କରୋନା ଭାଇରସ୍‌

କରୋନାରୁ ସୁସ୍ଥ ହେବା ପରେ ବି ପୁଣି ହୋଇପାରେ ସଂକ୍ରମଣ: ଏସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଚିନ୍ତା ବଢ଼ାଇଛି ମହାମାରୀ କରୋନା। ଓଡ଼ିଶାରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ଲୋକ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବାରୁ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ଡାକ୍ତର ପ୍ରଜ୍ଞାନ ରାଉତରାୟ ସୂଚନା…

ବିମାନରେ ତୀବ୍ର ବେଗରେ ହୋଇଥାଏ କରୋନା ସଂକ୍ରମଣ!

ବିମାନରେ କରୋନା ସଂକ୍ରମଣକୁ ନେଇ ଦୁଇଟି ଅଧ୍ୟୟନ କରାଯାଇଛି। ଯେଉଁଥିରୁ ଆଶ୍ଚର୍ଯ୍ୟ କରିଦେଲା ଭଳି କଥା ଜାଣିବାକୁ ମିଳିଛି। ଶୁକ୍ରବାର ପ୍ରକାଶିତ ଏହି ଅଧ୍ୟୟନରୁ ଲଣ୍ଡନରୁ ଭିଏତନାମା ଯିବାକୁ ଥିବା ବିମାନରେ ଜଣେ ସଂକ୍ରମିତ ମହିଳାଙ୍କ ଯୋଗୁ ୧୫ ଜଣ ଲୋକ…

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୯୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯…

CORONAVIRUS UPDATE: ରାଜ୍ୟରେ ପୁଣି ୪ ହଜାରରୁ ଅଧିକ ନୂଆ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ୪୨୦୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୭୫୫୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୪୧ ଜଣ…

ଲକ୍ଷଣ ନ ଥିବା ବ୍ୟକ୍ତିଙ୍କର ବି ହେବ କରୋନା ଟେଷ୍ଟ: ଟ୍ରମ୍ପ ସରକାର

ୱାଶିଂଟନ,୧୯ ।୯: ବିଶ୍ୱରେ ବେଳକୁ ବେଳ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଆମେରିକା ଏହି କ୍ଷେତ୍ରରେ ଏବେବି ସବୁଠାରୁ ଆଗରେ ରହିଛି । ଏହାକୁ ଦୃଷ୍ଟିରେ ରଖି ଏବେ ଟ୍ରମ୍ପ ପ୍ରଶାସନ କରୋନା ଭାଇରସ ସଂକ୍ରମଣ ନିୟମରେ କିଛିଟା ପରିବର୍ତ୍ତନ…

କରୋନା ମହାମାରୀ ଯୋଗୁ ପଛେଇ ଯାଇଛି ଟିବି କାର୍ଯ୍ୟକ୍ରମ

ନୂଆଦିଲ୍ଲୀ, ୧୯।୯: ଦେଶରେ ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣ ଯୋଗୁ ଟିବି କାର୍ଯ୍ୟକ୍ରମ ପଛେଇ ଯାଇଛି। ଏନେଇ ଶନିବାର ରାଜ୍ୟସଭାରେ ଭାଜପା ଏମ୍‌ପି କେ.ଜେ. ଆଲଫୋନ୍ସ୍‌ ସୂଚନା ଦେଇଛନ୍ତି। ଦେଶରେ ୨୪ ଲକ୍ଷ ୪ ହଜାରରୁ ଅଧିକ ଟିବି ରୋଗୀ…

ରୁଷିଆ ଭ୍ୟାକ୍ସିନକୁ ନେଇ ବଢୁଛି ଚିନ୍ତା: ସାତ ଜଣରେ ଜଣେ ହେଉଛନ୍ତି ଅସୁସ୍ଥ

ନୂଆଦିଲ୍ଲୀ,୧୮ ।୯: ସାରା ବିଶ୍ୱରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦେଖି ଏବେ ସମସ୍ତଙ୍କ ନଜର ରହିଛି କରୋନା ଭ୍ୟାକ୍ସିନ ବା ଟିକା ଉପରେ । କାରଣ କରୋନା ସଂକ୍ରମଣ ରୋକିବାକୁ ଏହା ଏକ ମାତ୍ର ମାଧ୍ୟମ ହେବ ବୋଲି କୁହାଯାଉଛି…

ଦାରିଙ୍ଗବାଡ଼ି ଶାଖା ପରିଚାଳକଙ୍କୁ କରୋନା, ପୁଣି ବନ୍ଦ ହେଲା ବ୍ୟାଙ୍କ

ଦାରିଙ୍ଗବାଡ଼ି,୧୮ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଠାରେ ଥିବା ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ଶାଖା ପରିଚାଳକଙ୍କ କରୋନା ପଜିଟିଭ୍‌ ଜଣାପଡ଼ିବା ପରେ ୪୮ଘଣ୍ଟା ପାଇଁ ଶାଖାକୁ ବନ୍ଦ କରି ଦିଆଯାଇଛି। ଗତ କିଛିଦିନ ହେଲା ସେ ଜ୍ୱରରେ ପୀଡ଼ିତ ଥିବାରୁ ନିଜ ସ୍ବାବ୍‌ ଟେଷ୍ଟ…

ରାଜ୍ୟରୁ ଆଉ ୧୩ ଜୀବନ ନେଲା କରୋନା, ୬୮୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୮୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

CORONAVIRUS UPDATE: ରାଜ୍ୟରୁ ଆଜି ୪୧୮୦ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୭୧ ହଜାର ଟପିଲା

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୪,୧୮୦ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୭୧,୩୪୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୪୬୬ଜଣ…

ହୁ ହୁ ହୋଇ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୯୬ ହଜାରରୁ ଅଧିକ ଚିହ୍ନଟ, ୧୧୯୭ ମୃତ୍ୟୁ

ନୂଆଦିଲ୍ଲୀ,୧୮।୯: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଗତ କିଛି ଦିନ ହେବ କରୋନା ସଂକ୍ରମଣ ୯୦ ହଜାରରୁ ଅଧିକ ରହିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୯୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ…

୧୧ ରାଜ୍ୟର କେସ୍‌ଠାରୁ ବଳିଗଲା ମହାରାଷ୍ଟ୍ର ପୋଲିସ ଆକ୍ରାନ୍ତଙ୍କ ସଂଖ୍ୟା

ମୁମ୍ବାଇ, ୧୭।୯: ମହାରାଷ୍ଟ୍ର ପୋଲିସରେ କରୋନା ଭାଇରସ୍‌ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ମହାରାଷ୍ଟ୍ର ପୋଲିସ ବିଭାଗରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦେଶର ୧୧ଟି ରାଜ୍ୟର ମୋଟ୍‌ କେସ୍‌ଠାରୁ ବଳି ଯାଇଛି। ମହାରାଷ୍ଟ୍ରରେ ଯେତିକି ସଂଖ୍ୟକ ପୋଲିସ କର୍ମଚାରୀ ଆକ୍ରାନ୍ତ ହୋଇଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri