କରୋନା ଭାଇରସ୍‌

କୋରାପୁଟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୯୭ରେ ପହଞ୍ଚିଲା

କୋରାପୁଟ,୨ା୯(ସ୍ବ.ପ୍ର.): ଜିଲାରେ ବୁଧବାର ପୁଣି ୮୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୬୧ ପୁରୁଷ ଏବଂ ୨୮ ମହିଳା ଅଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୬୯୭କୁ ବୃଦ୍ଧିପାଇଛି। କୋରାପୁଟ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ…

ଆଜି ଦିନକରେ ବରଗଡ଼ରେ ୧୮୫ ନୂଆ ଆକ୍ରାନ୍ତ ଚିହ୍ନଟ

ବରଗଡ଼ ଅଫିସ,୨ା୯: ବରଗଡ଼ରେ ଦିନକରେ ୧୮୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୧୦୯ ଜଣ ରହିଛନ୍ତି। ସେହିପରି ବରଗଡ଼ ବ୍ଲକର ୧୨, ବରପାଲି ଏନ୍‌ଏସିର ୧୧, ବରପାଲି ୮, ଭେଡେନ୍‌ ୍‌୩, ଅତାବିରା…

ସାନିଟାଇଜରରେ କ୍ଷତିକାରକ ମିଥାନଲ୍‌: ଆଖିକୁ କରିଦେବ ନଷ୍ଟ !

ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ନିୟମିତ ଅନ୍ତରରେ ହାତ ଧୋଇବା, ସାମାଜିକ ଦୂରତା ବଜାୟ ରଖିବା ଏବଂ ମାସ୍କ୍‌ ପିନ୍ଧିବା ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି…

କୋଭିଡ୍‌ ଡ୍ୟୁଟି କରିବାକୁ ଯାଇ ଲୋକଙ୍କ ଆକ୍ରୋଶର ଶିକାର ହେଲେ ବିପିଏମ୍‌

ପାଟଣା,୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଉଦୟପୁରସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ବିପିଏମ୍‌ ଧୀରେନ କୁମାର ମହନ୍ତ କୋଭିଡ୍‌ ଡ୍ୟୁଟି କରିବାକୁ ଯାଇ ସୋମବାର ବିଳମ୍ବିତ ରାତିରେ ଲୋକଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ସୂଚନା ଅନୁଯାୟୀ, ସାହରପଡ଼ା ବ୍ଲକ ଗଣ୍ଡବେଡ଼ା ଗ୍ରାମରେ…

ଲକ୍‌ଡାଉନ୍‌ ଉଦ୍ଦେଶ୍ୟ ହୋଇନି ସଫଳ: ପ୍ରତିଦିନ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା !

ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେତେକ ସଂସ୍ଥା ଭାରତରେ କରୋନା ମହାମାରୀ ବର୍ତ୍ତମାନ ସୁଦ୍ଧା ଶୀର୍ଷରେ ପହଞ୍ଚି ନ ଥିବା ସତର୍କ ସୂଚନା ଜାରି କରିଛନ୍ତି।…

୩ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜି ଉଦୟଗିରି ବଡ଼ସାହି ହେଲା କଣ୍ଟେନମେଣ୍ଟ ଜୋନ୍‌

ଜି ଉଦୟଗିରି, ୨।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରି ସହରରେ କିଛିଦିନ ହେବ କଣ୍ଟେନମେଣ୍ଟ ଜୋନ୍‌ ହଟିଥିବା ବେଳେ ବୁଧବାର ପୁଣିଥରେ ସହରର ସବୁଠାରୁ ବଡ଼ ସାହିକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ଉକ୍ତ ସାହିରୁ ୩ଜଣ ଆକ୍ରାନ୍ତ ଚିହ୍ନଟ…

ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨।୯(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଫଳରେ ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ରାଜଧାନୀରେ ସର୍ବାଧିକ କରୋନା ଯୋଦ୍ଧା ସଂକ୍ରମିତ…

ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣ ରୋକିବା କ୍ଷେତ୍ରରେ କାର୍ଯ୍ୟ କରୁଥିବା କରୋନା ଯୋଦ୍ଧାମାନେ ଏବେ ଅଧିକରୁ ଅଧିକ କରୋନାରେ ଆକ୍ରାନ୍ତ ହେବାରେ ଲାଗିଛନ୍ତି। ରାଜଧାନୀ ଦିଲ୍ଲୀରେ କରୋନା ଯୋଦ୍ଧାଙ୍କ ସଂକ୍ରମଣ ହାର ଅଧିକ ରହିଛି। ଅଗଷ୍ଟ…

ବିପଦ ପରେ ପୁଣି ବିପଦ: ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ କରୋନା ସଂକ୍ରମଣ ହେବା ଆଶଙ୍କା !

ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରେ ହୋଇଥିବା ସେରୋ ସର୍ଭେ ରିପୋର୍ଟ ସରକାରଙ୍କ ଚିନ୍ତା ବଢ଼ାଇଥିବାବେଳେ ଲୋକଙ୍କୁ ଆତଙ୍କିତ କରିଛି। ରିପୋର୍ଟରେ ଉଲ୍ଲେଖ ରହିଛି ଯେ, ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ପୁଣିଥରେ ସଂକ୍ରମଣ ହେବାର…

ପରିବାରରେ ୩୨ ଜଣଙ୍କୁ କରୋନା

ଲକ୍ଷ୍ନୌ,୨।୯: ଉତ୍ତରପ୍ରଦେଶର ବାନ୍ଦା ସହର ଫୁଟାକୂଆଁ ଅଞ୍ଚଳରେ ଗୋଟିଏ ପରିବାରର ୩୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସିଏମ୍‌ଓ ଏନ୍‌.ଡି. ଶର୍ମା କହିଛନ୍ତି, ଜିଲାରେ ୪୪ ନୂଆ ରୋଗୀ ଚିହ୍ନଟ ହୋଇଥିବାବେଳେ ଏକ ଯୌଥ ପରିବାରରେ ୩୨ ଆକ୍ରାନ୍ତ ବାହାରିଛନ୍ତି। ଏବେ…

ଛାତ୍ରୀ ପ୍ରବେଶ କରିବା ପରେ ଜେଇଇ ପରୀକ୍ଷା କେନ୍ଦ୍ରରେ ଖେଳିଗଲା ଆତଙ୍କ; କାହିଁକି ଜାଣନ୍ତୁ…

କୋଟା, ୧।୯: ରାଜସ୍ଥାନର ଶିକ୍ଷାର ସହର କୋଟାରେ ଜେଇଇ ମେନ୍‌-୨୦୨୦ ପରୀକ୍ଷାର ପ୍ରଥମ ଦିନରେ ମଙ୍ଗଳବାର ପରୀକ୍ଷା କେନ୍ଦ୍ରରେ ଆତଙ୍କ ଖେଳିଯାଇଛି। ସେପ୍ଟେମ୍ବର ୧ରୁ ୬ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଜେଇଇ ପରୀକ୍ଷା ଲାଗି କୋଟାରେ ୩ଟି ସେଣ୍ଟର ବ୍ୟବସ୍ଥା…

ସୁସ୍ଥ ହେଲେ ଆଉ ୩୪୮୪ କରୋନା ଆକ୍ରାନ୍ତ: ୮୦ହଜାର ଟପିଲା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଆଉ ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତନ୍ମଧ୍ୟରୁ ସର୍ବାଧିକ ୮୯୦ଜଣ ଖୋର୍ଦ୍ଧାର ଅଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୮୦୭୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?