କରୋନା ଭାଇରସ୍‌

କୋରାପୁଟରେ କରୋନା ସ୍ଥିତି ଅସମ୍ଭାଳ: ୪,୬୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୯୭

କୋରାପୁଟ,୧୨ା୯(ସ୍ବ.ପ୍ର.): କୋରାପୁଟ ଜିଲାରେ ବର୍ତ୍ତମାନ କରୋନା ସ୍ଥିତି ଅସମ୍ଭାଳ ହୋଇପଡ଼ିଛି। ଶନିବାର ଜିଲାରୁ ଆଉ ୯୭ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୬୩୨କୁ ବୃଦ୍ଧିପାଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୭୦ ପୁରୁଷ ଏବଂ ୨୭…

କରୋନା ଆକ୍ରାନ୍ତ ଏମ୍‌ପି ରମେଶ ମାଝିଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

ନବରଙ୍ଗପୁର,୧୨ା୯(ବି.ପ୍ର.): ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝିଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିବାରୁ ନବରଙ୍ଗପୁର କୋଭିଡ୍‌ ହସ୍ପିଟାଲରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଶନିବାର ଅପରାହ୍ନରେ ଏକ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱରସ୍ଥିତ ସମ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ନବରଙ୍ଗପୁର…

କଙ୍ଗନା ଯଦି ନିଜକୁ ରାଣୀ ଲକ୍ଷ୍ମୀବାଈ ଭାବୁଛନ୍ତି ତେବେ ଏହି ହିସାବରେ ବିବେକ ଓବରୟ ମୋଦି ଜୀ: ପ୍ରକାଶ ରାଜ

ବମ୍ବେ: ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ ରହିଥାନ୍ତି ଅଭିନେତା ପ୍ରକାଶ ରାଜ। ଅନେକ ପ୍ରସଙ୍ଗରେ ସେ ନିଜର ବ୍ୟକ୍ତିଗତ ମତ ମଧ୍ୟ ରଖିଥାନ୍ତି। ବର୍ତ୍ତମାନ ସମୟରେ ମହାରାଷ୍ଟ୍ର ସରକାର ଏବଂ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ମଧ୍ୟରେ ବାକ୍‌ ବିତଣ୍ଡା ଜାରି ରହିଥିବା…

ପ୍ରଥମଥର ବିମାନ ବନ୍ଦରରେ ହେଲା କରୋନା ଟେଷ୍ଟ

ନୂଆଦିଲ୍ଲୀ,୧୨ ।୯: କରୋନା ମହାମାରୀ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ଦେଇଥିବା ବେଳେ ଏହାର ଟେଷ୍ଟିଂ ଉପରେ ଏବେ ଗୁରୁତ୍ୱ ଦିଆଯାଉଛି । ଦେଶର ସବୁ ସ୍ଥାନରେ ଟେଷ୍ଟିଂ ସୁବିଧା ଲପଲବ୍ଧ ହେଲାଣି । ତେବେ ଦିଲ୍ଲୀ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ ଲିମିଟେଡ(ଡିଆଏଲ)ପକ୍ଷରୁ…

ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ସ୍ବାସ୍ଥ୍ୟାବସ୍ଥାରେ ଆସୁନି ସୁଧାର: ଜୟପୁର କୋଭିଡ୍‌ ଚିକିତ୍ସାଳୟରୁ ଭୁବନେଶ୍ୱର ସ୍ଥାନାନ୍ତର

ଜୟପୁର,୧୨।୯(ଡି.ଏନ୍‌.ଏ): ରାଜ୍ୟ ହସ୍ତତନ୍ତ ଏବଂ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ସ୍ବାସ୍ଥ୍ୟ ଅଧିକ ଖରାପ ହୋଇବା ଯୋଗୁ ତାଙ୍କୁ ଶନିବାର ପୂର୍ବାହ୍ନରେ ଜୟପୁର କୋଭିଡ୍‌ ଚିକିତ୍ସାଳୟରୁ ଭୁବନେଶ୍ୱର ସମ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।ତାଙ୍କ ସ୍ବାମୀ ପୋଲିସ କର୍ମଚାରୀ ସଦାଶିବ…

ଟିକା ନ ଆସିବା ପର୍ଯ୍ୟନ୍ତ କୋହଳ ହେବନି କଟକଣା: ମୋଦି

ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂକ୍ରମଣରୁ ଦୂରେଇ ରହିବା ପାଇଁ ଘୋଷଣା କରାଯାଇଥିବା ମାର୍ଗଦର୍ଶିକା ପାଳନ କରିବା ଲାଗି ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି। ଯେ ପର୍ଯ୍ୟନ୍ତ ଟିକା ଆସିନି ସେ ପର୍ଯ୍ୟନ୍ତ କଟକଣା କୋହଳ…

ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୧…

CORONAVIRUS UPDATE: ରାଜ୍ୟରେ ୩୭୭୭ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୮୦୦ ପାର

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଶନିବାର ୩୭୭୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୪୬୮୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୯୧ ଜଣ…

ଖୁସି ଖବର: ଭାରତ ବାୟୋଟେକ୍‌ର କୋଭାକ୍ସିନ୍‌ ଟିକା ପ୍ରାଣୀଙ୍କଠାରେ ସଫଳ

ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ହାଇଦ୍ରାବାଦ୍‌ ସ୍ଥିତ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ୍‌ କରୋନା ଟିକା ପ୍ରାଣୀଙ୍କଠାରେ ସଫଳ ହୋଇଛି। ଏହାର ପରୀକ୍ଷଣ ବେଶ୍‌ ଉତ୍ସାହ ଜନକ ରହିଛି। ଏବେ ଏହି…

ଚାଇନା ବିଶେଷଜ୍ଞଙ୍କ ଦାବି: କରୋନା ଭାଇରସ ମାନବ ନିର୍ମିତ

ୱାଶିଂଟନ,୧୨ ।୯: କରୋନା ଭାଇରସକୁ ନେଇ ଲଗାତାର ଭାବେ ଚାଇନା ଉପରେ ପ୍ରଶ୍ନ ଉଠୁଛି । ଆମେରିକାଠାରୁ ଆରମ୍ଭ କରି ୟୁରୋପ ପର୍ଯ୍ୟନ୍ତ କରୋନା ମହାମାରୀ ପାଇଁ ଚାଇନାକୁ ଦାୟି କରୁଛନ୍ତି । ଇତିମଧ୍ୟରେ ଚାଇନାର ଜଣେ ମହିଳା ଭାଇରୋଲୋଜିଷ୍ଟ କରୋନା…

ଚିହ୍ନଟ ହେଲେ ୯୭ ହଜାର ଆକ୍ରାନ୍ତ: ସୁସ୍ଥ ହେଲେ ୮୧ ହଜାରରୁ ଅଧିକ

ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଶନିବାର କରୋନା ସଂକ୍ରମଣ ଏହାର…

ଆଜି ସର୍ବାଧିକ ୪୦୬୧ କରୋନା ଆକ୍ରାନ୍ତ ସୁସ୍ଥ: ଜାଣନ୍ତୁ କେଉଁ ଜିଲାରୁ କେତେ ସୁସ୍ଥ

ଭୁବନେଶ୍ୱର,୧୧।୯(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୦୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୪୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୨୫, ସୁନ୍ଦରଗଡରୁ ୨୬୭, ବରଗଡରୁ ୨୪୪, ମୟୂରଭଞ୍ଜରୁ ୨୪୦, ବାଲେଶ୍ୱରରୁ ୧୮୭, ଯାଜପୁରରୁ ୧୮୫, କେନ୍ଦ୍ରାପଡାରୁ ୧୭୯, ଅନୁଗୋଳରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri