କରୋନା ଭାଇରସ୍‌

କୋଭିଡ ଭ୍ୟାକ୍ସିନ ଯୋଗୁ ବଢୁଛିକି ଯୁବବର୍ଗଙ୍କ ମୃତ୍ୟୁ ହାର, ଜବାବ ଦେଲା ଆଇସିଏମଆର

ନୂଆଦିଲ୍ଲୀ,୨୧।୧୧: କୋଭିଡ -୧୯ ମହାମାରୀ ପରେ ସରକାର ଲୋକଙ୍କ ଜୀବନ ରକ୍ଷା ପାଇଁ ଏକ ବଡ଼ ଧରଣର ଟୀକାକରଣ ଅଭିଯାନ ଆରମ୍ଭ କରିଥିଲେ। ଦେଶର ଲୋକଙ୍କୁ ୨ ବିଲିୟନରୁ ଅଧିକ ଡୋଜ ଟିକା ଦିଆଯାଇଥିଲା। କିନ୍ତୁ, ଗତ ଦେଢ ବର୍ଷ ମଧ୍ୟରେ…

କରୋନାର ନୂଆ ଭାରିଆଣ୍ଟ ବଢ଼ାଇଲା ବୈଜ୍ଞାନିକଙ୍କ ଚିନ୍ତା, ଟୀକା ଫେଲ୍ ମାରିବା ଆଶଙ୍କା

ନୂଆଦିଲ୍ଲୀ,୮।୧୧: ଆମେରିକା ଏବଂ ବିଶ୍ୱର ଅନ୍ୟ ୧୧ ଦେଶରେ ଚିହ୍ନଟ ହୋଇଥିବା କରୋନାର ନୂଆ ଭାରିଆଣ୍ଟ ବୈଜ୍ଞାନିକ ମାନଙ୍କ ଚିନ୍ତା ବଢ଼େଇ ଦେଇଛି। ଏନେଇ ଆମେରିକାର ରୋଗ ନିୟନ୍ତ୍ରକ ଏବଂ ପ୍ରତିରୋଧକ କେନ୍ଦ୍ର(ସିଡିସି) ସୂଚନା ଦେଇଛି। ଚିହ୍ନଟ ହୋଇଥିବା ଏହି ଜେଏନ.୧…

ପୁଣି ଡରାଇଲାଣି କରୋନା, ଗତ ୨୪ ଘଣ୍ଟାରେ ୪୩ ନୂଆ ସଂକ୍ରମିତ

ନୂଆଦିଲ୍ଲୀ,୮।୧୦: ଗତ ପ୍ରାୟ ଏକ ବର୍ଷ ଧରି ଭାରତରେ ବିଶ୍ୱ ମହାମାରୀ କରୋନା (କୋଭିଡ ୧୯) ମାମଲା ଶାନ୍ତ ରହିଛି। କିନ୍ତୁ ଗତ କିଛି ଦିନ ହେବ କରୋନା ସଂକ୍ରମଣ ପୁଣି ଦେଖାଯିବା ଆରମ୍ଭ କରିଛି। ରବିବାର କେନ୍ଦ୍ରସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ…

ସିଡିସି ନିୟମ ପାଳନ କରି ଜି-୨୦ ସମ୍ମିଳନୀରେ ଯୋଗ ଦେବେ ବାଇଡେନ

ଓ୍ବାଶିଂଟନ,୬।୯: ଜି -୨୦ ଶିଖର ସମ୍ମିଳନୀ ଭାରତରେ ଅନୁଷ୍ଠିତ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ଦିଲ୍ଲୀରେ ପ୍ରସ୍ତୁତି ଶେଷ ହୋଇଛି। ଏଥି ସହିତ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସମେତ ଅନେକ ଦେଶର ନେତା ଏହି ସମ୍ମିଳନୀରେ ଯୋଗ ଦେବାକୁ ଯାଉଛନ୍ତି।…

ଜିଲ ବାଇଡେନ କରୋନା ପଜିଟିଭ, ବାଇଡେନଙ୍କ ଜି-୨୦ ସମ୍ମିଳନୀରେ ଭାଗ ନେବାକୁ ନେଇ ଉପୁଜିଲା ସନ୍ଦେହ

ଓ୍ବାଶିଂଟନ,୫।୯:ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପତ୍ନୀ ତଥା ଫାଷ୍ଟ ଲେଡି ଜିଲ ବାଇଡେନ କରୋନା ପଜିଟିଭ ହୋଇଛନ୍ତି। ସୋମବାର ହ୍ବାଇଟ ହାଉସ କହିଛି ଯେ ଜିଲ ବାଇଡେନଙ୍କ ନିକଟରେ କରୋନାର ସାମାନ୍ୟ ଲକ୍ଷଣ ଥିବାବେଳେ ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରୀକ୍ଷା ନେଗେଟିଭ…

ଆମେରିକାରେ କରୋନା ଲହର: ଇଜି.୫-ଏଫଏଲ.୧.୫.୧-ବିଏ.୨.୮୬ ଭାରିଆଣ୍ଟ ସକ୍ରିୟ…

ଓ୍ବାଶିଂଟନ,୨୨।୮ : କୋଭିଡ-୧୯ ଆମେରିକାରେ ଏକ ନୂଆ ଲହର ଭାବରେ ଫେରି ଆସିିଛି ବୋଲି ଚର୍ଚ୍ଚା ହେଉଛି। ଏନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦେଶରେ ଇଜି.୫-ଏଫଏଲ.୧.୫.୧-ବିଏ.୨.୮୬ ଭାରିଆଣ୍ଟ ସକ୍ରିୟ ହେବାରେ ଲାଗିଛନ୍ତିି। ଫଳରେ ସ୍ଥାନୀୟ ଲୋକେ ସତର୍କ ହେବାରେ ଳାଗିଛନ୍ତି।…

ତିନି ବର୍ଷ ହେବ ଲାଗିଥିବା କୋଭିଡ ପ୍ରୋଟୋକଲକୁ ଶେଷ କରିବେ ନ୍ୟୁଜିଲ୍ୟାଣ୍ଡ ସରକାର

ଓ୍ବେଲିଂଟନ,୧୪।୮: ନ୍ୟୁଜିଲ୍ୟାଣ୍ଡ ସରକାର ମଙ୍ଗଳବାର ମଧ୍ୟ ରାତ୍ରିରୁ ସମସ୍ତ କୋଭିଡ-୧୯ ପ୍ରୋଟୋକଲକୁ ହଟାଇ ଦେବେ। ତିନି ବର୍ଷରୁ ଅଧିକ ସମୟ ଧରି ଲାଗୁ କରାଯାଇଥିବା ସବୁଠାରୁ କଠିନ କୋଭିଡ-୧୯ ମହାମାରୀ ନିୟମ ଏବେ ଶେଷ ହେବାକୁ ଯାଉଛି। ସ୍ବାସ୍ଥ୍ୟମନ୍ତ୍ରୀ ଆୟେଶା ଭେରାଲ…

ଆମେରିକାରେ ଇଜି.୫ ଭାରିଆଣ୍ଟ ଆତଙ୍କ, ନ୍ୟୁୟର୍କରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି…

ନ୍ୟୁୟର୍କ,୧୩।୮ : କରୋନା ମହାମାରୀର ନୂଆ ଭାରିଆଣ୍ଟ ଇଜି.୫ ନେଇ ଆମେରିକାରେ ଆତଙ୍କ ସୃଷ୍ଟି ହୋଇଛି। ଏହା ଯୋଗୁ ନ୍ୟୁୟର୍କ ସିଟିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗ୍ରୀଷ୍ମ ପ୍ରବାହ ଜାରି ରହିବା ସହିତ ଦେଶରେ କରୋନାର ନୂଆ ଭାରିଆଣ୍ଟ ଯୋଗୁ…

କରୋନା ନୂଆ ଭାରିଆଣ୍ଟ ନେଇ ଆତଙ୍କ, ୨୮ ଦିନରେ ସଂକ୍ରମଣରେ ୮୦ ପ୍ରତିଶତ ବୃଦ୍ଧି…

ଲଣ୍ଡନ,୧୨।୮ : ପୁଣିଥରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରୁଛି। କରୋନାର ନୂଆ ଭାରିଆଣ୍ଟ ଇଜି.୫.୧ ଆରିସ ଦ୍ୱାରା ଲୋକେ ସଂକ୍ରମିତ ହେବାରେ ଲାଗିଛନ୍ତି। ଏହାକୁ ଇଜି.୫.୧ ଏରିସ ସବ ଭାରିଆଣ୍ଟ ନାମିତ କରାଯାଇଛି। ସାତଟି ନୂତନ କୋଭିଡ ଭାରିଆଣ୍ଟ ମଧ୍ୟରୁ…

ଭାରତରେ ପୁଣି କରୋନା ଆତଙ୍କ, ମହାରାଷ୍ଟ୍ରରେ ସଂକ୍ରମଣ ବଢୁଛି…

ନୂଆଦିଲ୍ଲୀ,୮।୮ : ପୁଣିଥରେ କରୋନା ମହାମାରୀ ଭୂତାଣୁ ଦେଶରେ ନିଜର ପାଦ ବିସ୍ତାର କରୁଛି। ଏଥର କୋଭିଡ-୧୯ ର ନୂତନ ଭାରିଆଣ୍ଟ ଓମିକ୍ରନ ଦ୍ରୁତ ଗତିରେ ଲୋକଙ୍କୁ ସଂକ୍ରମିତ କରୁଛି। ଏହି ଭାରିଆଣ୍ଟ ବ୍ରିଟେନରେ ଆତଙ୍କ ସୃଷ୍ଟି କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ…

ବ୍ରିଟେନରେ ବ୍ୟାପୁଛି କରୋନା ମହାମାରୀର ନୂଆ ଭାରିଆଣ୍ଟ ଇଜି.୫.୧…

ଲଣ୍ଡନ,୭।୮ : ପୁଣିଥରେ ବ୍ରିଟେନରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରୁଛି। କରୋନାର ନୂଆ ଭାରିଆଣ୍ଟ ଇଜି.୫.୧ ଆରିସ ଦ୍ୱାରା ଲୋକେ ସଂକ୍ରମିତ ହେବାରେ ଲାଗିଛନ୍ତି। ଏହାକୁ ଇଜି.୫.୧ ଏରିସ ସବ ଭାରିଆଣ୍ଟ ନାମିତ କରାଯାଇଛି। ସାତଟି ନୂତନ କୋଭିଡ ଭାରିଆଣ୍ଟ…

ଆମେରିକାରରେ ପୁଣି ବଢ଼ିଲା କରୋନା ମାମଲା, ବୁଷ୍ଟର ଡୋଜ ନେବାକୁ ପରାମର୍ଶ…

ଓ୍ବାଶିଂଟନ,୩୧।୭ : ଆମେରିକାର ରୋଗ ନିୟନ୍ତ୍ରଣ ଏବଂ ନିରାକରଣ କେନ୍ଦ୍ର (ସିଡିସି) ଚେତାବନୀ ଦେଇଛି ଦେଶରେ କରୋନା ସଂକ୍ରମଣ ଯୋଗୁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଲୋକଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ପରିସଂଖ୍ୟାନ ଅନୁଯାୟୀ, ଡିସେମ୍ବର ୨୦୨୨ ତୁଳନାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?