନ,୨୯ ।୯: କରୋନା ମହାମାରୀରୁ ବଞ୍ଚିବା ପାଇଁ ଏବେ ଅନେକ ଦେଶ ଏହାର ଭ୍ୟାକ୍ସିନ ବା ଟିକା ପ୍ରସ୍ତୁତ କରିବାରେ ଲାଗି ପଡିଛନ୍ତି । ତେବେ ଏହି ଟିକା ପ୍ରସ୍ତୁତି ପାଇଁ କେତେକ ଦେଶ ସମୁଦ୍ରର ବିରଳ ଜୀବ ଶାର୍କକୁ ଶିବାର…
ଖୋଲିପାରେ ସିନେମା ହଲ୍
ନୂଆଦିଲ୍ଲୀ,୨୯।୯: ଦେଶବ୍ୟାପୀ ଅନ୍ଲକ୍ ୪.୦ ସେପ୍ଟେମ୍ବର ୩୦ରେ ଶେଷ ହେଉଛି। ଅକ୍ଟୋବର ୧ରୁ ଅନ୍ଲକ୍ ୫.୦ ଆରମ୍ଭ ହେବ। ଆର୍ଥିକ କାର୍ଯ୍ୟକଳାପକୁ ସ୍ବାଭାବିକ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରୟାସ ଜାରି ରହିଥିବାବେଳେ ଅନ୍ଲକ୍ ୫.୦ରେ ବଡ଼ ବଡ଼ ମଲ୍,…
‘ମାର୍ଚ୍ଚ ସୁଦ୍ଧା ଭାରତରେ କରୋନା ଟିକା’
ନୂଆଦିଲ୍ଲୀ,୨୯।୯: ମହାମାରୀ କରୋନାର ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ି ଚାଲିଥିବାବେଳେ ୨୦୨୧ ମାର୍ଚ୍ଚ ମାସ ସୁଦ୍ଧା ଭାରତରେ ପ୍ରଥମ କରୋନା ଟିକା ଉପଲବ୍ଧ ହେବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ସୋମବାର ପ୍ରକାଶ କରିଛନ୍ତି। ଏଥିଲାଗି…
ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରାଙ୍କୁ କରୋନା
ଭୁବନେଶ୍ୱର/ଛେଣ୍ଡିପଦା,୨୮।୯ (ବ୍ୟୁରୋ/ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ବିଧାୟକ ସୁଶାନ୍ତ ବେହେରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ପୂର୍ବରୁ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ ପାଲଲହଡ଼ା ବିଧାୟକ ମୁକେଶ ପାଳ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ…
ଭୁବନେଶ୍ୱରରୁ ଆଉ ୩୪୨ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୩୨୧
ଭୁବନେଶ୍ୱର, ୨୮।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୪୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୩୧ ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ…
ରାଜ୍ୟରେ ୮୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଜି ନେଇଛି ୧୬ ଜୀବନ
ଭୁବନେଶ୍ୱର,୨୮ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି କରୋନାରେ ବାଲେଶ୍ୱରରୁ ୩…
CORONAVIRUS UPDATE: ରାଜ୍ୟରେ ଆଜି ୩୨୩୫ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯କୁ ବୃଦ୍ଧି
ଭୁବନେଶ୍ୱର,୨୮ା୯(ବ୍ୟୁରୋ): ସୋମବାର ମୋଟ୍ ୩୦ ଜିଲାରୁ ୩୨୩୫ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ର ୧୯୧୫ଜଣ ଚିହ୍ନଟ…
ଲୋକଙ୍କ ଜୀବନ ସହ ଖେଳୁଛି ଚାଇନା: ବିନା ଟ୍ରାଏଲରେ ୧୦ ହଜାର ଲୋକଙ୍କୁ ଦେଲା କରୋନା ଟିକା!
ବେଜିଂ,୨୮ ।୯: ଗୋଟିଏ ପଟେ କରୋନା ସଂକ୍ରମଣରେ ସାରା ବିଶ୍ୱ ଦୋହଲି ଯାଇଥିବା ବେଳେ ଅନ୍ୟପଟେ ଏହି ମହାମାରୀ କବଳରୁ ରକ୍ଷା ପାଇବାକୁ ଟିକା ପ୍ରସ୍ତୁତି କାମରେ ଲାଗି ପଡିଛନ୍ତି ପ୍ରାୟ ସମସ୍ତ ବିକାଶଶୀଳ ଦେଶ । ହେଲେ ଚାଇନାରୁ ଆସିଥିବା…
୧୧ ଦିନରେ ସୁସ୍ଥ ହେଲେ ୧୦ ଲକ୍ଷ କରୋନା ସଂକ୍ରମିତ
ନୂଆଦିଲ୍ଲୀ,୨୮ ।୯: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଆରୋଗ୍ୟ ହାର ବି ଭଲ ରହିଥିବା କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ । ସୋମବାର ସୁଦ୍ଧା ଦେଶରେ ୫୦ ଲକ୍ଷରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ସୁସ୍ଥ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୭୮ କରୋନା ଆକ୍ରାନ୍ତ: କଟକ ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨୭।୯(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୩୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୫୪୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୮୯, ପୁରୀରୁ ୨୦୦, ଯାଜପୁରରୁ ୧୭୬, ରାୟଗଡାରୁ ୧୪୧, କନ୍ଧମାଳରୁ ୧୩୭, ସୁନ୍ଦରଗଡରୁ ୧୩୭, ମୟୂରଭଞ୍ଜରୁ ୧୩୦, ସମ୍ବଲପୁରରୁ…
କଟକରୁ ଆଜି ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୨୭।୯-କଟକ ସହରରୁ ଆଜି ଆଉ ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ ୮୧ ରହିଛି। ତୁଳସୀପୁରରୁ ୬, ଚାଉଳିଆଗଞ୍ଜରୁ ୨, କଲେଜ ଛକରୁ ୨, ମଙ୍ଗଳବାଗରୁ ୨,…
ବିଧାନସଭାରେ କରୋନା ଟେଷ୍ଟ: ୧୩୬ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୨୭।୯(ବ୍ୟୁରୋ)- ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ଆସିଛି କରୋନା ଟେଷ୍ଟ ରିପୋର୍ଟ। ଗତକାଲି କୋଭିଡ ପରୀକ୍ଷା କରାଯାଇଥିବା ୭୫୭ ଜଣଙ୍କ ମଧ୍ୟରୁ ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ବିଏମସି ପକ୍ଷରୁ ବିଧାନସଭା ପରିସରରେ ବ୍ୟାପକ ବ୍ୟବସ୍ଥା ହୋଇଥିଲା। ୬ଟି କାଉଣ୍ଟର…
Archives


