କରୋନା କଲା ରେକର୍ଡ: ୨୮ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୨୦।୮: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮ ଲକ୍ଷ ୩୬ ହଜାର ୯୫୨ଛୁଇଁଛିି। ସେହିପରି ମୃତକଙ୍କ ସଂଖ୍ୟା ୫୩…
ପୁରୀରେ ଉଚ୍ଛେଦକୁ ବର୍ଷେ ପୂରିଲା: ବିକାଶରେ କରୋନା ସାଜିଛି କଣ୍ଟା
ପୁରୀ ଅଫିସ,୨୦ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ବଦଳିଯିବ ଏହାର ରୂପରେଖ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସେବା ସୁବିଧା ମିଳିବ। ଏଥିପାଇଁ ଭିତ୍ତିଭୂମିର ବିକାଶ, ନୂଆ ବହୁଥାକିଆ ରାସ୍ତା, ସେତୁ,…
ବଢୁଛି ଆପରାଧିକ କାର୍ଯ୍ୟକଳାପ
ପୁରୀ ଅଫିସ,୨୦ା୮: ପୁରୀରେ କୌଣସି ପ୍ରକାର ଅପରାଧକୁ ବରଦାସ୍ତ କରାଯିବ ନାହିଁ। ଆଧ୍ୟାତ୍ମିକ ସହର ପୁରୀରେ ଅପରାଧ କିମ୍ବା ଅପରାଧୀଙ୍କ କୌଣସି ସ୍ଥାନ ନାହିଁ। ଅପରାଧୀ ଯିଏ ବି ହୁଅନ୍ତୁ ନା କାହିଁକି କାହାକୁ ଛଡ଼ାଯିବ ନାହିଁ। ଆଇନ ଅନୁଯାୟୀ ସେମାନଙ୍କ…
ମନ୍ଦିର ଖୋଲା ନ ଯିବା ନେଇ ପ୍ରଶ୍ନ ଉଠାଇଲା ଭାଜପା
ଭୁବନେଶ୍ୱର,୨୦ା୮(ବ୍ୟୁରୋ): କରୋନା ମହାମାରୀ ଏବଂ ଲୋକଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଧର୍ମାନୁଷ୍ଠାନ ବନ୍ଦ ରଖିବା ପାଇଁ କଟକଣା ଜାରି କରାଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ କେନ୍ଦ୍ର ସରକାରଙ୍କ ଅନ୍ଲକ୍-୧ ଗାଇଡ୍ଲାଇନ ଅନୁଯାୟୀ, ଜୁନ୍ ୮ରୁ ଧର୍ମାନୁଷ୍ଠାନ ଖୋଲିବାକୁ ନେଇ ନିର୍ଦ୍ଦେଶନାମା ଜାରି…
କରୋନାରେ ମୃତ ୧୨ ଶିକ୍ଷକଙ୍କ ପରିବାରକୁ ମିଳିବ ଆର୍ଥତ୍କ ସହାୟତା
ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନା ଲଢ଼େଇରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ, ଶିକ୍ଷକମାନେ ଆଗଧାଡ଼ିର ଯୋଦ୍ଧା ସାଜିଛନ୍ତି। ୫ ମାସ ହେଲାଣି ନିଜ ଜୀବନକୁ ବାଜି ଲଗାଇ ନିଃସ୍ବାର୍ଥପର ଭାବେ ସେବା କରିଚାଲିଛନ୍ତି। ସାରା ରାଜ୍ୟରେ ୬୨ହଜାରରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷା…
କରୋନା ମୁକାବିଲା ଲାଗି ବୈଷୟିକ କମିଟି ଗଠିତ
ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହୁଛି। ଯଦିଓ ଅଧିକ ନମୁନା ପରୀକ୍ଷା ହେଉଥିବାରୁ ସଂକ୍ରମିତ ଅଧିକ ଚିହ୍ନଟ ହେଉଛନ୍ତି, ତଥାପି କାହିଁକି ଆକ୍ରାନ୍ତ ଓ ମୃତ୍ୟୁସଂଖ୍ୟା ବଢ଼ୁଛି ତାହାକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିଛି।…
ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା; ହୋମ୍ କ୍ୱାରାଣ୍ଟାଇନ୍ରେ ମୁଖ୍ୟମନ୍ତ୍ରୀ
ରାଞ୍ଜି, ୧୯।୮: ଝାଡ଼ଖଣ୍ଡ ସ୍ବାସ୍ଥ୍ୟମନ୍ତ୍ରୀ ବନ୍ନା ଗୁପ୍ତା କରୋନା ଆକ୍ରାନ୍ତ ହୋଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ମଙ୍ଗଳବାର କରୋନା ପଜିଟିଭ ଆସିଥିଲା। ଏହା ଜଣାପଡ଼ିବା ପରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସମେତ ମନ୍ତ୍ରୀ ମଣ୍ଡଳର ସମସ୍ତ ମନ୍ତ୍ରୀ (ପାନୀୟ ଜଳ ମନ୍ତ୍ରୀଙ୍କ…
ଅନ୍ଲକ-୩: ଏହି ରାଜ୍ୟରେ ଖୋଲିବ ହୋଟେଲ
ନୂଆଦିଲ୍ଲୀ,୧୯।୮: କରୋନା ମହାମାରୀ ଯୋଗୁ ଦେଶରେ ଏବେ ଅନ୍ଲକ-୩ ଜାରି ରହିଛି। ଏହି ଲକ୍ଡାଉନ ସମୟରେ କେନ୍ଦ୍ରସରକାର କେତେକ କଟକଣା ଜାରି କରିଛନ୍ତି। ତେବେ ରାଜ୍ୟର ସ୍ଥିତି ଅନୁଧ୍ୟାନ କରି ରାଜ୍ୟସରକାର କଟକଣା କୋହଳ କରିପାରିବେ ବୋଲି କେନ୍ଦ୍ରସରକାର କହିଛନ୍ତି। ଇତିମଧ୍ୟରେ…
କଟକରୁ ୧୬୨ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୧୯।୮-କଟକ ସହରରୁ ବୁଧବାର ୧୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୬୨ରୁ ୧୦୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୬୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସ୍ସିବି ମେଡିକାଲ ଆଇସୋଲେଶନର ଓ୍ବାର୍ଡରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…
ସ୍ବାସ୍ଥ୍ୟ ସେବାରେ ରେକର୍ଡ: ଗୋଟିଏ ଦିନରେ ସୁସ୍ଥ ହେଲେ ୬୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ
ନୂଆଦିଲ୍ଲୀ, ୧୯।୮: ଦେଶର କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ଆକ୍ରାନ୍ତଙ୍କ ସୁସ୍ଥ ହେବାରେ ବୁଧବାର ଏକ ନୂଆ ରେକର୍ଡ ହୋଇଛି। ଗୋଟିଏ ଦିନରେ ୬୦ ହଜାର ୯୧…
ଆଣ୍ଟିଜେନ୍ ଟେଷ୍ଟରେ ୨ ସ୍ଥାନୀୟ ସଂକ୍ରମିତ ଚିହ୍ନଟ: ଏହି ପଞ୍ଚାୟତ ୪୮ ଘଣ୍ଟା ଶଟ୍ଡାଉନ୍
ପାଟଣା,୧୯ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତର ଦୁଇଜଣ ବ୍ୟକ୍ତିଙ୍କର ମଙ୍ଗଳବାର ଆଣ୍ଟିଜେନ୍ ଟେଷ୍ଟ ପରେ ପଜିଟିଭ୍ ବାହାରିବା ପରେ ଉଭୟଙ୍କୁ କେନ୍ଦୁଝର କୋଭିଡ୍ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁଯାୟୀ, ଜଣଙ୍କର ବୟସ ୧୮ ହୋଇଥିବା ବେଳେ ଆଉ…
ଭଦ୍ରକରେ ୧୭୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭଦ୍ରକ ଅଫିସ,୧୯ା୮: ଭଦ୍ରକ ଜିଲାରେ ବୁଧବାର ୪୭ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩୪ରେ ପହଞ୍ଚିଛି। ଆଜି ଚି଼ହ୍ନଟମାନଙ୍କ ମଧ୍ୟରେ ସମସ୍ତେ ସ୍ଥାନୀୟ ସଂକ୍ରମିତ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା…
Archives


