କରୋନା ଭାଇରସ୍‌

ଶରୀରର ସମସ୍ତ ଅଙ୍ଗକୁ ଅକାମୀ କରିପାରେ କରୋନା…

ନୂଆଦିଲ୍ଲୀ, ୨୭।୮: କରୋନା ମହାମାରୀ ସଂକ୍ରମଣ କେବଳ ଫୁସଫୁସ୍‌ ନୁହେଁ ଏହା ଶରୀରର ସମସ୍ତ ଅଙ୍ଗକୁ ଅକାମୀ କରିଦେଇ ପାରେ ବୋଲି ଏମ୍ସ୍‌ର ବିଶେଷଜ୍ଞମାନେ ମତପୋଷଣ କରିଛନ୍ତି। ତେବେ ସାମାନ୍ୟ, ମଧ୍ୟମ ଏବଂ ଗୁରୁତର କରୋନା ଲକ୍ଷଣ ପ୍ରକାଶ ପାଇଥିବା ଆକ୍ରାନ୍ତଙ୍କ…

ନୂଆପାଟଣା ଗ୍ରାମ ୩ ଦିନ ଶଟ୍‌ଡାଉନ

ନିମାପଡ଼ା,୨୭ା୮(ଡି.ଏନ୍‌.ଏ): ନିମାପଡ଼ା ବ୍ଲକ କଳାପାଞ୍ଚଣ ପଞ୍ଚାୟତର ନୂଆପାଟଣା ଗ୍ରାମରେ ବୁଧବାର ଜଣେ ୧୭ବର୍ଷୀୟ ବାଳକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମଣକୁ ରୋକିବା ପାଇଁ ସରପଞ୍ଚ ଅଭିମନ୍ୟୁ ପଣ୍ଡା ନୂଆପାଟଣା ଗ୍ରାମକୁ ବୁଧବାରଠାରୁ ୩ଦିନ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଗ୍ରାମର ସମସ୍ତ…

‘ବାପାଙ୍କୁ କୋଭିଡ୍‌ ହସ୍ପିଟାଲ ନିଅ’

କଟକ ଅଫିସ,୨୭ା୮: ପେଟରୋଗରେ ପୀଡ଼ିତ ଜଣେ ବୃଦ୍ଧ ଚିକିତ୍ସା ପାଇଁ ଗୋଟିଏ ହସ୍ପିଟାଲରୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର ହେବା ଭିତରେ କରୋନା ଭୂତାଣୁ ସଂକ୍ରମଣର ଶିକାର ହୋଇଛନ୍ତି। ଆର୍ଥତ୍କ ଅବସ୍ଥା ସ୍ବଚ୍ଛଳ ନ ଥିବାରୁ ତାଙ୍କ ଚିକିତ୍ସା ଖର୍ଚ୍ଚ କରିପାରୁ ନାହାନ୍ତି…

ତେଲଙ୍ଗାନାରେ ୨ ଜଣଙ୍କୁ କରୋନା ପୁନଃ ସଂକ୍ରମଣ

ହାଇଦ୍ରାବାଦ, ୨୭।୮(ଆଇଏଏନ୍‌ଏସ୍‌): ତେଲଙ୍ଗାନାରେ କରୋନାରୁ ସୁସ୍ଥ ହୋଇଥିବା ୨ ଜଣ ପୁଣି ଥରେ ଏହି ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଏତାଲା ରାଜେନ୍ଦର ସ୍ପଷ୍ଟ କରିଛନ୍ତି। ଜଣେ ଥରେ କରୋନାରେ ଆକ୍ରାନ୍ତ ହେଲେ ପୁଣି ସଂକ୍ରମିତ ହେବ ନାହିଁ…

ସଂକ୍ରମଣ ରୋକିବାରେ ଏନ୍‌୯୫ ମାସ୍କ ଅଧିକ ପ୍ରଭାବୀ

ନୂଆଦିଲ୍ଲୀ, ୨୭।୮(ପି.ଟି.): କରୋନା ସଂକ୍ରମଣ ରୋକିବାରେ ଏନ୍‌୯୫ ମାସ୍କ ସବୁଠୁ ଅଧିକ ପ୍ରଭାବୀ ବୋଲି ଭାରତୀୟ ବୈଜ୍ଞାନିକମାନେ କରିଥିବା ଏକ ଅଧ୍ୟୟନରୁ ଜଣାପଡିଛି। ଏଥିରେ ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ବୈଜ୍ଞାନିକମାନେ ମଧ୍ୟ ସାମିଲ ଅଛନ୍ତି। ଆଦୌ ମାସ୍କ ନ ପିନ୍ଧିବା…

