କରୋନା ଭାଇରସ୍‌

ବିନା ପରୀକ୍ଷାରେ ଡିଗ୍ରୀ ନାହିଁ

ନୂଆଦିଲ୍ଲୀ, ୨୯।୮: ବିନା ପରୀକ୍ଷାରେ ଡିଗ୍ରୀ ନାହିଁ। କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଶେଷ ବର୍ଷ ପରୀକ୍ଷା କରାଇବାକୁ ହେବ ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ପରୀକ୍ଷା ନ କରି ଡିଗ୍ରୀ ଦିଆଯାଇପାରିବ ନାହଁ ବୋଲି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି)ଙ୍କ ନିଷ୍ପତ୍ତିକୁ…

ଅସହ୍ୟ ହେଉଛି ପରିବା ଦର

ଭୁବନେଶ୍ୱର,୨୯ା୮(ବ୍ୟୁରୋ): କରୋନା ମାଡ଼ରେ ଲୋକମାନଙ୍କ ଆର୍ଥିକ ସ୍ଥିତି ଦୋହଲି ଯାଇଛି। ଅନ୍ୟ ପକ୍ଷରେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶାକୁ ଆହୁରି ବଢ଼ାଇ ଦେଇଛି। ଏପରି ସ୍ଥଳେ ଅତ୍ୟାବଶ୍ୟକ ସାମଗ୍ରୀ ଆଳୁ ଓ ପିଆଜ ଦର ହୁ ହୁ ହୋଇ ବଢ଼ିଚାଲିଛି। ଖୁଚୁରା…

ଭୁବନେଶ୍ୱରରୁ ଆଉ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୨ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୨୦୨। ଚନ୍ଦ୍ରଶେଖରପୁର ସପ୍ତମ ବାଟାଲିଅନରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଡୁମୁଡୁମାରୁ…

କରୋନାରେ ସଂକ୍ରମିତ ହେଲେଣି ୬୧ ହଜାର ଯବାନ

ନୂଆଦିଲ୍ଲୀ,୨୮।୮: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବା ବେଳେ ଏବେ ଦିନକୁ ୭୦ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଲକ୍‌ଡାଉନ ନିୟମରେ କୋହଳ କରାଯିବା ପରେ ବେଳକୁ ବେଳ ସଂକ୍ରମିତଙ୍କ ସଂଖ୍ୟା…

ହୋମ୍‌ ଆଇସୋଲେଶନ୍‌ରେ ତେଜସ୍ବୀ

ପାଟନା,୨୮।୮: ବିହାରରେ କରୋନା ମହାମାରୀ ପ୍ରକୋପ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। କରୋନା ବିପଦ ଏବେ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଘର ମୁହାଁ ହୋଇଛି। କରୋନା ସଂକ୍ରମଣ ହେବା ଆଶଙ୍କାରେ ଲାଲୁଙ୍କ ସାନ ପୁଅ ତେଜସ୍ବୀ ଯାଦବ ନିଜକୁ ହୋମ୍‌…

ଝାରସୁଗୁଡ଼ାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୫ ଯାଏ ସହର ଶଟ୍‌ଡାଉନ୍‌

ଝାରସୁଗୁଡ଼ା ଅଫିସ,୨୮ା୮: ଝାରସୁଗୁଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଛି। ଦିନକୁ ଦିନ ଏହି ସଂଖ୍ୟା ବୃଦ୍ଧି ପାଉ ଥିବାରୁ ଜିଲା ପ୍ରଶାସନ ଏହାକୁ ରୋକିବା ପାଇଁ ପଦକ୍ଷେପ ନେଇଛି। ପଦକ୍ଷେପ ସ୍ବରୂପ ୭ ଦିନ ପାଇଁ ଝାରସୁଗୁଡ଼ା ସହରକୁ…

ରାଜ୍ୟରୁ କରୋନା ନେଲାଣି ୪୫୬ ଜୀବନ, ଆଜି ୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଏବଂ ଖୋର୍ଦ୍ଧାରୁ…

CORONAVIRUS UPDATE: ରାଜ୍ୟରେ ୯୪,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୩,୬୮୨

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୩,୬୮୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨୪୧ ଜଣ ଚିହ୍ନଟ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ୨୫୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ ୬୫,୩୨୩ ଜଣ ଆରୋଗ୍ୟ ଲାଭକରି ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

୩୦ଯାଏ ଲୋଇସିଂହା ଶଟ୍‌ଡାଉନ

ଲୋଇସିଂହା,୨୭।୮(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ସହରରେ ଦିନକୁ ଦିନ କୋରାନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଚାଲିଛି। ବୁଧବାର ଏଠାରେ ଗୋଟିଏ ଦିନରେ ୯ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହା ଲୋଇସିଂହାବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଏହାକୁ ଦୃଷ୍ଟିରେ ରଖି ଲୋଇସିଂହା…

ରେକର୍ଡ ପରେ ରେକର୍ଡ କରୁଛି କରୋନା

ନୂଆଦିଲ୍ଲୀ,୨୭।୮: ବେଳକୁ ବେଳ ଗମ୍ଭୀର ହେବାରେ ଲାଗିଛି କରୋନା ସ୍ଥିତି। ଗତ ୨୪ ଘଣ୍ଟାରେ ୭୫,୭୬୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହେବା ଏବେ ପୁଣିଥରେ ସମସ୍ତଙ୍କୁ ଅଡୁଆରେ ପକାଇ ଦେଇଛି। କାରଣ ୨୪ ଘଣ୍ଟା ମଧ୍ୟରେ ଏହା ସର୍ବାଧିକ ସଂଖ୍ୟା।…

୧୨ ଘଣ୍ଟା ପରେ ବିନା ପିପିଇ କିଟ୍‌ରେ ହସ୍ପିଟାଲ ଗଲେ

ପୁରୀ ଅଫିସ,୨୭ା୮: କରୋନା ଆକ୍ରାନ୍ତଙ୍କୁ ପୁରୀରେ ମିଳିଲାନି ପ୍ରଶାସନିକ ସହଯୋଗ। ଘରଠାରୁ ମାତ୍ର ୩ଶହ ମିଟର ଦୂରରେ କୋଭିଡ୍‌ ହସ୍ପିଟାଲ ଥିଲେ ସୁଦ୍ଧା ସେଠାରେ ପହଞ୍ଚତ୍ବାକୁ ଲାଗିଗଲା ପ୍ରାୟ ୧୨ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ। ପ୍ରଶାସନିକ ସହଯୋଗ ନ ମିଳିବାରୁ ଶେଷରେ ସନ୍ଧ୍ୟାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri