କରୋନା ଭାଇରସ୍‌

ଆଜି ଖୋର୍ଦ୍ଧାକୁ ଟପିଲା କଟକ, ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। କିଛିଦିନ ଧରି ଗଞ୍ଜାମରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଖୋର୍ଦ୍ଧା ଦ୍ୱିତୀୟ ସ୍ଥାନରେ ରହୁଥିଲା। ମାତ୍ର ସୋମବାର ଆକ୍ରାନ୍ତ ଚିହ୍ନଟରେ ଖୋର୍ଦ୍ଧାକୁ ଟପିଯାଇଛି କଟକ। ଆଜି ଏଠାରୁ…

କରୋନା ମୁକାବିଲା ପାଇଁ ମାର୍ଚ୍ଚରୁ ଦିଆଯାଉଛି ହୋମିଓପାଥି ଔଷଧ

ଅହମଦାବାଦ,୨୪।୮: ଦେଶରେ ଦିନକୁ ଦିନ କରୋନା ସ୍ଥିତି ଅଣାୟତ ହେବାରେ ଲାଗିଛି। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଇତିମଧ୍ୟରେ ଗୁଜରାଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମାର୍ଚ୍ଚରେ କୋଭିଡ-୧୯ ଆରମ୍ଭ ହେବା ପରଠାରୁ…

କରୋନା ରୋଗୀଙ୍କଠାରୁ ଅପେକ୍ଷାକୃତ ଅଧିକ ଫି’ ଆଦାୟ କରିବାରୁ ହସ୍ପିଟାଲର ଲାଇସେନ୍ସ ରଦ୍ଦ

ଥାନେ,୨୪।୮: କରୋନା ରୋଗୀଙ୍କଠାରୁ ଅପେକ୍ଷାକୃତ ଅଧିକ ଫି’ ଆଦାୟ କରିବାରୁ ଏକ ହସ୍ପିଟାଲର ଲାଇସେନ୍ସ ରଦ୍ଦ କରାଯାଇଛି। ଏଥିସହ ଉକ୍ତ ହସ୍ପିଟାଲ ବିରୋଧରେ ସରକାରୀ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ଘଟିଛି ମହାରାଷ୍ଟ୍ରର ଥାନେରେ ଥିବା ଶ୍ରୀଦେବୀ…

କରୋନା ସଂକ୍ରମିତଙ୍କ ମୃତ୍ୟୁରେ ସହାୟତା ରାଶି ପାଇଁ ଆବଶ୍ୟକ ନାହିଁ କୌଣସି ଗାଇଡ୍‌ଲାଇନ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪।୮: କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଏବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩୧ ଲକ୍ଷ ଅତିକ୍ରମ କରି ସାରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ୫୭ ହଜାର ପାର କରି ଗଲାଣି। ଇତି ମଧ୍ୟରେ କରୋନା ଭାଇରସ…

ସମ୍ବେଦନଶୀଳ ଅଞ୍ଚଳରେ ଟେଷ୍ଟିଂକୁ ଗୁରୁତ୍ୱ

କଟକ ଅଫିସ,୨୪।୮: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସେଥିଲାଗି ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରେ ଟେଷ୍ଟିଂକୁ ଗୁରୁତ୍ୱ ଦିଆଯାଇଛି। ଅନ୍ୟପକ୍ଷରେ ଜିଲାରେ ଆର୍‌ଟି-ପିସିଆର ଓ ଆଣ୍ଟିଜେନ୍‌ ଟେଷ୍ଟରେ ୬୯ ହଜାର ୨୧୭ ନମୁନା ପରୀକ୍ଷା କରାଯାଇଛି। ସେଥିରୁ ୫,୧୭୪ ଜଣ…

ଭଦ୍ରକରେ ବଢୁଛି ସ୍ଥାନୀୟ ସଂକ୍ରମଣ: ଆଜି ଚିହ୍ନଟ ହୋଇଛନ୍ତି ୬୬

ଭଦ୍ରକ ଅଫିସ,୨୪ା୮: ସୋମବାର ଭଦ୍ରକରୁ ୬୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୬୫ରେ ପହଞ୍ଚିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ଆକ୍ରାନ୍ତମାନେ ସମସ୍ତେ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି। ଯାହାକି…

CORONAVIRUS UPDATE: ରାଜ୍ୟରେ ୮୧,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୨୯୪୯ ପଜିଟିଭ୍‌

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ସୋମବାର ୩୦ ଜିଲାରୁ ୨୯୪୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୧,୪୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୧୮୨୬ ଜଣ…

କୋଭିଡ୍‌ ହସ୍ପିଟାଲରେ ମଦ ପିଇଲେ କରୋନା ଆକ୍ରାନ୍ତ ଅଭିଯୁକ୍ତ

ରାଞ୍ଚି, ୨୩।୮: ଝାଡ଼ଖଣ୍ଡର ଧାନବାଦ ଜିଲାରେ କରୋନା ଆକ୍ରାନ୍ତ ହୋଇଥିବା ଜଣେ ଅଭିଯୁକ୍ତ କୋଭିଡ୍‌ ହସ୍ପିଟାଲ ଭିତରେ ମଦ ପିଉଥିବାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଫଟୋରେ ଦେଖିବାକୁ ମିଳିଛି ଯେ, ଯୁବକଜଣଙ୍କ ସାମ୍ନାରେ ଗୋଟିଏ ଟେବୁଲ…

ଜାଣନ୍ତୁ ଭାରତରେ ଏପର୍ଯ୍ୟନ୍ତ ହୋଇଛି କେତେ ସଂଖ୍ୟକ କରୋନା ଟେଷ୍ଟ

ନୂଆଦିଲ୍ଲୀ, ୨୩।୮: ୧୩୮ କୋଟିରୁ ଊର୍ଦ୍ଧ୍ୱ ଜନସଂଖ୍ୟା ବିଶିଷ୍ଟ ଭାରତରେ ବର୍ତ୍ତମାନ ସୁଦ୍ଧା ୩ କୋଟି ୫୨ ଲକ୍ଷରୁ ଊର୍ଦ୍ଧ୍ୱ କରୋନା ସାମ୍ପଲ ଟେଷ୍ଟ ହୋଇସାରିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ରବିବାର ପ୍ରଦାନ କରାଯାଇଥିବା ତଥ୍ୟ…

ରାଜ୍ୟରେ ୪୦୦ ଟପିଲା ମୃତ୍ୟୁ ସଂଖ୍ୟା: ଆଉ ପୁଣି ୧୦ ମୁଣ୍ଡ ନେଲା କରୋନା, ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବଲାଙ୍ଗୀରର ୪୭ ବର୍ଷୀୟ ବ୍ୟକ୍ତି, କଟକର ୮୭ ବର୍ଷୀୟା ବୃଦ୍ଧା ଓ ୭୫ ବର୍ଷୀୟ ବୃଦ୍ଧ, ଗଜପତିର ୪୫ ବର୍ଷୀୟ ବ୍ୟକ୍ତି, ଗଞ୍ଜାମର ୬୦ ବର୍ଷୀୟ ବୃଦ୍ଧ, ୬୧…

କେଉଁ ବୟସର ପିଲା ମାସ୍କ ପିନ୍ଧିବା ଜରୁରୀ!

ଜେନେଭା,୨୩।୮: ସାରା ବିଶ୍ୱରେ କରୋନା ମହାମାରୀକୁ ନେଇ ଯେଉଁ ଗାଇଡ୍‌ଲାଇନ ଜାରି କରାଯାଇଛି ସେଥିରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଅନେକଙ୍କ ମନରେ ପ୍ରଶ୍ନ ଉଠେ ବଡମାନେ ମାସ୍କ ପିନ୍ଧିବା ଜରୁରୀ। ହେଲେ ପିଲାମାନଙ୍କ ପାଇଁ ଏହା କେତେଦୂର ସୁରକ୍ଷିତ। ଏବେ…

ରାଜ୍ୟରେ ବେଲଗାମ କରୋନା: ୩୦ ଜିଲାରୁ ଆଜି ଚିହ୍ନଟ ହେଲେ ଆଉ ୨,୯୯୩ ଆକ୍ରାନ୍ତ; ଜାଣନ୍ତୁ..

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଓଡ଼ିଶାରେ ବେଲଗାମ ହୋଇପଡ଼ିଛି କରୋନା। ରବିବାର ରାଜ୍ୟରେ ୨,୯୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧,୮୭୯ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୧,୧୧୪ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୮,୫୩୦କୁ ବୃଦ୍ଧି ପାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri