କରୋନା ଭାଇରସ୍‌

ବାଇଡେନ, ହାରିସଙ୍କ ହେବ କରୋନା ଟେଷ୍ଟ

ଓ୍ବାଶିଂଟନ୍‌,୨୫।୮: କରୋନା ସଙ୍କଟ ମଧ୍ୟରେ ଆମେରିକାରେ ନଭେମ୍ବର ୩ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ରାଜନୈତିକ ହଲଚଲ ଆରମ୍ଭ ହୋଇଗଲାଣି। ତେବେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ପଦ ପାଇଁ ଡେମୋକାଟ୍ରିକ୍‌ ପାର୍ଟି ପକ୍ଷରୁ ପ୍ରାର୍ଥୀ ଥିବା ଜୋ ବାଇଡେନ…

ଅନ୍‌ଲକ୍‌-୪: ମେଟ୍ରୋ ଚାଲିବା-ବାର୍‌ ଖୋଲିବା ନେଇ ଚର୍ଚ୍ଚା !

ନୂଆଦିଲ୍ଲୀ, ୨୫।୮: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ସେପ୍ଟେମ୍ବର ୧ରୁ ଅନ୍‌ଲକ୍‌-୪ କାର୍ଯ୍ୟକାରୀ ହେବ। ଅନ୍‌ଲକ୍‌-୪ରେ ମେଟ୍ରୋ ଚଳାଚଳ ଏବଂ ବାର୍‌ ଖୋଲିବା ନେଇ ଆଲୋଚନା ଜାରି ରହିଛି। ସ୍ବତନ୍ତ୍ର ମାର୍ଗଦର୍ଶିକା ସହିତ ମେଟ୍ରୋ ଚଳାଚଳା ଏବଂ ବାର୍‌…

କମୁଛି ଗଞ୍ଜାମରେ, ବଢ଼ୁଛି ଖୋର୍ଦ୍ଧାରେ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଏକ ପ୍ରକାର ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହୁଥିବା ବେଳେ ବର୍ତ୍ତମାନ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା ଜିଲା। ମଙ୍ଗଳବାର ରାଜ୍ୟରେ ୩୦ ଜିଲାରୁ ୨୭୫୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ୪୨୩ ଖୋର୍ଦ୍ଧା ଜିଲାରୁ ଚିହ୍ନଟ…

ଚର୍ଚ୍ଚର ଭୁଲ ଯୋଗୁ ସାରା ଦେଶରେ କରୋନା ବ୍ୟାପିବାର ଆଶଙ୍କା !

ସିଓଲ,୨୫।୮: କରୋନା ଭାଇରସ ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବାରୁ ଦକ୍ଷିଣ କୋରିଆରେ ରେଡ ଆଲର୍ଟ ଜାରି କରାଯାଇଛି। ଏବେ ଦକ୍ଷିଣ କୋରିଆର ଅଧିକାରୀଙ୍କ ସୂଚନା ମୁତାବକ ଦକ୍ଷିଣ କୋରିଆରେ ପୁଣିଥରେ କରୋନା ବ୍ୟାପିବାର ଆଶଙ୍କା କରାଯାଉଛି। ଗୋଟିଏ ଚର୍ଚ୍ଚରେ ଆରମ୍ଭ…

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୮ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ…

CORONAVIRUS UPDATE: ୩୦ ଜିଲାରୁ ୨୭୫୨ ନୂଆ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦ ଜିଲାରୁ ୨୭୫୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୪୨୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ…

ଶିବୁ ସୋରେନଙ୍କ ଫୁସ୍‌ଫୁସ୍‌ରେ ହୋଇଛି ସଂକ୍ରମଣ

ନୂଆଦିଲ୍ଲୀ,୨୫।୮: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏନ୍‌ଏମ୍‌) ଅଧ୍ୟକ୍ଷ ତଥା ରାଜ୍ୟସଭା ସଦସ୍ୟ ଶିବୁ ସୋରେନଙ୍କୁ ଉତ୍ତମ ଚିକିତ୍ସା ଲାଗି ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ ସ୍ଥାନାନ୍ତର କରାଯିବାର ବ୍ୟବସ୍ଥା କରାଯାଇଛି। କରୋନାରେ ସଂକ୍ରମିତ ଥିବା ସୋରେନଙ୍କର ରାଞ୍ଚି ମେଦାନ୍ତ ହସ୍ପିଟାଲରେ ଚିକିତ୍ସା ଚାଲିଛି। ଏକ…

ମାଗଣାରେ ମିଳିବ କରୋନା ଟିକା: ୩ ହଜାର କୋଟି ଖର୍ଚ୍ଚ କରିବେ ମୋଦି ସରକାର !

