କରୋନା ଭାଇରସ୍‌

ରୁଷିଆର କରୋନା ଭ୍ୟାକ୍ସିନକୁ ମାଙ୍କଡ଼ ଦେହରେ ବି ପରୀକ୍ଷା କରିବ ନାହିଁ ଆମେରିକା!

ଓ୍ବାଶିଂଟନ,୧୫।୮: କରୋନା ମହାମାରୀ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ଦେଇଥିବା ବେଳେ ଏବେ ଏହାର ଭ୍ୟାକ୍ସିନ ଖୋଜିବାରେ ଲାଗିପଡିଛନ୍ତି ସମସ୍ତ ବିକାଶଶୀଳ ଦେଶ। ଏହାରି ମଧ୍ୟରେ ରୁଷିଆ ଚଳିତ ମାସରେ ପ୍ରଥମ କରୋନା ଟିକା ପ୍ରସ୍ତୁତ କରିଥିବା ଦାବି କରିଛି। ହେଲେ…

ଆଜି ଆଉ ୯ ମୁଣ୍ଡ ନେଲା କରୋନା: ଏହି ଜିଲାରୁ ସର୍ବାଧିକ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି କରୋନା। ରାଜ୍ୟରେ ଶନିବାର କରୋନା ସଂକ୍ରମଣରେ ୯ଜଣଙ୍କ ମୃତ୍ୟୁ ଘଟିଛି। ସେଥିରୁ ଜଣେ କଟକ ଜିଲାର(୬୭ ବର୍ଷୀୟା ବୃଦ୍ଧା, ୫୦ ବର୍ଷୀୟ ବ୍ୟକ୍ତି), ଗଞ୍ଜାମର ୫୩ବର୍ଷୀୟ ବ୍ୟକ୍ତି, କେନ୍ଦୁଝରର ୫୮ ବର୍ଷୀୟ…

ଅଗଷ୍ଟ ୧୫ରେ କରୋନାର ରେକର୍ଡ: ଆଜି ଚିହ୍ନଟ ହେଲେ ସର୍ବାଧିକ ୨୪୯୬ ଆକ୍ରାନ୍ତ; ୫୫ହଜାର ଟପିଲା ସଂଖ୍ୟା

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ ଜିଲାରୁ ୨୪୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୯୧ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୯୦୫ ଲୋକାଲ କେସ୍‌ ରହିଥିବା ଅପରାହ୍ନରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କରୋନାର ଶସ୍ତା ଔଷଧ ଏବେ ବଜାରରେ…

ହାଇଦ୍ରାବାଦ୍‌,୧୫।୮: ଦେଶରେ କରୋନା ମହାମାରୀ ସଙ୍କଟ ଥମିବାର ନାଁ ଧରୁନି। ତେବେ ହାଇଦ୍ରାବାଦ୍‌ରୁ ଖୁସି ଖବର ମିଳିଛି। ସ୍ଥାନୀୟ ଔଷଧ କମ୍ପାନୀ ଏମ୍‌ଏସ୍‌ଏନ୍‌ ଗ୍ରୁପ୍‌ ପକ୍ଷରୁ ଶସ୍ତା କରୋନା ଔଷଧ ‘ଫେବିଲୋ’ ପ୍ରସ୍ତୁତ କରାଯାଇଛି। ଏହାକୁ ଫେବିପିରାଭିର୍‌ରୁ ପ୍ରସ୍ତୁତ କରାଯାଇଛି। ଏହାର…

କଟକଣା ସହ ଖୋଲିବ ଆର୍‌ଟିଓ

କଟକ ଅଫିସ,୧୫।୮: କରୋନା ମହାମାରୀ ବେଳେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ) କାର୍ଯ୍ୟ କରୁଥିଲେ ମଧ୍ୟ ସଂକ୍ରମଣ ଭୟରେ ସର୍ବସାଧାରଣଙ୍କ ପାଇଁ ଏଗୁଡ଼ିକ ବନ୍ଦ ରହିଥିଲା। ୫୦ ପ୍ରତିଶତ କର୍ମଚାରୀରେ କାର୍ଯ୍ୟାଳୟ ଚାଲିଥିଲା। କିନ୍ତୁ ଏବେ ସୀମିତ ସେବା ଓ କଟକଣା…

୨୪ ଘଣ୍ଟାରେ କରୋନା ମୃତ୍ୟୁ ସଂଖ୍ୟା ୧ହଜାର ମୁହାଁ

ନୂଆଦିଲ୍ଲୀ,୧୫।୮: ଦେଶରେ କରୋନା ସ୍ଥିତି ବେଳକୁ ବେଳ ବିଗିଡିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୫,୦୦୨ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଏହା ଚିନ୍ତାର କାରଣ ପାଲଟି ଯାଇଛି। ତେବେ ଗତ ୨୪ ଘଣ୍ଟାରେ କରୋନା ମୃତ୍ୟୁ…

ଗାଁକୁ ଯାଇ ପାଠ ପଢ଼ାଇବେ ଶିକ୍ଷକ

ଭୁବନେଶ୍ୱର,୧୫।୮(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଦୋହଲିଯାଇଛି। କେବେ ସ୍କୁଲ ଖୋଲିବ ଏବଂ ଶ୍ରେଣୀରେ ପାଠପଢ଼ା ସ୍ବାଭାବିକ ହେବ ସେନେଇ ନିର୍ଦ୍ଦିଷ୍ଟ କହିହେଉନାହିଁ। ତେଣୁ ଅନ୍‌ଲାଇନ୍‌ ପାଠପଢ଼ାକୁ ଅଧିକାଂଶ ଶିକ୍ଷାନୁଷ୍ଠାନ ଆପଣାଇଛନ୍ତି। କିନ୍ତୁ ଏ କ୍ଷେତ୍ରରେ ସରକାରୀ ବିଦ୍ୟାଳୟଗୁଡିକ…

ଅସମ୍ଭବକୁ ସମ୍ଭବ କରିଛି ଭାରତ: ଦେଶରେ ପ୍ରସ୍ତୁତ ହେଉଛି ୩ କରୋନା ଟୀକା

ନୂଆଦିଲ୍ଲୀ, ୧୫।୮: କରୋନା ମହାମାରୀ ଲଢ଼େଇରେ ଭାରତ ଆଗୁଆ ରହିଛି। ଅସମ୍ଭବକୁ ଭାରତ ସମ୍ଭବ କରି ଦେଖାଇଛି। କରୋନାର ପ୍ରତିରୋଧ ପାଇଁ ଦେଶରେ ୩ ଟି ଟୀକା ଉପରେ ଟ୍ରାଏଲ୍‌ ଜାରି ରହିଛି। ୭୪ ତମ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ…

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅର୍ଥମନ୍ତ୍ରୀ, ପରିବହନମନ୍ତ୍ରୀ: ପୁରୀ, ଗଞ୍ଜାମରେ ପତାକା ଉତ୍ତୋଳନ କରିବେ ଜିଲାପାଳ

ସୋନପୁର,୧୫।୮(ନି.ପ୍ର.): ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କ୍ୱାରାଣ୍ଟାଇନ୍‌ରେ ଥିବା ଜଣାପଡ଼ିଛି। ପୁରୀରେ ଅର୍ଥମନ୍ତ୍ରୀ ପୂଜାରୀ ଓ ଗଞ୍ଜାମରେ ପରିବହନମନ୍ତ୍ରୀ ବେହେରା ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ଶନିବାର ମୁଖ୍ୟଅତିଥି ଭାବରେ…

ଗଞ୍ଜାମରେ ୧ ଲକ୍ଷ ଟପିଛି କରୋନା ଟେଷ୍ଟ

ବ୍ରହ୍ମପୁର ଅଫିସ,୧୪ା୮-ଗଞ୍ଜାମ ଜିଲାରେ କରୋନା ସ୍ଥିତି ସୁଧୁରୁଛି ା ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି। କରୋନା ଟେଷ୍ଟ ବୃଦ୍ଧି ପାଇଛି ା ଜିଲାରେ ଟେଷ୍ଟ ସଂଖ୍ୟା ଏକ ଲକ୍ଷରେ ପହଞ୍ଚିଥିବା ଶୁକ୍ରବାର ବ୍ରହ୍ମପୁର ଟାଉନହଲ ପରିସରରେ ଅନୁଷ୍ଠିତ ଖବରଦାତା…

ରାଜ୍ୟରେ ସୁସ୍ଥ ହେଲେ ୧୩୦୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ୧୩୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୬୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୫୬, କଟକରୁ ୧୨୮, ଯାଜପୁରରୁ ୧୧୧, ମାଲକାନଗିରିରୁ ୭୫, ବାଲେଶ୍ୱରରୁ ୭୧, ସୁନ୍ଦରଗଡରୁ ୬୩, ପୁରୀରୁ ୫୦,…

ରାଜଧାନୀରୁ ପୁଣି ୨୪୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୪।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ପୁଣି ୨୪୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୪୭ ମଧ୍ୟରୁ ୧୪୮ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୯୯ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଆଇଗିଣିଆରୁ ୩, ବାପୁଜୀ ନଗରରୁ ୩, ବୁଦ୍ଧେଶ୍ୱରୀ କଲେନୀରୁ ୪, ଚନ୍ଦ୍ରଶେଖରପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri