ଭିକ୍ଷୁ ଦାନକଲେ ୯୦ ହଜାର ଟଙ୍କା
ମଦୁରାଇ,୧୮।୮: କରୋନା ମହାମାରୀ ସହ ସାରା ବିଶ୍ୱ ଲଢେକ କରି ଚାଲିଥିବା ବେଳେ ଏହା ଏବେବି ତା’ର କାୟା ବିସ୍ତାର କରି ରଖିଛି। ଏହି କରୋନା ଯୁଦ୍ଧରେ ନିଜର ସୀମିତ ସଞ୍ଚୟକୁ ଦାନ କରି ଏବେ ଚର୍ଚ୍ଚାକୁ ଆସିଛନ୍ତି ତାମିଲନାଡୁ ମଦୁରାଇର…
ଚାଇନାର କରୋନା ଭ୍ୟାକ୍ସିନକୁ ନେଇ ଉଠୁଛି ପ୍ରଶ୍ନ
ବେଜିଂ,୧୮।୮: ରୁଷିଆ ପରେ ଚାଇନା କରୋନା ଭାଇରସ ପାଇଁ ଏକ ଭ୍ୟାକ୍ସିନ ପ୍ରସ୍ତୁତ କରିଥିବା ଦାବି କରିଛି। ଏହାସହ ସେ ଏହି ଭ୍ୟାକ୍ସିନକୁ ଟ୍ରାଏଲ ମଧ୍ୟ କରି ସାରିଥିବା କହିଛି। ଚାଇନାର ଭ୍ୟାକ୍ସିନ କମ୍ପାନୀ କାନସାଇନୋ ବାୟୋଲଜିକ୍ସ କର୍ପୋରେଶନକୁ କରୋନା ଭ୍ୟାକ୍ସିନ…
ହାଇକୋର୍ଟର ୨ଜଣ ବିଚାରପତି କରୋନା ପଜିଟିଭ
ଜୟପୁର,୧୮।୮: ରାଜସ୍ଥାନରେ କରୋନା ପ୍ରକୋପ ଜାରି ରହିଛି। ରାଜଧାନୀ ଜୟପୁରର ହାଇକୋର୍ଟ ଏବେ କରୋନା କବଳରେ। ସର୍ବପ୍ରଥମେ ହାଇକୋର୍ଟର ସିଜେ କରୋନା ପଜିଟିଭ୍ ହୋଇଥିବା ବେଳେ ଏବେ ଆଉ ୨ ଜଣ ବିଚାରପତି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ଅନ୍ୟ…
ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ପାଇଁ ଯିବ ରୁଷିଆର କରୋନା ଭ୍ୟାକ୍ସିନ
ମସ୍କୋ,୧୮।୮: ପ୍ରଶ୍ନ ଘେରରେ ପୋତିହୋଇ ପଡିଥିବା ରୁଷିଆର କରୋନା ଭ୍ୟାକ୍ସିନ ‘ସ୍ପୁଟନିକ-ଭି’ ଏବେ ଫେଜ୍ ଥ୍ରି ହ୍ୟୁମାନ ଟ୍ରାଏଲ ପାଇଁ ଯିବ ବୋଲି ଜଣାପଡିଛି। ଆଗାମୀ ୭ ଦିନ ମଧ୍ୟରେ ଏହା ଆରମ୍ଭ କରାଯାଇପାରେ। ରୁଷିଆ ଏହି ଭ୍ୟାକ୍ସିନର ଏକ ଭିଡିଓ…
ଗଞ୍ଜାମକୁ ବଳିଯିବ ଖୋର୍ଦ୍ଧା ସ୍ଥିତି: ଆଜି ଚିହ୍ନଟ ହେଲେ ସର୍ବାଧିକ ୪୧୯ ଆକ୍ରାନ୍ତ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଏକ ପ୍ରକାର ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍ ରହୁଥିବା ବେଳେ ବର୍ତ୍ତମାନ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା ଜିଲା। ମଙ୍ଗଳବାର ରାଜ୍ୟରେ ୨୯ ଜିଲାରୁ ୨୨୩୯ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ୪୧୯ ଖୋର୍ଦ୍ଧା ଜିଲାରୁ ଚିହ୍ନଟ…
ଯୋଗୀ ସରକାରଙ୍କ ଆଉ ଜଣେ ମନ୍ତ୍ରୀ କରୋନା ପଜିଟିଭ୍
ଲକ୍ଷ୍ନୌ,୧୮।୮: ଉତ୍ତରପ୍ରଦେଶରେ ଆଉ ଜଣେ ମନ୍ତ୍ରୀଙ୍କୁ କରୋନା। ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ତଥା ଗାଜିଆବାଦର ବିଧାୟକ ଅତୁଲ ଗର୍ଗ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସୋମବାର ତାଙ୍କୁ ସାମାନ୍ୟ ଜ୍ୱର ହେବା ସହ ଗଳାରେ ଯନ୍ତ୍ରଣା ହୋଇଥିଲା। ଏହାପରେ ତାଙ୍କର ପରୀକ୍ଷା କରାଯାଇଥିଲା।…
ରୁଷୁଡା ପଞ୍ଚାୟତ ୭୨ ଘଣ୍ଟା ଶଟ୍ଡାଉନ
ଗୁଡ୍ଭେଲା,୧୮।୮(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ରୁଷୁଡା ଗ୍ରାମପଞ୍ଚାୟତ ଅଧୀନ ଚାଣ୍ଟିପଦର ଗ୍ରାମରେ ତିନି ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ପରେ ରୁଷୁଡା ସରପଞ୍ଚ ସବିତା ବେହେରା ତାଙ୍କ ପତ୍ର ସଂଖ୍ୟା ୩୭ରେ ପଞ୍ଚାୟତକୁ ୭୨ ଘଣ୍ଟା…
ଗତ ୨୪ଘଣ୍ଟାରେ ୫୫ହଜାର ନୂଆ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ,୧୮।୮: ଗତ କିଛି ଦିନରୁ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳୁଛି। ମଙ୍ଗଳବାର ଭାରତରେ ୫୫,୦୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭ଲକ୍ଷ ପାର କରିଛି। ତେବେ…
ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ…
ଗଞ୍ଜାମରେ କମୁଛି କରୋନା ଆକ୍ଟିଭ୍ ସଂଖ୍ୟା
ଛତ୍ରପୁର,୧୮।୮(ଡି.ଏନ.ଏ): ଗଞ୍ଜାମ ଜିଲାରେ କୋଭିଡ୍ ଆକ୍ଟିଭ୍ କେଶ୍ କମିବାରେ ଲାଗିଛି। ଏ ନେଇ ମଙ୍ଗଳବାର ଏକ ଗ୍ରାଫ୍ ସହ ଜିଲପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍ କରି ସୂଚନା ଦେଇଛନ୍ତି। ଜିଲାକୁ ଅନ୍ୟ ରାଜ୍ୟରୁ ପ୍ରାୟ ୪ ଲକ୍ଷ ପ୍ରବାସୀ ଫେରିଥିଲେ।…
CORONAVIRUS UPDATE: ୨୯ ଜିଲାରୁ ୨୨୩୯ ନୂଆ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୯ ଜିଲାରୁ ୨୨୩୯ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୪୫୩୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ…
ଏହି ଜିଲାବାସୀଙ୍କୁ ଗଣେଶ ପୂଜା ମନା
ଛତ୍ରପୁର,୧୮।୮(ଡି.ଏନ.ଏ): ଆସନ୍ତା ଶନିବାର ପଡ଼ୁଛି ଗଣେଶ ପୂଜା। ଏହାକୁ ଆନନ୍ଦ, ଉଲ୍ଲାସର ସହ ପାଳନ କରିବାକୁ ଶ୍ରଦ୍ଧାଳୁମାନେ ଅନାଇ ବସିଛନ୍ତି। କିନ୍ତୁ ଚଳିତବର୍ଷ କରୋନା ମହାମାରୀ ଯୋଗୁ ଗଞ୍ଜାମ ଜିଲାରେ ଗଣେଶ ପୂଜା ପାଳନ କରାଯିବ ନାହିଁ। ଏ ନେଇ ମଙ୍ଗଳବାର…
Archives


