ବିବାହ କରିବେନି ଆଲିଆ-ରଣବୀର!
ମୁମ୍ବାଇ: ବି-ଟାଉନର ଚର୍ଚ୍ଚିତ ଯୋଡି ତଥା ବଲିଉଡ୍ ଅଭିନେତା ରଣବୀର କପୁର ଓ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଚଳିତ ବର୍ଷ ଦୁଇ ଲଭ୍ବାର୍ଡ ବିବାହ କରିବେ ନାହିଁ। କାରଣ ଦେଶରେ ମହାମାରୀ କରୋନା…
ବିଧାନସଭା ଅଧିବେଶନର ୨ ଦିନ ପୂର୍ବରୁ ୨୩ ବିଧାୟକ କରୋନା ପଜିଟିଭ୍
ଚଣ୍ଡିଗଡ଼,୨୬।୮: ପଞ୍ଜାବ ବିଧାନସଭା ଅଧିବେଶନ ଆରମ୍ଭ ହେବାର ୨ଦିନ ପୂର୍ବରୁ ୨୩ ବିଧାୟକ ଓ ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ବୁଧବାର ୩ଜଣ ବିଧାୟକ ପଜିଟଭ୍ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। ତେବେ ରିପୋର୍ଟ ଆସିବା…
ଏବେ ଖୋଲିବନି ସ୍କୁଲ-କଲେଜ: ଲକ୍ଡାଉନର ନୂଆ ତାରିଖ ଘୋଷଣା
କୋଲକାତା,୨୬।୮: ଦେଶରେ କରୋନା ପ୍ରକୋପ ଥମିବାର ନା ନେଉନି। ପ୍ରତିଦିନ ଦ୍ରୁତଗତିରେ କରୋନା ଭାଇରସ୍ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସେପ୍ଟେମ୍ବର ୨୦ ଯାଏଁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି…
ଭାରତରେ ପ୍ରଥମ ମାମଲା: ୧୨୪ ଦିନ ପରେ ପୁଣି ଥରେ ଜଣେ ସଂକ୍ରମିତ
ଅହମଦାବାଦ,୨୬।୮: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଭାରତରେ ପ୍ରଥମ…
ଏନ୍ଇଇଟି ବିବାଦ ମଧ୍ୟରେ ଅକ୍ଟୋବରରୁ ଏହି ରାଜ୍ୟରେ ଖୋଲିବ କଲେଜ
ବେଙ୍ଗାଲୁରୁ,୨୬।୮: ସମଗ୍ର ଦେଶରେ ଏନ୍ଇଇଟି ଓ ଜେଇଇ ପରୀକ୍ଷାକୁ ନେଇ ବିବାଦ ଜାରି ରହିଥିବା ବେଳେ ବର୍ତ୍ତମାନ କର୍ନାଟକ ସରକାର ରାଜ୍ୟରେ କଲେଜ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଅକ୍ଟୋବର ୧ରୁ ପୁଣି ଥରେ କଲେଜ ଖୋଲିବ ବୋଲି ବୁଧବାର କର୍ନାଟକ…
ଏନ୍ଇଇଟି-ଜେଇଇ ପରୀକ୍ଷା ସ୍ଥଗିତ ପାଇଁ ଉଠିଲା ଦାବି: ସୁପ୍ରିମକୋର୍ଟ ଯିବେ ୭ରାଜ୍ୟର ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨୬।୮: ଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। କରୋନା ସଙ୍କଟ ମଧ୍ୟରେ ସେପ୍ଟେମ୍ବରରେ ଜେଇଇ ଓ ଏନ୍ଇଇଟି ପରୀକ୍ଷା କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରେ ବିରୋଧ କରାଯାଇଛି। ଇତିମଧ୍ୟରେ…
ଲକ୍ଡାଉନ୍ ଯୋଗୁ ୭୦ ଫିଲ୍ମର ଶୁଟିଂ ରହିଛି ଅଟକି: କ୍ଷତି ହେଲାଣି ୧୫ ଶହ କୋଟି
ମୁମ୍ବାଇ, ୨୬।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଲକ୍ଡାଉନ୍ ଜାରି ରହିଛି। ଏହା ଦ୍ୱାରା ବଲିଉଡ୍ର ମାର୍ଚ୍ଚରୁ ଅଗଷ୍ଟ ମଧ୍ୟରେ ଗତ ୬ ମାସରେ ୧୫ ଶହ କୋଟିର କ୍ଷତି ହେଲାଣି। ଏହି ସମୟ ମଧ୍ୟରେ ୭୦ରୁ ଅଧିକ ଫିଲ୍ମର…
ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ
ଭୁବନେଶ୍ୱର, ୨୬।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୩…
ସ୍କୁଲ ଖୋଲିଲା: ପ୍ଲାଷ୍ଟିକ୍ ଘରେ ପାଠ ପଢ଼ିଲେ ପିଲା
ବ୍ୟାଙ୍କକ୍, ୨୬।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ବହୁ ଦେଶରେ ସୁରକ୍ଷା ଦୃଷ୍ଟିରୁ ଲକ୍ଡାଉନ୍ ଜାରି ରହିଛି। ତେବେ ଇତିମଧ୍ୟରେ ଥାଇଲାଣ୍ଡରେ ସ୍କୁଲ ଖୋଲିଛି। ପିଲାମାନେ ସ୍କୁଲରେ ପ୍ଲାଷ୍ଟିକ୍ ଘରେ ବସି ପାଠ ପଢ଼ିବା ଆରମ୍ଭ କରିଛନ୍ତି। ସରକାରୀ ମାର୍ଗଦର୍ଶିକା ଅନୁସାରେ…
CORONAVIRUS UPDATE: ରାଜ୍ୟରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୩ ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ; ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର, ୨୬।୮(ବ୍ୟୁରୋ): ରାଜ୍ୟରେ ବୁଧବାର ଗୋଟିଏ ଦିନରେ ୩,୩୭୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭,୬୦୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…
ମୁସଲମାନ୍ ଯୁବକ କଲେ ହିନ୍ଦୁ ବୃଦ୍ଧଙ୍କ ଅନ୍ତିମ ସଂସ୍କାର: ମୃତଦେହ ଛୁଇଁଲେନି ପରିବାର ଲୋକେ
ହାଇଦ୍ରାବାଦ୍, ୨୬।୮: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଲୋକଙ୍କ ମଧ୍ୟରେ ସଚେତନତା ଅଭାବରୁ କେତେକ ଅଞ୍ଚଳରେ ଅଭାବନୀୟ ଘଟଣାମାନ ଘଟୁଛି। ସମ୍ପ୍ରତି ତେଲଙ୍ଗାନାରେ ଏଭଳି ଏକ ଘଟଣା ଘଟିଛି। ସ୍ଥାନୀୟ ଜାଗତିୟାଲ ଅଞ୍ଚଳରେ ଜଣେ ୬୫ ବର୍ଷ ବୟସ୍କ ବୃଦ୍ଧଙ୍କ…
ଏସବୁ ୫ ଦେଶରେ କମୁଛି କରୋନା ସଂକ୍ରମଣ…
ଓ୍ବାଶିଂଟନ/ ନୂଆଦିଲ୍ଲୀ, ୨୬।୮: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ବହୁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ତେବେ ୫ଟି ଦେଶରେ କରୋନା ସଂକ୍ରମଣ କମୁଥିବା ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ସେସବୁ…
Archives


