କରୋନା ଭାଇରସ୍‌

ଏମ୍‌ପି ରମେଶ ମାଝିଙ୍କୁ କରୋନା

ଭୁବନେଶ୍ୱର,୪ା୯(ବ୍ୟୁରୋ): ନବରଙ୍ଗପୁର ଏମ୍‌ପି ରମେଶ ମାଝିଙ୍କୁ କରୋନା ହୋଇଥିବା ନେଇ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣାଇଛନ୍ତି। ଏଥିସହ ନିକଟରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ…

CORONAVIRUS UPDATE: ରାଜ୍ୟରୁ ଆଜି ୩,୨୬୭ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୧୬,୬୭୮କୁ ବୃଦ୍ଧି

ଭୁବନେଶ୍ୱର,୪ା୯(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୩,୨୬୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୬,୬୭୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୯୬୧ ଜଣ ଚିହ୍ନଟ…

ସାନିଟାଇଜର ବୋତଲରେ ନିଆଁ ଲାଗି ଚାଲିଗଲା ଜୀବନ

ନାସିକ, ୩।୯: ଭାରତରେ କରୋନା ମହାମାରୀଜନିତ ସ୍ଥିତି ଗମ୍ଭୀର ରୂପ ଧାରଣ କରିଛି। ଦୈନିକ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ୮୩ ହଜାର ଛୁଇଁଛି। ଏଭଳି ସଙ୍କଟଜନକ ପରିସ୍ଥିତିରେ କରୋନା ଜୀବାଣୁକୁ ରୋକିବା ଲାଗି ନାନା ପଦକ୍ଷେପ ନିଆଯାଉଛି। ଲୋକମାନେ ମୁହଁରେ…

କରୋନା ଆକ୍ରାନ୍ତ ହେଲେ ବିଶ୍ୱର ସବୁଠାରୁ ଦାମୀ ଫୁଟ୍‌ବଲ ଖେଳାଳି

ପ୍ୟାରିସ, ୩।୯: ଫ୍ରାନ୍ସର ଜଣାଶୁଣା ପ୍ରଫେଶନାଲ ଫୁଟ୍‌ବଲ କ୍ଲବ ପ୍ୟାରିସ ସେଣ୍ଟ-ଜର୍ମେନ (ପିଏସ୍‌ଜି)ର ୩ଜଣ ଖେଳାଳି କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ପିଏସ୍‌ଜି ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। କିନ୍ତୁ କେଉଁ ଖେଳାଳି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି…

ରାଜଧାନୀକୁ ପୁଣି ଫେରିଲା କରୋନା

ନୂଆଦିଲ୍ଲୀ, ୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଏନେଇ ସରକାର ଚିନ୍ତିତ ରହିଛନ୍ତିି। ରାଜଧାନୀ ଦିଲ୍ଲୀକୁ ପୁଣି କରୋନା ଫେରିଛି। ଏଠାରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୫୦୯ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି…

ପୁଣି ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୯(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ପୁଣି ୮ଜଣଙ୍କ ମୃତ୍ୟୁ ହୋଇଥିବା ସ୍ବାସ୍ଥ୍ୟ ଏବଂ କରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତ ୮ ବ୍ୟକ୍ତିଙ୍କ ମଧ୍ୟରେ କଟକରୁ ୩, ଗଞ୍ଜାମରୁ ୨, ବାଲଶ୍ୱର, କନ୍ଧମାଳ ଏବଂ ଖୋର୍ଦ୍ଧା…

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୬୩୧ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୯(ବ୍ୟୁରୋ): ରାଜ୍ୟରେ ପୁଣି ୩୬୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୧୪ କ୍ୱରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୧୭ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…

ପୁଣି ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୮୩ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣ ଏହାର ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ୮୦…

ଏନ୍‌-୯୫ ମାସ୍କ-ଫେସ୍‌ଶିଲ୍ଡ୍‌ ବି ଦେଉନି ସୁରକ୍ଷା: ଲୋକେ ହେଉଛନ୍ତି ଆକ୍ରାନ୍ତ

ନୂଆଦିଲ୍ଲୀ/ଓ୍ବାଶିଂଟନ, ୩।୯: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ସୁରକ୍ଷା ପାଇଁ ଲୋକଙ୍କୁ ଏନ୍‌-୯୫ ମାସ୍କ ଏବଂ ଫେସ୍‌ ଶିଲ୍ଡ ବ୍ୟବହାର କରାଯିବା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ତେବେ ଏସବୁ ମଧ୍ୟ ଆବଶ୍ୟକ ସୁରକ୍ଷା…

ଜେଇଇ ପରୀକ୍ଷା କେନ୍ଦ୍ରରେ ପହଞ୍ଚିଲେ କରୋନା ଆକ୍ରାନ୍ତ ଛାତ୍ର; ତାପରେ…

କୋଟା, ୨।୯: କରୋନା ସଙ୍କଟ କାଳରେ ମଙ୍ଗଳବାରଠାରୁ ସାରା ଦେଶରେ ଜେଇଇ ମେନ୍‌ ପରୀକ୍ଷା ଆରମ୍ଭ ହୋଇଯାଇଛି। ଏହି ପରୀକ୍ଷା ସେପ୍ଟେମ୍ବର ୬ ପର୍ଯ୍ୟନ୍ତ ୬୬୦ ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେବ। କରୋନା ସଂକ୍ରମଣ ସମୟରେ ଅନୁଷ୍ଠିତ ହେଉଥିବା ସବୁଠାରୁ ବଡ଼…

କରୋନା ଆକ୍ରାନ୍ତ ଡାକ୍ତର କରୁଛନ୍ତି ରୋଗୀଙ୍କ ଚିକିତ୍ସା

ଜୟପୁର, ୨।୯: କରୋନା ମହାମାରୀ ସମୟରେ ରାଜସ୍ଥାନର ବିକାନେର ସହରରୁ ଏକ ଚରମ ଅବହେଳାର ବଡ଼ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଡାକ୍ତର କରୋନା ଆକ୍ରାନ୍ତ ହୋଇଥିଲେ ମଧ୍ୟ ରୋଗୀଙ୍କ ପରୀକ୍ଷା କରୁଛନ୍ତି। ସେହିଭଳି ଡାକ୍ତରମାନଙ୍କ ବୈଠକରେ ମଧ୍ୟ ସେ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୬୫୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୯୩, ଯାଜପୁରରୁ ୨୧୩, ଗଞ୍ଜାମରୁ ୨୦୯, ରାୟଗଡାରୁ ୧୮୫, ସମ୍ବଲପୁରରୁ ୧୭୨, କୋରାପୁଟରୁ ୧୪୯, ପୁରୀରୁ ୧୨୮, ନୟାଗଡରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri