କରୋନା ଭାଇରସ୍‌

ବର କରୋନା ପଜିଟିଭ୍‌: କ୍ୱାରାଣ୍ଟାଇନରେ‌ ୫ଶହରୁ ଅଧିକ ଲୋକ

ବିଶାଖାପଟ୍ଟନମ୍‌, ୧୭।୮: ବରଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ ବିବାହରେ ଯୋଗଦେଇଥିବା ୫ ଶହରୁ ଅଧିକ ଲୋକଙ୍କୁ ଏବେ କ୍ୱାରାଣ୍ଟାଇନ୍‌ କରାଯିବ। ଏଭଳି ଅଭାବନୀୟ ଘଟଣା ବିଶାଖାପଟ୍ଟନମ୍‌ରେ ଘଟିଛି। ସ୍ଥାନୀୟ କୋଟଓ୍ବରଟଲା ମଣ୍ଡଳର କୋଡ଼ଓ୍ବଡ଼ିପୁଡ଼ି ଗାଁର ଚର୍ଚ୍ଚରେ ଏକ…

CORONAVIRUS UPDATE: ରାଜ୍ୟରେ ୬୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୨୨୪୪ ପଜିଟିଭ୍‌

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ସୋମବାର ୨୯ ଜିଲାରୁ ୨୨୪୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୨,୨୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୧୩୯୦ ଜଣ…

ବିଶେଷଜ୍ଞଙ୍କ ଚେତାବନୀ: ବର୍ଷାରେ ବଢିବ କରୋନାର ପ୍ରକୋପ !

ନ୍ୟୁୟର୍କ,୧୭।୮: କରୋନା ମହାମାରୀ ସଂକ୍ରମଣ ଏପର୍ଯ୍ୟନ୍ତ କମିବାର ନାଁ ନେଉନାହିଁ। ଏମିତିକି ନ୍ୟୁଜିଲାଣ୍ଡରେ ଏବେ ପୁଣିଥରେ ଏହା ଫେରୁଥିବା କୁହାଯାଉଛି। ଏହି ସମୟରେ ବିଶେଷଜ୍ଞମାନେ ଚେତବାନୀ ଦେଇ କହିଛନ୍ତି କି ବର୍ଷା ଋତୁରେ କରୋନା ସଂକ୍ରମଣ ଦ୍ୱିଗୁଣିତ ହେବ। ତେଣୁ ଏହାକୁ…

୧୧ ଦିନରେ ୧୦ ହଜାର ମୁଣ୍ଡ ନେଲାଣି କରୋନା

ନୂଆଦିଲ୍ଲୀ, ୧୭।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଗତ ୧୧ ଦିନ ମଧ୍ୟରେ କରୋନା ସଂକ୍ରମଣ ଯୋଗୁ ୧୦ ହଜାର ଲୋକଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ଦେଶରେ…

ବଢୁଛି ସୁସ୍ଥହାର, କମୁଛନ୍ତି ଆକ୍ରାନ୍ତ

କଟକ ଅଫିସ,୧୭।୮: କଟକ ଜିଲାରେ ଆରୋଗ୍ୟ ହାର ବଢୁଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଏହି ତଥ୍ୟ ଅଧିକ ଉତ୍ସାହ ଭରିବ ବୋଲି ଜିଲାପାଳ ଭବାନୀ ଶଙ୍କର ଚୟନୀ କହିଛନ୍ତି। ଟେଷ୍ଟିଂ କ୍ରମାଗତ…

ସିଏମ୍‌ସିରେ କରୋନାର ବିପରୀତ ଚିତ୍ର: ଅଧିକ ଆକ୍ରାନ୍ତ ହୋଇଛନ୍ତି ଯୁବପିଢ଼ି

କଟକ ଅଫିସ,୧୭।୮: ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ ଚିତ୍ର ଏବେ ସାମ୍ନାକୁ ଆସିଛି। ଏଠାରେ ବୟସ୍କ ଓ ଶିଶୁଙ୍କ ଅପେକ୍ଷା ଯୁବପିଢ଼ି ଅଧିକ…

କଟକରୁ ୧୧୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୬।୮-କଟକ ସହରରୁ ରବିବାର ୧୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ସରକାରୀ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ଗୃହ ସଙ୍ଗରୋଧରୁ ୬୦ ଜଣ ଏବଂ ୩୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ…

ଛାତରୁ ଡେଇଁ ଆତ୍ମହତ୍ୟା କଲେ କରୋନା ଆକ୍ରାନ୍ତ

ରାଞ୍ଚି, ୧୬।୮: ଝାଡ଼ଖଣ୍ଡରେ ଜଣେ କରୋନା ଆକ୍ରାନ୍ତ ବ୍ୟକ୍ତି ଚିକିତ୍ସାଧୀନ ଅବସ୍ଥାରେ ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣା ରାମଘର ଜିଲାରେ ଘଟିଯାଇଛି। ମୃତ୍ୟୁବରଣ କରିଥିବା ବ୍ୟକ୍ତି ଜଣଙ୍କ ହେଉଛନ୍ତି ୪୫ ବର୍ଷୀୟ ବିଜେନ୍ଦ୍ର ପ୍ରସାଦ ନିରାଲ। କଇଥା ଗ୍ରାମର…

କଟକରେ କରୋନାର ବିପରୀତ ଚିତ୍ର: ଅଧିକ ଆକ୍ରାନ୍ତ ହେଉଛନ୍ତି ଯୁବପିଢ଼ି

କଟକ ଅଫିସ,୧୬ା୮- ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ ଚିତ୍ର ସାମ୍ନାକୁ ଆସିଛି। ଏଠାରେ ବୟସ୍କ ଓ ଶିଶୁଙ୍କ ଅପେକ୍ଷା ଯୁବପିଢ଼ି ଅଧିକ ସଂଖ୍ୟାରେ…

ପୂର୍ବତନ ଭାରତୀୟ କ୍ରିକେଟର୍‌ ଚେତନ ଚୌହାନଙ୍କ ପରଲୋକ

ଲକ୍ଷ୍ନୌ, ୧୬।୮: ପୂର୍ବତନ ଭାରତୀୟ କ୍ରିକେଟର୍‌ ତଥା ବର୍ତ୍ତମାନ ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା ଚେତନ ଚୌହାନ କରୋନାରେ ପ୍ରାଣ ହରାଇଛନ୍ତି। କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ୭୩ ବର୍ଷୀୟ ଚୌହାନ ଶୁକ୍ରବାର ରାତିରୁ ଭେଣ୍ଟିଲେଟରରେ ଭର୍ତ୍ତି…

ମନୋହର ପାରିକରଙ୍କ ପୁଅ କରୋନା ପଜିଟିଭ

ପଣଜୀ,୧୬।୮: ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ତଥା ଗୋଆର ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ମନୋହର ପାରିକରଙ୍କ ପୁଅ ଉତ୍ପଳ ପାରିକର କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ରବିବାର ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପାରିକର…

ମାସ୍କ ପିନ୍ଧିଲେ ଅକ୍ସିଜେନ ଲେବଲ କମ୍‌ ହେବ ନାହିଁ !

ଲଣ୍ଡନ,୧୬।୮: ବିଶ୍ୱରେ କରୋନା ମହାମାରୀ ଲୋକଙ୍କ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରି ଦେଇଥିବା ବେଳେ ଏଥିରୁ ଦୂରେଇ ରହିବା ପାଇଁ ମାସ୍କ ପିନ୍ଧିବା ଜରୁରୀ ବୋଲି କୁହାଯାଇଛି। ହେଲେ ଏବେ ଲୋକଙ୍କ ମଧ୍ୟରେ ଭୟ ଆସୁଛି କି ଦୀର୍ଘ ସମୟ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?