କରୋନା ଭାଇରସ୍‌

କଟକରୁ ଆଜି ୧୪୭ ଆକ୍ରାନ୍ତ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୫୭

କଟକ ଅଫିସ,୩୧।୮-କଟକ ସହରରୁ ସୋମବାର ଆଉ ୧୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪୭ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୯୦ ଜଣ ଚିହ୍ନଟ ହୋଇଥିବାବେଳେ ୫୭ ଲୋକାଲ କେସ। ରାଣୀହାଟରୁ ୭, ବାମ୍ଫିସାହିରୁ ୬, ମଙ୍ଗଳବାଗରୁ ୪, ସିଡିଏ ସେକ୍ଟର-୭ରୁ ୩,…

କୃଷି ମନ୍ତ୍ରୀ ଅରୁଣ କୁମାର ସାହୁଙ୍କୁ କରୋନା

ଭୁବନେଶ୍ୱର,୩୧।୮(ବ୍ୟୁରୋ): କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସୋମବାର ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ହୋମ୍‌ ଆଇସୋଲେଶନରେ ଥିବା ବେଳେ ନିକଟରେ ତାଙ୍କ କଣ୍ଟାକ୍ଟରେ ଆସିଥିବା ଲୋକଙ୍କୁ ଆବଶ୍ୟକ…

ଦୀପାବଳୀ ସୁଦ୍ଧା କମିଯିବ କରୋନା ସଂକ୍ରମଣ: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: କରୋନା ଭାଇରସ ସଂକ୍ରମଣ ଏବେ ବେଳକୁ ବେଳ ବଢି ଚାଲିଛି। ସଂକ୍ରମିତଙ୍କ ତୁଳନାରେ ସୁସ୍ଥତାହାର ମଧ୍ୟ ବଢିଛି। ହେଲେ ବର୍ଦ୍ଧିତ ସଂକ୍ରମଣକୁ ଦେଖି ଲୋକେ ଏବେବି କରୋନା ଭାଇରସ ନାଁ ଶୁଣି ଭୟ କରି ଯାଉଛନ୍ତି। ହେଲେ କରୋନା ଭାଇରସର…

ଗୋଟିଏ ଡୋଜ୍‌ରେ ଭଲ ହେବନାହିଁ କରୋନା ଭାଇରସ !

ନୂଆଦିଲ୍ଲୀ,୩୧।୮: କରୋନା ଭାଇରସ ମହାମାରୀର ରୂପ ନେଇଥିବା ବେଳେ ପ୍ରତିଦିନ ସାରା ବିଶ୍ୱରେ ଏହି ମହାମାରୀର ଶିକାର ହୋଇ ହଜାର ହଜାର ଜନତାଙ୍କ ଜୀବନ ଯାଉଛି। ହେଲେ ଏଥିରୁ ମୁକ୍ତି ପାଇବାକୁ ବିଶେଷଜ୍ଞମାନେ ଦିନରାତି ଏକାଠି କରି ସାରିଲେଣି। ଏବେ ଏହାକୁ…

ଭଦ୍ରକରେ ୨୬୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୪୭ ପଜିଟିଭ୍‌

ଭଦ୍ରକ ଅଫିସ,୩୧।୮: – ଭଦ୍ରକ ଜିଲାରେ ସୋମବାର ୪୭ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି l ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୩୩ରେ ପହଞ୍ଚିଛି। ଚି଼ହ୍ନଟ ମାନଙ୍କ ମଧ୍ୟରେ ସମସ୍ତେ ସ୍ଥାନୀୟ ସଂକ୍ରମଣ ବୋଲି କୁହାଯାଇଛି। ୨୬୩୩ଜଣ…

ରାଜ୍ୟରୁ କରୋନା ନେଲାଣି ୪୯୨ ଜୀବନ, ଆଜି ୧୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୪୯୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ ଖୋର୍ଦ୍ଧା ଓ କନ୍ଧମାଳ ଜିଲାରୁ…

ଟଙ୍କା ଛପା ୪ ଦିନ ବନ୍ଦ: ୪୦ କର୍ମଚାରୀ କରୋନା ପଜିଟିଭ୍‌

ନାସିକ, ୩୧।୮: ମହାରାଷ୍ଟ୍ରର ନାସିକ୍‌ଠାରେ ଥିବା କରେନ୍ସି ନୋଟ୍‌ ପ୍ରେସ୍‌ ଏବଂ ଇଣ୍ଡିଆ ସିକ୍ୟୁରିଟି ପ୍ରେସ୍‌କୁ ସୋମବାରଠାରୁ ୪ ଦିନ ପାଇଁ ବନ୍ଦ କରାଯାଇଛି। ଏଠାରେ ଟଙ୍କା ଛପା ୪ ଦିନ ପାଇଁ ବନ୍ଦ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଏଠାରେ…

CORONAVIRUS UPDATE: ଆଜି ଚିହ୍ନଟ ହୋଇଛନ୍ତି ୨୬୦୨ ପଜିଟିଭ୍‌, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬କୁ ବୃଦ୍ଧି

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସୋମବାର ୩୦ ଜିଲାରୁ ୨୬୦୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ…

ବିଧାୟକ ବ୍ୟୋମକେଶ ରାୟ କରୋନା ସଂକ୍ରମିତ

ଭଦ୍ରକ ଅଫିସ, ୩୧।୮: ଚାନ୍ଦବାଲି ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧକ୍ଷ ବ୍ୟୋମକେଶ ରାୟ କରୋନା ସଂକ୍ରମିତ ହୋଇଥିବା ନିଜ ଟୁଇଟର ମାଧ୍ୟମରେ ସୂଚନା ଦେଇଛନ୍ତି। ସେହିଭଳି ଚାନ୍ଦବାଲି ତହସିଲଦାର ସୁଶାନ୍ତ ସୁତାର କରୋନା ସଂକ୍ରମିତ ଥିବା ଜିଲାପାଳ ଡ଼…

ରେକର୍ଡ ଭାଙ୍ଗୁଛି କରୋନା: ଦିନକୁ ୮୦ ହଜାର ହେବାକୁ ଯାଉଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ଶ୍ରୀନଗର, ୩୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେଧୀରେ ୮୦ ହଜାର ମୁହାଁ ହେବାରେ ଲାଗିଛି।…

୨୦୨୦ରେ ହେବନି ଜନଗଣନା

ନୂଆଦିଲ୍ଲୀ, ୩୧।୮(ପି.ଟି.): ଜନଗଣନାର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସମେତ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ସଂଶୋଧନ କାର୍ଯ୍ୟ ଚଳିତ ବର୍ଷ ହେବାକୁ ସ୍ଥିର ହୋଇଥିଲା। ତେବେ କରୋନା ମହାମାରୀ ଯୋଗୁ ଏହା ବିଳମ୍ବିତ ହୋଇଛି। ମହାମାରୀ କମିବାର ନଁା ନେଉ ନ…

ସିଲ୍‌ ହେଲା ଲତାଙ୍କ ଘର

ମୁମ୍ବାଇ,୩୦।୮: କରୋନା ମହାମାରୀ ବେଳକୁ ବେଳ ଉଗ୍ର ରୂପ ନେଉଥିବା ବେଳେ ମହାରାଷ୍ଟ୍ରରେ ସ୍ଥିତି ଅଣାୟତ ହୋଇ ସାରିଛି। କରୋନା କବଳରେ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ସମସ୍ତେ ଆସି ଗଲେଣି। ବଲିଉଡ୍‌ ମହାନାୟକ ବିଗ୍‌ ବିଙ୍କଠାରୁ ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri