ଆଜି ରାଜଧାନୀରୁ ୩୧୭ ପଜିଟିଭ୍ ଚିହ୍ନଟ, ୩୧୨ ସୁସ୍ଥ
ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ରାଜଧାନୀରୁ ୩୧୭ ପଜିଟିଭ୍ ଚିହ୍ନଟ ହୋଇଥିବା ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୨ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୨୫୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ସେହିପରି ଆଜି ୩୧୨ ଜଣ ସୁସ୍ଥ…
କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୨ ପ୍ରତିଶତ ଟପିଲା
ନୂଆଦିଲ୍ଲୀ, ୨୭।୯: ଭାରତରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଦେଶରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୨.୪୬ ପ୍ରତିଶତ ଛୁଇଁଛି ବୋଲି ସ୍ବାସ୍ଥ୍ୟ ଓ ପରିବାର…
ରାଜ୍ୟରୁ ଆଜି ଆଉ ୧୪ ଜୀବନ ନେଲା କରୋନା, ୭୯୭ରେ ପହଞ୍ଚଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୪ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଏବଂ କଟକ…
CORONAVIRUS UPDATE: ରାଜ୍ୟରେ ଆଜି ୩୯୨୨ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩୭୪କୁ ବୃଦ୍ଧି
ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ମୋଟ୍ ୩୦ ଜିଲାରୁ ୩,୯୨୨ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୩୦୯ ଜଣ…
ନୂଆ ସଂକ୍ରମଣ: ୧୦ ରାଜ୍ୟରୁ ୭୫% ମାମଲା
ନୂଆଦିଲ୍ଲୀ, ୨୭।୯: ଶନିବାର ୮୫,୩୬୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୫% ଆକ୍ରାନ୍ତ ୧୦ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଅଦ୍ୟାବଧି ୭ କୋଟି ନମୁନା ପରୀକ୍ଷଣ ହୋଇଛି। ଦୈନିକ…
ଭୁବନେଶ୍ୱରରୁ ଆଜି ୩୧୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍ ୨୫୭
ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୨ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
‘ଚାଇନାରୁ ଆସିଛି କରୋନା’ ଏକଥା କେବେ ଭୁଲିବେ ନାହିଁ ଟ୍ରମ୍ପ: କ୍ଷମତାକୁ ଆସିଲେ କାଟିବେ ସମ୍ପର୍କ
ୱାଶିଂଟନ,୨୬ ।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ କହିଛନ୍ତି କରୋନା ଭାଇରସ ଯେ ଚାଇନାରୁ ଆସିଛି ସେ ଏହାକୁ କେବେବି ଭୁଲିବେ ନାହିଁ । ଯଦି ଏଥର ଆମେରିକାବାସୀ ତାଙ୍କୁ ଶାସନ କ୍ଷମତା ଦେବେ ତେବେ ସେ ଚାଇନା ଉପରେ…
ରାଜ୍ୟରେ ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ: ୭୮୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର, ୨୬।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮୩ରେ ପହଞ୍ଚିଛି।…
CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୩୫୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୯୦୨
ଭୁବନେଶ୍ୱର, ୨୬।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ନୂଆ ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୨୯ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୮୨୭…
ବ୍ରିଟେନରେ ହେବ ଭୟଙ୍କର ପରୀକ୍ଷଣ: ମାନବ ଶରୀରରେ ଛାଡି ଦିଆଯିବ କରୋନା ଭାଇରସ!
ଲଣ୍ଡନ,୨୬ ।୯: ବ୍ରିଟେନରେ ହେବାକୁ ଯାଉଛି ଏକ ଭୟଙ୍କର ପରୀକ୍ଷଣ । ଜାଣିଶୁଣି ମାନବ ଶରୀରରେ କରୋନା ଭାଇରସକୁ ଛାଡି ଦିଆଯାଇ ଏହି ପରୀକ୍ଷା କରାଯିବ ବୋଲି ଜଣାପଡିଛି । ଯଦି ଏପରି ହେଲା ତେବେ ଏ ଦିଗରେ ବ୍ରିଟେନ ପ୍ରଥମ…
ଟିକା ଆସିବା ପୂର୍ବରୁ ୨୦ ଲକ୍ଷଙ୍କ ମୁଣ୍ଡ ନେଇ ସାରିଥିବ କରୋନା: ଡବ୍ଲ୍ୟୁଏଚ୍ଓ
ଜେନେଭା, ୨୬।୯: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏଭଳି ସ୍ଥିତି ଜାରି ରହିଲେ ପ୍ରତିଷେଧକ ଟିକା ଆସିବା ପୂର୍ବରୁ କରୋନା ୨୦ ଲକ୍ଷ ଲୋକଙ୍କ ମୁଣ୍ଡ ନେଇ ସାରିଥିବ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ କୁହାଯାଇଛି। ଡବ୍ଲ୍ୟୁଏଚ୍ଓର…
କରୋନା ଆକ୍ରାନ୍ତ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ସିସୋଦିଆଙ୍କୁ ଦିଆଗଲା ପ୍ଲାଜମା ଥେରାପି
ନୂଆଦିଲ୍ଲୀ, ୨୫।୯: କରୋନା ଆକ୍ରାନ୍ତ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସାକେତ୍ସ୍ଥିତ ମ୍ୟାକ୍ସ ହସ୍ପିଟାଲରେ ପ୍ଲାଜମା ଥେରାପି ଦିଆଯାଇଛି। ୨୪ ସେପ୍ଟେମ୍ବରରେ ସିସୋଦିଆଙ୍କୁ ଲୋକନାୟକ ଜୟପ୍ରକାଶ ହସ୍ପିଟାଲରୁ ସ୍ଥାନାନ୍ତର କରାଯାଇ ମ୍ୟାକ୍ସ ହସ୍ପିଟାଲରେ ଆଡ୍ମିଟ୍ କରାଯାଇଥିଲା। ମନୀଷ ୧୪ ସେପ୍ଟେମ୍ବରରେ କରୋନା…
Archives


