କରୋନା ଭାଇରସ୍‌

ଦୁଇ ବର୍ଷ ମଧ୍ୟରେ ଶେଷ ହୋଇଯିବ କରୋନା ଭାଇରସ: ଡବ୍ଲୁଏଚ୍‌ଓ !

ଜେନେଭା,୨୨।୮: ଏବେ କରୋନାକୁ ହରାଇବା ପାଇଁ ସବୁ ବିକାଶଶୀଳ ଦେଶ ଏହାର ଭ୍ୟାକ୍ସିନ ବା ଟିକା ଉପରେ ଗୁରୁତ୍ୱ ଦେଉଛନ୍ତି। ଏପଟେ କିନ୍ତୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ମୁଖ୍ୟ ଟେଡ୍ରସ୍‌ ଅଧାନମ ଘେବ୍ରିୟେସସ କହିଛନ୍ତି ମାତ୍ର ଦୁଇ ବର୍ଷ ମଧ୍ୟରେ ବିଶ୍ୱରୁ…

ଦେଶରେ ୩୦ ଲକ୍ଷ ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୨।୮: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୬୯,୮୭୮ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୨୯,୫୭,୭୦୨ରେ। ଏବେ ୬,୯୭,୩୩୦ ଜଣଙ୍କର ଚିକିତ୍ସା ଚାଲିଥିବା ବେଳେ…

ସହଯୋଗର ହାତ ବଢ଼ାଇଲା ପ୍ରଶାସନ

ଭୋପାଳ : କରୋନା ମହାମାରୀ ଯୋଗୁ ବସ୍‌ ସେବା ବନ୍ଦ ରହିଛି। ଏହି ସମୟରେ ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି ଛାତ୍ରୀଛାତ୍ର ବିଶେଷ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏବେ ପୁଣି ଆରମ୍ଭ ହୋଇଛି ଦଶମ ଶ୍ରେଣୀ ପିଲାଙ୍କ ସପ୍ଲିମେଣ୍ଟାରୀ ପରୀକ୍ଷା। ତେଣୁ…

ରାଜ୍ୟରେ ସୁସ୍ଥ ହେଲେ ପୁଣି ୧୯୨୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୧।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ପୁଣି ୧୯୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୪୬ ଜଣ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୧୯୦, ନୟାଗଡରୁ ୧୫୧, ରାୟଗଡାରୁ ୧୪୬, ସୁନ୍ଦରଗଡରୁ ୧୦୮, କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୫, ମୟୂରଭଞ୍ଜରୁ ୮୮, କୋରାପୁଟରୁ…

କଟକରୁ ୧୪୯ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨୧।୮-କଟକ ସହରରୁ ଶୁକ୍ରବାର ୧୪୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୪୯ ମଧ୍ୟରୁ ୭୮ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୧ଟି ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସ୍‌ସିବି ମେଡିକାଲ ଆଇସୋଲେଶନ ଓ୍ବାର୍ଡରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…

ପାଣି ଛିଞ୍ଚିଲେ ମରିବ କରୋନା ଭାଇରସ!

ନୂଆଦିଲ୍ଲୀ,୨୧।୮: କରୋନା ଭାଇରସକୁ ମାରିବାକୁ କିଏ କେତେ ପ୍ରକାର ଗବେଷଣା କରୁଥିବା ବେଳେ ଏବେ ଏହାର ଭ୍ୟାକ୍ସିନ ଉପରେ ବେଶ୍‌ ଗୁରୁତ୍ୱ ଦିଆଯାଉଛି। ରୁଷିଆ ପ୍ରଥମ କରୋନା ଭ୍ୟାକ୍ସିନ ପ୍ରସ୍ତୁତ କରିଥିବା ଦାବି କରୁଥିବା ବେଳେ ଏହାକୁ ନେଇ କିନ୍ତୁ ଉଠୁଛି…

କରୋନା ମୃତକଙ୍କ ସଂସ୍କାର କରୁଛନ୍ତି ଚା’ବାଲା: ସୋସିଆଲ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୨୧।୮: କରୋନା ଭାଇରସ ସଂକ୍ରମଣ ଏବେ ସମସ୍ତଙ୍କୁ ଭୟଭୀତ କରି ରଖିଛି। କାରଣ ସଂକ୍ରମିତଙ୍କୁ ଛୁଇଁଦେଲେ ଏହା ସୁସ୍ଥ ବ୍ୟକ୍ତିଙ୍କ ଶରୀରକୁ ଚାଲି ଯାଉଥିବାରୁ ଲୋକେ ଏହାଠାରୁ ଯଥା ସମ୍ଭବ ଦୂରେଇ ରହିବାକୁ ଚାହୁଁଛନ୍ତି। ଏମିତିକି କରୋନା ସଂକ୍ରମଣରେ ଯେଉଁମାନଙ୍କର ମୃତ୍ୟୁ…

କରୋନା ଭ୍ୟାକ୍ସିନକୁ ନେଇ ଖୁସି ଖବର ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ!

ନୂଆଦିଲ୍ଲୀ,୨୧।୮: କରୋନା ମହାମାରୀ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରି ସାରିଥିବା ବେଳେ ଏବେ ଏହାର ସଫଳ ଚିକିତ୍ସାକୁ ନେଇ ଚାଲିଛି ଗବେଷଣା। ଏହାସହ କରୋନା ଟିକା ବା ଭ୍ୟାକ୍ସିନ ପ୍ରସ୍ତୁତ ପାଇଁ ସବୁ ବିକାଶଶୀଳ ଦେଶ ଦିନରାତି…

କରୋନା ଯୋଦ୍ଧାଙ୍କ ମୃତ୍ୟୁ ପରେ ପରିବାରକୁ ୧ କୋଟି ଟଙ୍କାର ଚେକ୍‌ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୧।୮: କରୋନା ମହାମାରୀ ପ୍ରତିଦିନ କାହାକୁ ନା କାହାକୁ ତା’ କବଳକୁ ନେଉଛି। ସାରା ବିଶ୍ୱରେ ପ୍ରତିଦିନ କରୋନା ସଂକ୍ରମଣରେ ହଜାର ହଜାର ଲୋକଙ୍କ ଜୀବନ ଯାଉଛି। ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ମଧ୍ୟ ଖରାପ ରହିଛି। ଏହି ଅଦୃଶ୍ୟ ଯୁଦ୍ଧରେ…

୫ ଗୁଣ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଉଛି ଏହି କରୋନା ଟିକା

ଓ୍ବାଶିଂଟନ୍‌,୨୧ା୮: ଆମେରିକୀୟ କମ୍ପାନୀ ଫାଇଜର ଏବଂ ଜର୍ମାନ କମ୍ପାନୀ ବାୟୋନୋଟେକ୍‌ ଦ୍ୱାରା ଉତ୍ପାଦିତ ଏକ ନୂତନ କରୋନା ଭାଇରସ୍‌ ଟିକା ବହୁତ ଭଲ ଫଳାଫଳ ଦେଉଛି। ଏହାପୂର୍ବରୁ ପିଫାଇଜର ଗତ ମାସରେ ଅନ୍ୟ ଏକ କରୋନା ଟିକା ତଥ୍ୟ ପ୍ରକାଶ କରିଥିଲା।…

ଆଜି ଆଉ ୧୦ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୩୯୦କୁ ବୃଦ୍ଧି

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଶୁକ୍ରବାର ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୯୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କରୋନାରେ ଆଜି ସର୍ବାଧିକ ଗଞ୍ଜାମରୁ ୪ ଜଣଙ୍କ…

CORONAVIRUS UPDATE: ରାଜ୍ୟରେ ୭୨୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୨୬୯୮ ପଜିଟିଭ୍

‌ ଭୁବନେଶ୍ୱର,୨୧ା୮(ବ୍ୟୁରୋ) : ଶୁକ୍ରବାର ୩୦ ଜିଲାରୁ ୨୬୯୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୨,୭୧୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri