କରୋନା ଭାଇରସ୍‌

ରାଜ୍ୟରେ ଦିନକରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୫।୯ (ବ୍ୟୁରୋ): ଓଡ଼ିଶାରେ ଶୁକ୍ରବାର ୪ ହଜାର ୩୮୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଗୋଟିଏ ଦିନରେ ରାଜ୍ୟରେ ଏତେ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହେବାରେ ଏହା ରେକର୍ଡ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ରାଜ୍ୟ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ କରୋନା

ଭୁବନେଶ୍ୱର, ୨୫।୯ (ବ୍ୟୁରୋ): ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନା ଆକ୍ରାନ୍ତ ହୋଇଛନ୍ତି। କ୍ରୀଡ଼ାମନ୍ତ୍ରୀ ନିଜେ ଶୁକ୍ରବାର ଟୁଇଟ୍‌ ଯୋଗେ ଏହି ସୂଚନା ଦେଇଛନ୍ତି। ‘ମୁଁ ଆଜି କରୋନା ଆକ୍ରାନ୍ତ ହୋଇଛି। ବିଗତ ୭ ଦିନ…

ରାଜଧାନୀରେ ଚିହ୍ନଟ ହେଲେ ୩୨୬ ନୂଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୫ ।୯: ରାଜଧାନୀ ଭୁବନେଶ୍ୱରରେ ବେଳକୁ ବେଳ ଅଣାୟତ ହୋଇଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଏଠାରେ ୩୨୬ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପୁଣିଥରେ ଚିନ୍ତା ବଢାଇଛି । ଏମାନଙ୍କ ମଧ୍ୟରେ ୨୫୬ ରହିଛି ଲୋକାଲ…

ଅକ୍ଟୋବରରୁ ଲକ୍ଷ୍ନୌ. ଗୋରଖପୁରରେ ଆରମ୍ଭ ହେବ କୋଭାକ୍ସିନର ପରୀକ୍ଷଣ

ଲକ୍ଷ୍ନୌ,୨୫ ।୯: ଆସନ୍ତା ଅକ୍ଟୋବରରୁ ଉତ୍ତର ପ୍ରଦେଶର ଗୋରଖପୁର ଓ ଲକ୍ଷ୍ନୌରେ କରୋନା ଭାଇରସ ପାଇଁ ପ୍ରସ୍ତୁତ ଟିକା କୋଭାକ୍ସିନର ଫେଜ୍‌-୩ ଟ୍ରାଏଲ ପରୀକ୍ଷା ହେବ ବୋଲି ଗୁରୁବାର ଉତ୍ତର ପ୍ରଦେଶ ସରକାର ଘୋଷଣା କରିଛନ୍ତି । ଉତ୍ତର ପ୍ରଦେଶର ମୁଖ୍ୟ…

କୋରାପୁଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୮୦୦ ପାର୍‌ କଲା

କୋରାପୁଟ,୨୫ା୯(ସ୍ବ.ପ୍ର.): କୋରାପୁଟ ଜିଲାରୁ ଶୁକ୍ରବାର ଆଉ ୭୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜିଲାପାଳ ମଧୁସୂଦନ ମିଶ୍ର ସୁଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୮୦୧କୁ ବୃଦ୍ଧିପାଇଛି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୫ ଜଣ…

ରାଜ୍ୟରୁ ଆଉ ୧୫ ଜୀବନ ନେଲା କରୋନା, ୭୬୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୬୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

CORONAVIRUS UPDATE: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଲା, ଆଜି ଚିହ୍ନଟ ହୋଇଛନ୍ତି ୪୨୦୮ ପଜିଟିଭ୍‌

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୪,୨୦୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଟପିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୪୬୨…

ମଧୁମେହ, କିଡ୍‌ନୀ, ହୃଦ୍‌ରୋଗୀଙ୍କୁ ବିଶେଷଜ୍ଞଙ୍କ ପରାମର୍ଶ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): କୌଣସି ଜଟିଳ ରୋଗ ଥିବା କରୋନା ଆକ୍ରାନ୍ତ ହୋମ୍‌ ଆଇସୋଲେଶନରେ ରହିପାରିବେ। କିନ୍ତୁ ଏଥିପାଇଁ ଅଧିକ ସତର୍କ ରହିବାକୁ ପଡ଼ିବ। ଏହି ପରିପ୍ରେକ୍ଷୀରେ ବିଶେଷକରି ମଧୁମେହ, କିଡ୍‌ନୀ ଓ ହୃଦ୍‌ରୋଗୀଙ୍କ ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କେତେକ ପରାମର୍ଶ ଦେଇଛନ୍ତି। ରାଜ୍ୟ…

ଓଡ଼ିଶାରେ ସୁସ୍ଥ ହେଲେ ଆଉ ୩,୭୭୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ): ଓଡ଼ିଶାରେ ଗୁରୁବାର ୩ ହଜାର ୭୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଏକ ଲକ୍ଷ ୬୧ ହଜାର ୪୪ ଜଣ ଲୋକ କରୋନାରୁ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…

କରୋନାରେ ଏହି କଂଗ୍ରେସ ବିଧାୟକଙ୍କ ପରଲୋକ

ବେଙ୍ଗାଲୁରୁ, ୨୪।୯: କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା କର୍ନାଟକର କଂଗ୍ରେସ ବିଧାୟକ ବି. ନାରାୟଣ ରାଓଙ୍କର ଗୁରୁବାର ଅପରାହ୍ନରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ମଣିପାଲ ହସ୍ପିଟାଲ ପକ୍ଷରୁ ଏକ ବିବୃତିରେ କୁହାଯାଇଛି, ‘କର୍ନାଟକ…

ଖୁସି ଖବର: କରୋନାକୁ ଧ୍ୱଂସ କରିବ ଏହି ସୂକ୍ଷ୍ମ ଜୀବ, ବୈଜ୍ଞାନିକ କଲେ ସ୍ପଷ୍ଟ

ମାଡ୍ରିଡ୍‌,୨୪ା୯: କରୋନା ଭାଇରସ୍‌କୁ ନେଇ ସମଗ୍ର ବିଶ୍ୱବାସୀଙ୍କୁ ଚିନ୍ତାରେ ପଡ଼ିଛନ୍ତି। ଏହା ଏମିତି ଏକ ଭାଇରସ୍‌ ଯାହା ପ୍ରାଣଘାତକ ଭାବେ ଉଭା ହୋଇଛି। ଏହି ଭାରଇସ୍‌ କେବେ ଧ୍ୱଂସ ପାଇବ ସେନେଇ ଲୋକେ ଆଶା ଆଶଙ୍କାରେ ରହିଛନ୍ତି। କାରଣ ଏହି ଭାଇରସ୍‌କୁ…

କରୋନାରେ ପରମାଣୁ ବୈଜ୍ଞାନିକ ଶେଖର ବାସୁଙ୍କ ପରଲୋକ

କୋଲକାତା, ୨୪।୯: କରୋନାରେ ଆକ୍ରାନ୍ତ ହୋଇ ପରମାଣୁ ବୈଜ୍ଞାନିକ ଡ.ଶେଖର ବାସୁଙ୍କ ଗୁରୁବାର ଭୋର ୪ଟା ୫୦ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। କରୋନା ଲକ୍ଷଣ ପ୍ରକାଶ ପାଇବାରୁ ତାଙ୍କର ନମୁନା ପରୀକ୍ଷା କରାଯାଇଥିଲା। ନମୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?