କରୋନା ଭାଇରସ୍‌

କରୋନା ଆକ୍ରାନ୍ତ ହେଲେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ

ନୂଆଦିଲ୍ଲୀ, ୧୭।୯: କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଭାଜପାର ଏହି ଏମ୍‌ପି କରୋନା ଆକ୍ରାନ୍ତ ହୋଇଥିବା ନେଇ ଗୁରୁବାର ନିଜେ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ‘ଗତ ରାତିରେ…

ଭାରତରେ କେବେ ମିଳିବ କରୋନା ଟିକା: ଉତ୍ତର ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୭ ।୯: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱ ଅସ୍ତବ୍ୟସ୍ତ ହୋଇ ପଡିଥିବା ବେଳେ ଏବେ ସମସ୍ତଙ୍କ ନଜର କରୋନା ଟିକା ଉପରେ । ବିଭିନ୍ନ ଦେଶ ଏହା ଉପରେ ବି ଯୋରସୋରରେ କାମ ଚଳାଇଛନ୍ତି । ଭାରତ ମଧ୍ୟ ଏ…

କରୋନାକୁ ହରାଇଲେ ୧୦୦ ବର୍ଷୀୟା ବୃଦ୍ଧା, ନର୍ସ ପାଳିଲେ ମହୋତ୍ସବ

ଗୁଆହାଟି,୧୭ା୯:  କୁହାଯାଏ ରଖେ ହରି ତ ମାରେ କିଏ। ଠିକ୍‌ ସେହିପରି ଏକ ଘଟଣା ଦେଖିବାକୁ ମିଳିଛି ଗୁଆହାଟିରେ। ଏଠାକାର ଜଣେ ଶହେ ବର୍ଷୀୟା ବୃଦ୍ଧା କରୋନାକୁ ହରାଇ ସୁସ୍ଥ ହୋଇଛନ୍ତି। ସାଧାରଣତଃ ବୟସାଧିକ ଲୋକଙ୍କୁ କରୋନା କବଳିତ କରିଥାଏ। ମାତ୍ର…

ଭୁବନେଶ୍ୱର, କଟକକୁ ଆସି ପାରିବେ କୋଭିଡ୍‌ ରୋଗୀ

ଭୁବନେଶ୍ୱର,୧୭ା୯(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ ଥିବା କୋଭିଡ୍‌ ହସ୍ପିଟାଲକୁ ରୋଗୀ ପଠାଇବା ନେଇ ସରକାର ବାରଣ କରିନାହାନ୍ତି। ସରକାର ଦ୍ୱୈତ ନଗରୀରେ ସୃଷ୍ଟି କରିଥିବା ଚିକିତ୍ସା ସୁବିଧା ସାରା ରାଜ୍ୟର ଲୋକଙ୍କ ପାଇଁ ଉଦ୍ଦିଷ୍ଟ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍‌…

ଆମେରିକାରେ ମାଗଣାରେ ଦିଆଯିବ କରୋନା ଟିକା!

ୱାଶିଂଟନ,୧୭ ।୯: ଆମେରିକାର ଟ୍ରମ୍ପ ସରକାର ଏକ ବଡ ଘୋଷଣା କରିଛନ୍ତି । ବୁଧବାର ଆମେରିକା ସଂସଦରେ କୁହାଯାଇଛି କି ଆମେରିକାବାସୀଙ୍କୁ କରୋନା ଟିକା ମାଗଣାରେ ଯୋଗାଇ ଦେବାକୁ ଯୋଜନା କରାଯାଉଛି । ଏସମ୍ପର୍କିତ ଏକ ରିପୋର୍ଟ ବୁଧବାର ଆମେରିକା କଂଗ୍ରେସକୁ…

ଆଜି ଆଉ ୧୩ ଜୀବନ ନେଲା କରୋନା, ୬୬୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଗୁରୁବାର ରାଜ୍ୟରୁ ଆଉ ୧୩ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୬୯କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପୁରୀ ଏବଂ ଖୋର୍ଦ୍ଧା…

CORONAVIRUS UPDATE: ରାଜ୍ୟରୁ ଆଜି ସର୍ବାଧିକ ୪୨୪୧ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୬୭ ହଜାର ଟପିଲା

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଗୁରୁବାର ମୋଟ୍‌ ୩୦ ଜିଲାରୁ ୪,୨୪୧ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୬୭, ୧୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ…

କରୋନା ସହିତ ଲଢ଼େଇ ରାଜନୈତିକ ନୁହେଁ, ଏହା ଜୀବନ ବଞ୍ଚାଇବା ଯୁଦ୍ଧ: ସଞ୍ଜୟ ରାଉତ

ନୂଆଦିଲ୍ଲୀ, ୧୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ତେବେ ଏହାକୁ ନେଇ ରାଜନୀତି କରାଯିବା ଅନୁଚିତ। କରୋନା ସହିତ ଲଢ଼େଇ ରାଜନୈତିକ ନୁହେଁ। ଏହା ଜୀବନ ବଞ୍ଚାଇବାର ଯୁଦ୍ଧ ବୋଲି ଗୁରୁବାର ଶିବସେନା ଏମ୍‌ପି ସଞ୍ଜୟ…

କରୋନା ଭାଇରସ ସଂକ୍ରମଣ: ଖୁବ୍‌ଶୀଘ୍ର ଆମେରିକାକୁ ପଛରେ ପକାଇବ ଭାରତ

ନୂଆଦିଲ୍ଲୀ,୧୭ ।୯: ଦେଶରେ କରୋନା ସଂକ୍ରମଣର ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । କିଛିଦିନ ହେବ ଲଗାତାର ଭାବେ ୨୪ ଘଣ୍ଟାରେ ୯୦ ହଜାର ଉପରେ ରହୁଛି ସଂକ୍ରମିତଙ୍କ ସଂଖ୍ୟା । ସଂକ୍ରମଣ ସ୍ଥିତିରେ ଭାରତ ଏବେ ଦ୍ୱିତୀୟ…

କରୋନା ଆକ୍ରାନ୍ତ ହେଲେ କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀ

ନୂଆଦିଲ୍ଲୀ, ୧୬।୯: କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଟୁଇଟ୍‌ ଯୋଗେ ଗଡ଼କରୀ ନିଜେ ଏହି ସୂଚନା ଦେଇଛନ୍ତି। ଗଡ଼କରୀ କହିଛନ୍ତି, ‘କାଲି ମୁଁ ଦୁର୍ବଳ ଅନୁଭବ କରିଥିଲି। ଏହାପରେ ଡାକ୍ତରଙ୍କ ପରାମର୍ଶ ନେଇଥିଲି। ଚେକ୍‌ ଅପ୍‌…

ମାଲକାନଗିରି ବିଧାୟକ କରୋନାରେ ଆକ୍ରାନ୍ତ

ମାଲକାନଗିରି,୧୬।୯(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମଣ ବିଢ଼ିବାରେ ଲାଗିଛି। ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ବୁଧବାର ମାଲକାନଗିରି ବିଧାୟକ ଆଦିତ୍ୟ ମାଢ଼ୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ଚିହ୍ନଟ ପରେ ତାଙ୍କୁ…

କରୋନା ଡର: କର୍ମଚାରୀ ଛିଙ୍କିବାରୁ ଅଫିସରୁ ଦୌଡ଼ି ପଳାଇଲେ ଟ୍ରମ୍ପ୍‌

ଓ୍ବାଶିଂଟନ, ୧୬।୯: କରୋନା ମହାମାରୀ ଆତଙ୍କ ସାରା ପୃଥିବୀରେ ଜାରି ରହିଛି। କେହି ଜଣେ ଛିଙ୍କିଲେ ଏବେ ସଭିଏଁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆଡ଼କୁ ବୁଲି ଚାହୁଁଛନ୍ତି। ସତେ ଯେପରି ବ୍ୟକ୍ତି ଜଣକ ବଡ଼ ଅପରାଧ କରିଦେଇଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri