କରୋନା ଭାଇରସ୍‌

ରାଜଧାନୀରୁ ଆଜି ୩୫୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୪।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୭୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ବିଧାୟକ ସୁଧୀର ସାମଲଙ୍କୁ କରୋନା

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଢେଙ୍କାନାଳ ବିଧାୟକ ସୁଧୀର ସାମଲ କରୋନାରେ ଆକ୍ରାନ୍ତ ହୋଇଛନ୍ତିି। ଏ ନେଇ ସେ ନିଜେ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଟୁଇଟ୍‌ରେ ସେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ୍‌ ଟେଷ୍ଟ କରାଇବା ପାଇଁ ଅନୁରୋଧ କରିଛନ୍ତି। ଆଜି…

ମନ୍ତ୍ରୀ ସମୀର ରଞ୍ଜନ ଦାଶ, ସ୍ତ୍ରୀ ସଙ୍ଗୀତା କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସ୍ତ୍ରୀ ସଙ୍ଗୀତା ମଧ୍ୟ ଆକ୍ରାନ୍ତ ହୋଇଥିବା ମନ୍ତ୍ରୀ ଟୁଇଟ୍‌ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ ଏବଂ ତାଙ୍କ ସ୍ତ୍ରୀ ସୁସ୍ଥ ଥିବା…

କରୋନା ଭାଇରସକୁ ନେଇ ଟ୍ରମ୍ପଙ୍କ କାମକୁ ପ୍ରଶଂସା କରିଛନ୍ତି ମୋଦି!

ୱାଶିଂଟନ,୧୪ ।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ସେ କରୋନା ଭାଇରସକୁ ନେଇ ଯେଉଁସବୁ କାମ କରିଛନ୍ତି ତାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ୍ ପ୍ରଶଂସା କରିଛନ୍ତି । ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଥିବା ବେଳେ…

ଆସନ୍ତା ବର୍ଷ ଆସିବ କରୋନା ଟିକା: ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ, ୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ତେବେ କରୋନା ଟିକା ଆସିବାରେ ବିଳମ୍ବ ହେବ ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ ସୋମବାର ଲୋକ ସଭାରେ ସୂଚନା ଦେଇଛନ୍ତି। ଟିକାର ପରୀକ୍ଷଣ ଜାରି…

ପ୍ରତି ମିନିଟରେ ଜଣଙ୍କ ମୁଣ୍ଡ ନେଉଛି କରୋନା

ନୂଆଦିଲ୍ଲୀ, ୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଲଗାତାର ୧୨ ଦିନ ଧରି ଦେଶରେ ପ୍ରତିଦିନ ଏକ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ପ୍ରତି ମିନିଟରେ ଦେଶରେ କରୋନା ଜଣଙ୍କର ମୁଣ୍ଡ ନେଉଛି। ସେପ୍ଟେମ୍ବର…

ଆଜି ଆଉ ୧୧ ଜୀବନ ନେଲା କରୋନା, ୬୩୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା; କଟକରୁ ସର୍ବାଧିକ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୧ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୩୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ କଟକରୁ ୪ କରୋନା…

ଡେଙ୍ଗୁ ଭଳି କମୁଛି କରୋନା ରୋଗୀଙ୍କ ପ୍ଲେଟଲେଟ!

ନୂଆଦିଲ୍ଲୀ,୧୪ ।୯: କରୋନା ଭାଇରସ ସଂକ୍ରମଣକୁ ନେଇ ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ଏବେ ଆଉ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି । ଯାହା ଉଭୟ ଚିକିତ୍ସକ ଓ ରୋଗୀଙ୍କୁ ଚିନ୍ତାରେ ପକାଇ ଦେଇଛି ।…

CORONAVIRUS UPDATE: ରାଜ୍ୟରୁ ଆଜି ସର୍ବାଧିକ ୪୧୯୮ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୫ ହଜାର ଟପିଲା

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୪,୧୯୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୪୭୬ ଜଣ…

କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଏଠି ପୁଣିଥରେ ଲାଗୁ ହେବ ଲକ୍‌ଡାଉନ

ଜାକର୍ତ୍ତା,୧୪ ।୯: କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଆମେରିକା ଓ ଭାରତରେ ଦିନକୁ ପାଖାପାଖି ୧ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ ହେବା ଏବେ ଉଭୟ ସରକାର ଓ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି…

୭୫ ଲକ୍ଷ କରୋନା ପରୀକ୍ଷା କରିବାରେ ଦେଶର ପ୍ରଥମ ରାଜ୍ୟ ହେଲା ଉତ୍ତର ପ୍ରଦେଶ

ଲକ୍ଷ୍ନୌ, ୧୩।୯: ୭୫ ଲକ୍ଷରୁ ଊର୍ଦ୍ଧ୍ୱ କରୋନା ପରୀକ୍ଷା କରାଇବାରେ ଉତ୍ତର ପ୍ରଦେଶ ଦେଶର ପ୍ରଥମ ରାଜ୍ୟ ହୋଇଛି। ରବିବାର ଉତ୍ତର ପ୍ରଦେଶ ଗୃହ ସଚିବ ଅବନୀଶ ଆଓ୍ବସ୍ତି ଏହି ସୂଚନା ଦେଇଛନ୍ତି। ‘ଶନିବାର ଆମେ ଏକ ଲକ୍ଷ ୪୭ରୁ ଊର୍ଦ୍ଧ୍ୱ…

କରୋନା ସଂକ୍ରମଣକୁ ରୋକିବାକୁ ଉଦ୍ଧବଙ୍କ ନୂଆ କ୍ୟାମ୍ପେନ

ମୁମ୍ବାଇ,୧୩ ।୯: କରୋନା ସଂକ୍ରମଣ ଯୋଗୁ ଅସ୍ତବ୍ୟସ୍ତ ହୋଇ ପଡିଲାଣି ମହାରାଷ୍ଟ୍ର । ରାଜ୍ୟରେ ବଢି ଚାଲିଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏବେ ଏକ ନୂଆ କ୍ୟାମ୍ପେନ ଆରମ୍ଭ କରିବାକୁ ନିଷ୍ୱତ୍ତି ନେଇଛନ୍ତି । ସେପ୍ଟେମ୍ବର ୧୫ରୁ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?