ନୂଆଦିଲ୍ଲୀ, ୨୫।୮: ଦେଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କରୋନା ଲଢ଼େଇକୁ ଜୋର୍‌ଦାର କରିଛନ୍ତି। ଲୋକଙ୍କୁ ଶସ୍ତା ଦାମରେ କରୋନା ଟିକା ଦେବା ପାଇଁ ୩ ହଜାର କୋଟି ଟଙ୍କାର ପ୍ରସ୍ତାବ ଉପସ୍ଥାପନା…

ପିଲାଙ୍କୁ ଛାଡ଼ିବାକୁ ୬୨% ଅଭିଭାବକ ଅମଙ୍ଗ

ନୂଆଦିଲ୍ଲୀ, ୨୫ା୮: ମହାମାରୀ କରୋନା ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିବାବେଳେ ସେପ୍ଟେମ୍ବର ୧ରେ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲ ଖୋଲିବା ଲାଗି ଯୋଜନା କରୁଛନ୍ତି। ହେଲେ ଅଧିକାଂଶ ଅଭିଭାବକ ପିଲାଙ୍କୁ ସ୍କୁଲକୁ ଏବେ ଛାଡ଼ିବା ଲାଗି ପ୍ରସ୍ତୁତ ନ ଥିବା ଜଣାପଡ଼ିଛି।…

କରୋନା ଆକ୍ରାନ୍ତ ହେଲେ ରେସିଂ ଟ୍ରାକ୍‌ର ବାଦ୍‌ଶାହ

ନୂଆଦିଲ୍ଲୀ, ୨୪।୮: ଲିଜେଣ୍ଡ ଧାବକ ତଥା ରେସିଂ ଟ୍ରାକ୍‌ର ବାଦ୍‌ଶାହ ଭାବେ ବିଶ୍ୱରେ ସ୍ବତନ୍ତ୍ର ପରିଚୟ ଲାଭ କରିଥିବା ଜାମାଇକାର ଉସେନ ବୋଲ୍ଟ କରୋନା ଆକ୍ରାନ୍ତ ହୋଇଛନ୍ତି। ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ମୁତାବକ, ବିଶ୍ୱର ଏହି ଦ୍ରୁତତ୍ତମ ଧାବକ ନିକଟରେ…

ହସ୍ପିଟାଲର ୪ର୍ଥ ମହଲାରୁ ଡେଇଁ ଆତ୍ମହତ୍ୟା କଲେ କରୋନା ଆକ୍ରାନ୍ତ

ବାରଣାସୀ, ୨୪।୮: ଉତ୍ତର ପ୍ରଦେଶ ବାରଣାସୀସ୍ଥିତ କାଶୀ ହିନ୍ଦୁ ବିଶ୍ୱବିଦ୍ୟାଳୟ (ବିଏଚ୍‌ୟୁ) କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ କରୋନା ଆକ୍ରାନ୍ତ ଯୁବକ ୪ର୍ଥ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ପୋଲିସର ସୂଚନା ଅନୁସାରେ ଅଗଷ୍ଟ ୧୬ରେ ଅଙ୍କିତ ନାମକ ଜଣେ…

ଗଞ୍ଜାମରେ କରୋନାରେ ଗୁରୁତର ୬୧ ଜଣଙ୍କୁ ଦିଆଗଲାଣି ପ୍ଲାଜମା ଥେରାପି

ଛତ୍ରପୁର, ୨୪।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନାରେ ଗୁରୁତର ୬୧ ରୋଗୀଙ୍କୁ ପ୍ଲାଜମା ଥେରାପି ଦିଆଗଲାଣି। ଜିଲାର ଶିତଳାପଲ୍ଲିସ୍ଥିତ କୋଭିଡ୍‌ ହସ୍ପିଟାଲରେ ଏହି ଗୁରୁତରମାନେ ଚିକିତ୍ସିତ ହେଉଛନ୍ତି। ଏ ନେଇ ଜିଲା କୋଭିଡ୍‌ ସେଲ୍‌ ପକ୍ଷରୁ ସୋମବାର ଟୁଇଟ୍‌କରି ସୂଚନା ଦିଆଯାଇଛି। ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?