କରୋନା ଭାଇରସ୍‌

କୋଭିଡ ହସ୍ପିଟାଲରେ ନାଚିଲେ ବୃଦ୍ଧା

ମଧ୍ୟପ୍ରଦେଶ,୨୧।୯-ମଧ୍ୟପ୍ରଦେଶ ସେହୋର ଜିଲା ହସ୍ପିଟାଲ କ୍ୟାମ୍ପସରେ ଥିବା କୋଭିଡ-୧୯ କେନ୍ଦ୍ରରେ ଜଣେ ୮୪ ବର୍ଷୀୟ ବୃଦ୍ଧା ନାଚୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ବୃଦ୍ଧା ଜଣକ ବିଭିନ୍ନ ପୋଜ ଦେଇ ନାଚୁଥିବା ଦେଖାଯାଇଛି। ତେବେ ଅନ୍ୟ ରୋଗୀମାନେ ମଧ୍ୟ…

ପୃଥିବୀରେ ଭାରତ ଶୀର୍ଷରେ: କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୦ ପ୍ରତିଶତ

ନୂଆଦିଲ୍ଲୀ, ୨୧।୯: କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାରରେ ଭାରତ ପୃଥିବୀରେ ଶୀର୍ଷରେ ରହିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୦ ପ୍ରତିଶତ ଛୁଇଁଛି। ଲଗାତାର ୩ ଦିନ ଧରି ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା…

ରାଜ୍ୟରୁ ଆଉ ୯ ଜୀବନ ନେଲା କରୋନା, ୭୧୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୧୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି କେନ୍ଦୁଝର ଜିଲାରୁ ୨…

ଦେଶରେ ସାମାନ୍ୟ କମ୍ ହେଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୨୧ ।୯: କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଉଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ସାମାନ୍ୟ କମ୍ ହୋଇଛି । ଲାଗାତାର ଭାବେ ପ୍ରତି ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୯୦ ହଜାର ଅତିକ୍ରମ…

୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଖୋଲିବନି ସ୍କୁଲ

ଲକ୍ଷ୍ନୌ, ୨୧।୯: ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଉତ୍ତରପ୍ରଦେଶରେ କୌଣସି ସ୍କୁଲ କଲେଜ ଖୋଲିବନି। ଏନେଇ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ଡ. ଦିନେଶ ଶର୍ମା ସୂଚନା ଦେଇଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଚାଲିଥିବାରୁ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ସ୍କୁଲ କଲେଜର…

CORONAVIRUS UPDATE: ରାଜ୍ୟରୁ ଆଜି ୪୨୪୨ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୪ ହଜାର ଟପିଲା

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୪,୨୪୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୮୪,୧୨୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫୦୩…

ନିଜ କରୋନା ଟିକା ଉପରେ ରୁଷ୍‌ର ନାହିଁ ଭରସା: ଲୋକଙ୍କୁ ଦେବାକୁ ବାରଣ

ମସ୍କୋ, ୨୧।୯: ରୁଷ୍‌ ପ୍ରଥମେ ଅଗଷ୍ଟ ୧୧ରେ କରୋନା ପ୍ରତିଷେଧକ ଟିକା ପ୍ରସ୍ତୁତି କରି ପୃଥିବୀରେ ଇତିହାସ ରଚିଥିଲା। ତେବେ ଏବେ ରୁଷ୍‌ ଟିକାର ପ୍ରଭାବ ଉପରେ ଭରସା କରି ପାରୁନାହିଁ। ଟିକାର ସମ୍ପୂର୍ଣ୍ଣ ପରୀକ୍ଷା ଶେଷ ନ ହୋଇଥିବାବେଳେ ଏହାକୁ…

‘ଫେଲୁଦା’କୁ ଅନୁମୋଦନ: କମ୍‌ ଖର୍ଚ୍ଚ, ସ୍ବଳ୍ପ ସମୟରେ କରୋନା ରିପୋର୍ଟ

ଭୁବନେଶ୍ୱର, ୨୧।୯(ବ୍ୟୁରୋ): ଏଣିକି କମ୍‌ ଖର୍ଚ୍ଚରେ କରୋନା ପରୀକ୍ଷା ହୋଇପାରିବ। ପୁଣି ସ୍ବଳ୍ପ ସମୟରେ ରିପୋର୍ଟ ଜାଣିହେବ। ଦେଶର ପ୍ରଥମ ସ୍ବଦେଶୀ କୋଭିଡ୍‌ ସିଆର୍‌ଆଇଏସ୍‌ପିଆର୍‌ (କ୍ଲଷ୍ଟରଡ ରେଗୁଲାରୀ ଇଣ୍ଟରସ୍ପେସ୍‌ଡ ଶର୍ଟ ପାଲିନ୍‌ଡ୍ରୋମିକ ରିପିଟ୍‌ସ) ଟେଷ୍ଟ କିଟ୍‌ ‘ଫେଲୁଦା’କୁ ଡ୍ରଗ୍ସ କଣ୍ଟ୍ରୋର ଜେନରୋଲ…

ଗୋଟିଏ ଦିନରେ ଦେଶରେ ରେକର୍ଡ ସଂଖ୍ୟକ କରୋନା ଟେଷ୍ଟ

ନୂଆଦିଲ୍ଲୀ, ୨୦।୯: ଭାରତରେ କରୋନା ଭାଇରସ୍‌ଜନିତ ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି। ଏହି ପ୍ରାଣଘାତୀ ଭାଇରସ୍‌କୁ ବ୍ୟାପିବାରୁ ରୋକିବା ଲାଗି ସରକାର ଅଧିକରୁ ଅଧିକ କରୋନା ଟେଷ୍ଟ କରାଉଛନ୍ତି। ଇତ୍ୟବସରେ ଦେଶରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ଲୋକଙ୍କ…

୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ

କଟକ ଅଫିସ,୨୦।୯-୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ। ଆସନ୍ତା ୨୧ ଓ ୨୨ ବନ୍ଦ ନେଇ ରେଜିଷ୍ଟ୍ରାର ଜେନେରାଲ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ସହ ଏହାର କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ। କିଛି ବିଭାଗରେ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି…

ଭୁବନେଶ୍ୱରରୁ ଆଜି ୩୨୫ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୧୮

ଭୁବନେଶ୍ୱର,୨୦।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

କରୋନାକୁ ହରାଇଲେ ମହାରାଷ୍ଟ୍ରର ଶତାୟୁ ମହିଳା

ନୂଆଦିଲ୍ଲୀ,୨୦।୯-ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏପରିସ୍ଥିତିରେ ମହାରାଷ୍ଟ୍ରର ଜଣେ ୧୦୬ ବର୍ଷୀୟ ବୃଦ୍ଧା କରୋନା ଲଢ଼େଇରେ ବିଜୟୀ ହୋଇଛନ୍ତି। ସେ ହେଲେ ଆନନ୍ଦିବାଇ ପାଟିଲ। ମହାମାରୀ କରୋନାକୁ ହରାଇବା ପରେ ଆନନ୍ଦିବାଇ ହସ ହସ ମୁହଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?