ବିଳମ୍ବ ହେଲେ ଗମ୍ଭୀର ପରିଣାମ

ନୂଆଦିଲ୍ଲୀ, ୨୭।୮(ପି.ଟି.): ଜେଇଇ ଏବଂ ଏନ୍‌ଇଇଟି ପ୍ରବେଶିକା ପରୀକ୍ଷାରେ ଅଧିକ ବିଳମ୍ବର ପରିଣାମ ଗୁରୁତର ହୋଇପାରେ ବୋଲି ଆଇଆଇଟି, ଦିଲ୍ଲୀର ନିର୍ଦ୍ଦେଶକ ଭି. ରାମଗୋପାଳ ରାଓ କହିଛନ୍ତି। ଏହା କେବଳ ଆଇଆଇଟି ଶିକ୍ଷାବର୍ଷକୁ ପ୍ରଭାବିତ କରିବ ନାହିଁ, ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତକୁ…

ଏସ୍‌ସିବି ସେଣ୍ଟ୍ରାଲ ଆଇସିୟୁ ବନ୍ଦ

କଟକ ଅଫିସ,୨୭ା୮: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ କାଜୁଆଲିଟିର ଚତୁର୍ଥ ମହଲାରେ ଥିବା ସେଣ୍ଟ୍ରାଲ ଆଇସିୟୁକୁ ବନ୍ଦ କରି ଦିଆଯାଇଛି। ବୁଧବାର ଏଠାରୁ ଗୋଟିଏ ଦିନରେ ୧୪ ଜଣ କର୍ମଚାରୀଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ପଜିଟିଭ ବାହାରିଛି। ଏଯାବତ୍‌ ଏଠାରେ…

୬ ସହରରୁ କୋଲକାତାକୁ ବିମାନ ଉଡ଼ାଣ ଅନୁମତି

କୋଲକାତା, ୨୭।୮: ପଶ୍ଚିମବଙ୍ଗରେ ଲକ୍‌ଡାଉନ କଟକଣାକୁ ସେପ୍ଟେମ୍ବର ୨୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେପ୍ଟେମ୍ବରରୁ ରାଜ୍ୟ ଭିତରେ ଲୋକାଲ ଟ୍ରେନ୍‌ ଓ ମେଟ୍ରୋ ରେଳସେବା ଆରମ୍ଭ ହେବାକୁ ଯାଉଛି। ସେପ୍ଟେମ୍ବର ୭, ୧୧ ଓ ୧୨ ତାରିଖରେ ପଶ୍ଚିମବଙ୍ଗ ସମ୍ପୂର୍ଣ୍ଣ ଲକ୍‌ଡାଉନ…

ଆରୋଗ୍ୟ ହାର ସକ୍ରିୟ ମାମଲାର ୩.୫ ଗୁଣ

ନୂଆଦିଲ୍ଲୀ, ୨୭।୮(ପି.ଟି.): ଭାରତରେ ବର୍ତ୍ତମାନ ସୁଦ୍ଧା ମୋଟ ୨୪,୬୭,୭୫୮ କରୋନା ରୋଗୀ ସୁସ୍ଥ ହେଲେଣି। ଏହା ସକ୍ରିୟ ମାମଲାର ୩.୫ ଗୁଣ। ଦେଶରେ ଆରୋଗ୍ୟ ହାର ୭୬ ପ୍ରତିଶତରୁ ଅଧିକ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଫଳରେ ସକ୍ରିୟ…

ଏସ୍‌ସିବିରୁ ଚିହ୍ନଟ ହେଲେ ଆଉ ୨୪ ପଜିଟିଭ

କଟକ ଅଫିସ,୨୬ା୮- ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ବୁଧବାର ଆଉ ୨୪ ଜଣ ପଜିଟିଭ ଚିହ୍ନଟ ହୋଇନ୍ତି। ସେହିପରି ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରୁ ୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏସ୍‌ସିବିର ଡେଣ୍ଟାଲ ବିଭାଗରୁ ଜଣେ…

କଟକ ଜିଲାରୁ ୪୩୯, ସହରରୁ ୨୭୬ ପଜିଟିଭ

କଟକ ଅଫିସ,୨୬ା୮- କଟକ ଜିଲାରେ ଲଗାତର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୪୩୯ ଜଣ ଚିହ୍ନଟ ହୋଇଥିବା ବେଳେ ସେଥିରେ ସହରରୁ ୨୭୬ ସଂକ୍ରମିତ ରହିଛନ୍ତି। କଟକ ସହରରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବକ୍ସିବଜାର ଅଞ୍ଚଳରୁ…

ରାଜ୍ୟରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ସୁସ୍ଥ; ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର, ୨୬।୮ (ବ୍ୟୁରୋ): ଓଡ଼ିଶାରେ ବୁଧବାର ରେକର୍ଡ ସଂଖ୍ୟକ ୩,୩୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ବୁଧବାର ସୁଦ୍ଧା ମୋଟ୍‌ ୬୨ ହଜାର ୮୧୩ ଜଣ ଲୋକ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?