୧୧ ଦିନରେ ୧୦ ଲକ୍ଷ ନୂଆ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ, ୧୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଦୁଇ ସପ୍ତାହ ଧରି ଦେଶରେ ପ୍ରତିଦିନ ଏକ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଗତ ୧୧ ଦିନରେ ଦେଶରେ ୧୦ ଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତ…
କଟକ ସହରରୁ ଆଉ ୨୪୦ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ, ୧୫।୯: କଟକ ଜିଲାରୁ ମଙ୍ଗଳବାର ଆଉ ୩୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୦ ଜଣ କଟକ ସହରର ବୋଲି ସିଏମ୍ସି ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୯୨ ଜଣ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୩,୭୧୪ ଆକ୍ରାନ୍ତ
ଭୁବନେଶ୍ୱର, ୧୫।୯ (ବ୍ୟୁରୋ): ଓଡ଼ିଶାରେ ମଙ୍ଗଳବାର ୩,୭୧୪ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୪୪ ଜଣ ସୁସ୍ଥ ହୋଇଛନ୍ତି। ସେହିଭଳି…
କରୋନାରେ ଜୀବନ ହାରିଲେ ୨୫ ବର୍ଷୀୟ ଯୁବ ଡାକ୍ତର
ନୂଆଦିଲ୍ଲୀ, ୧୫।୯: କରୋନା ଭାଇରସ୍ରେ ଆକ୍ରାନ୍ତ ହୋଇ ଗତ ଏକ ମାସ ଧରି ଲଢ଼େଇ କରି ଶେଷରେ ୨୫ ବର୍ଷୀୟ ଜଣେ ଯୁବ ଡାକ୍ତର ମୃତ୍ୟୁବରଣ କରିଛନ୍ତି। ହରିୟାଣର ଯୁବ ଡାକ୍ତର ବିକାଶ ସୋଲାଙ୍କି କରୋନାରେ ଆକ୍ରାନ୍ତ ହୋଇ ମଙ୍ଗଳବାର ଦିଲ୍ଲୀ…
ଦେଶରେ କ୍ଲିନିକାଲ ଟ୍ରାଏଲ୍ ପର୍ଯ୍ୟାୟରେ ୩ କୋଭିଡ୍-୧୯ ପ୍ରତିଷେଧକ ଟୀକା
ନୂଆଦିଲ୍ଲୀ, ୧୫।୯: ଭାରତରେ କରୋନା ଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ପ୍ରାଣଘାତୀ ଭାଇରସ୍ ଦ୍ୱାରା ସର୍ବାଧିକ ପ୍ରଭାବିତ ଦେଶ ତାଲିକାରେ ଆମେରିକା ପଛକୁ ଭାରତ ୨ୟ ସ୍ଥାନରେ ରହିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
ରାଜଧାନୀରେ ବୋଲ ମାନୁନି କରୋନା: ଚିହ୍ନଟ ହେଲେ ଆଉ ୩୪୨ କରୋନା ପଜିଟିଭ୍; ଜାଣନ୍ତୁ କେଉଁଠୁ କେତେ
ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ୩୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୧୬୯୩୩କୁ ବୃଦ୍ଧି ପାଇଛି। ସେଥିରୁ ୧୨୨୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୫୬୮ ଆକ୍ଟିଭ୍ କେସ୍ ରହିଛି। ଏହାଛଡ଼ା…
ମାସ୍କ ନ ପିନ୍ଧିଲେ ଖୋଳିବାକୁ ପଡିବ କରୋନା ସଂକ୍ରମିତ ମୃତକଙ୍କ ପାଇଁ କବର
ଜାକର୍ତ୍ତା,୧୫ ।୯: କରୋନା ସଂକ୍ରମଣ ସାରା ବିଶ୍ୱକୁ ଥରହର କରାଇ ଦେଇଥିବା ବେଳେ ଏହାକୁ ରୋକିବାକୁ ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ନିୟମମାନ ଲାଗୁ କରାଯାଇଛି । ତେବେ କରୋନା ସଂକ୍ରମଣ ରୋକିବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍ଓ) ଓ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ…
ବୌଦ୍ଧ ଜିଲାରୁ ପ୍ରଥମ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହି ୮ ମୃତକଙ୍କ ମଧ୍ୟରୁ ଜଣେ ବୌଦ୍ଧ ଜିଲାରୁ ରହିଛନ୍ତି। ସେ ଜଣେ ମହିଳା ହୋଇଥିବା ବେଳେ ବୟସ ୬୫ ବର୍ଷ ବୋଲି ସୂଚନା ମିଳିଛି। ତେବେ ସେ…
ପୁଣି ରାଜ୍ୟରେ ୮ ମୁଣ୍ଡ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ ଅଛନ୍ତି ଅଧିକ ସଂଖ୍ୟକ ମୃତକ
ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୫ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୮…
CORONAVIRUS UPDATE: ରାଜ୍ୟରେ ୩୬୪୫ ନୂଆ ପଜିଟିଭ୍ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ
ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୬୪୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା୧୫୮୬୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୫୧ ଜଣ…
କରୋନା ସମୟରେ ଚୋର ନେଇଗଲା ଅକ୍ସିଜେନ ସିଲିଣ୍ଡର ଭର୍ତ୍ତି ଅଟୋ
ପୁଣେ, ୧୪।୯: ପୁଣେର ଚକନ ଅଞ୍ଚଳରେ ହସ୍ପିଟାଲକୁ ଯୋଗାଣ ଉଦ୍ଦେଶ୍ୟରେ ରହିଥିବା ଏକ ଅକ୍ସିଜେନ ସିଲିଣ୍ଡର ଭର୍ତ୍ତି ଅଟୋ ଚୋରି ହୋଇଯାଇଛି। ଅଭିଯୋଗକାରୀ ଅଟୋ ମାଲିକ ହସ୍ପିଟାଲକୁ ଅକ୍ସିଜେନ ସିଲିଣ୍ଡର ଯୋଗାଣ କରିଥାନ୍ତି। ରବିବାର ରାତିରେ ସେ ତାଙ୍କ ଘର ସାମ୍ନାରେ…
କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ମୁଖ୍ୟମନ୍ତ୍ରୀ
ଗୁରୁଗ୍ରାମ, ୧୪।୯: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟର କରୋନା ମହାମାରୀରୁ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ୬୬ ବର୍ଷୀୟ ଖଟ୍ଟର ସୋମବାର ରାଜଧାନୀ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି। ମାସ୍କ ପରିଧାନ କରିବା ଓ ସାମାଜିକ ଦୂରତ୍ୱ ନିୟମାବଳୀକୁ ମାନି ଚଳିବା…
Archives


