ବ୍ରିଟେନରେ ୬ମାସ ପାଇଁ ‘ଓ୍ବାର୍କ ଫ୍ରମ୍ ହୋମ୍’
ବ୍ରିଟେନ,୨୩ା୯: କୋଭିଡ୍ ସଂକ୍ରମଣ ରୋକିବା ଲାଗି ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ୍ ଦେଶବାସୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛନ୍ତି। ଏଥିପାଇଁ ୬ ମାସ ପର୍ଯ୍ୟନ୍ତ ‘ଓ୍ବାର୍କ ଫ୍ରମ୍ ହୋମ୍’ ଘୋଷଣା କରିବା ସହ ସାମାଜିକ ମିଳାମିଶା ଉପରେ କଟକଣା…
ଏହି ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କୁ ଦିଆଯାଉଛି ଆଇପିଏଲ୍ ମ୍ୟାଚ୍ ଦେଖିବାର ସୁଯୋଗ
ନୋଏଡା, ୨୨।୯: ଉତ୍ତର ପ୍ରଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବାବେଳେ ନୋଏଡାରେ ଥିବା ଏକ ହସ୍ପିଟାଲରେ ଆକ୍ରାନ୍ତଙ୍କ ଲାଗି ଅଦ୍ଭୁତ ସୁବିଧା ଯୋଗାଇ ଦିଆଯାଇଛି। ନୋଏଡାସ୍ଥିତ ଯଥାର୍ଥ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ମନୋବଳ ବଢ଼ାଇବା ଉଦ୍ଦେଶ୍ୟରେ ହସ୍ପିଟାଲର ୮ମ ମହଲାରେ…
ଟାର୍ଗେଟ୍ ପୂରଣ ପାଇଁ ନିଜର ୧୫ଥର କରୋନା ଟେଷ୍ଟ କଲେ ଡାକ୍ତର
ମଥୁରା, ୨୨।୯: ଉତ୍ତର ପ୍ରଦେଶର ମଥୁରାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଡାକ୍ତର ଟାର୍ଗେଟ୍ ପୂରଣ କରିବା ଲାଗି ୧୫ଥରରୁ ଊର୍ଦ୍ଧ୍ୱ ନିଜର କରୋନା ଟେଷ୍ଟ କରାଇଛନ୍ତି। ଏଭଳି ଭାବେ କରୋନା ଟେଷ୍ଟ କରାଉଥିବା ଡାକ୍ତରଙ୍କ ଭିଡିଓ…
ଓଡ଼ିଶାରେ କରୋନା ଆରୋଗ୍ୟ ସଂଖ୍ୟା ଦେଢ଼ ଲକ୍ଷ ଟପିଲା
ଭୁବନେଶ୍ୱର, ୨୨।୯: ଓଡ଼ିଶାରେ ମଙ୍ଗଳବାର ସୁଦ୍ଧା ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ ମଙ୍ଗଳବାର ୩ ହଜାର ୮୩୪ ଜଣ…
ରାଜଧାନୀ ଭୁବନେଶ୍ୱରରୁ ଆଉ ୩୪୫ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, ୨୨।୯: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଏବଂ ୨୪୪ ଜଣ ଲୋକାଲ୍ କେସ୍ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ୍…
ବୁଧବାର ୭ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ ମୋଦି
ନୂଆଦିଲ୍ଲୀ, ୨୨।୯: କରୋନା ସଂକ୍ରମଣ ମୁକାବିଲା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ। କରୋନା ଦ୍ୱାରା ଅଧିକ ସଂକ୍ରମିତ ହୋଇଥିବା ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, କର୍ନାଟକ, ଉତ୍ତରପ୍ରଦେଶ, ତାମିଲନାଡୁ, ଦିଲ୍ଲୀ ଏବଂ ପଞ୍ଜାବ ଆଦି…
ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୨୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୧…
CORONAVIRUS UPDATE: ରାଜ୍ୟରେ ୪୧୮୯ ନୂଆ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରେ ୭୦୦ ପାର
ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୧୮୯ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୫୩…
୨୪ ଘଣ୍ଟାରେ ଲକ୍ଷେରୁ ଅଧିକ ସୁସ୍ଥ
ନୂଆଦିଲ୍ଲୀ, ୨୨।୯: ଭାରତ ପୃଥିବୀରେ ରେକର୍ଡ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଦେଶରେ ଲକ୍ଷେ ଏକ ହଜାର ୪୬୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏସମ୍ପର୍କରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ…
କଟକଣା ମଧ୍ୟରେ ଖୋଲିଲା ସ୍କୁଲ
ନୂଆଦିଲ୍ଲୀ,୨୨।୯(ପି.ଟି.): କରୋନା ମହାମାରୀ ଯୋଗୁ ଦୀର୍ଘ ୬ମାସ ଧରି ବନ୍ଦ ରହିଥିବା ସ୍କୁଲ କଲେଜ ସୋମବାର କଟକଣା ମଧ୍ୟରେ ଖୋଲିଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ଘୋଷିତ ଅନ୍ଲକ୍-୪ ଗାଇଡଲାଇନ୍ ଅନୁସାରେ ଦେଶର କେତେକ ରାଜ୍ୟରେ ସ୍ବେଚ୍ଛାକୃତ ଭାବେ ବିଦ୍ୟାଳୟଗୁଡ଼ିକୁ ଆଂଶିକ ଭାବେ…
ଓଡିଆ କରୋନା ଯୋଦ୍ଧାଙ୍କ ନାଁ ଜର୍ସିରେ ଲେଖିଲେ ଏହି କ୍ରିକେଟର୍
ଆଇପିଏଲର ୨୦୨୦ ତୃତୀୟ ମ୍ୟାଚ୍ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍ ଏକ କାସ୍ ମ୍ୟାଚ୍ ଥିଲା। କାରଣ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳର ଖେଳାଳିମାନେ ନିଜ ଜର୍ସିରେ କୋଭିଡ ଯୋଦ୍ଧାଙ୍କ ନାଁ ଲେଖି…
ବିଦେଶରେ କରୋନା ନେଲାଣି ୩୭୩ ଭାରତୀୟ ନାଗରିକଙ୍କ ଜୀବନ
ନୂଆଦିଲ୍ଲୀ, ୨୧।୯: ବିଦେଶରେ ରହୁଥିବା ୧୧ ହଜାର ୬୦୦ରୁ ଊର୍ଦ୍ଧ୍ୱ ଭାରତୀୟ ନାଗରିକ କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୋମବାର ସଂସଦରେ ସୂଚନା ଦିଆଯାଇଛି। ଏକ…
Archives


