ଚର୍ଚ୍ଚାରେ ପୁଟିନଙ୍କ ଦୁଇ ଝିଅ
ମସ୍କୋ,୧୩ା୮: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଝିଅଙ୍କଠାରେ ‘ସ୍ପୁଟନିକ୍ ଭି’ ଭାକ୍ସିନର ପ୍ରୟୋଗ କରାଯାଇଛି। ପୁଟିନ ନିଜେ ଏହା ଦାବି କରିବା ପରେ ତାଙ୍କର କେଉଁ ଝିଅଙ୍କୁ କରୋନା ଟିକା ଦିଆଯାଇଛି ସେନେଇ ଆଲୋଚନା ଆରମ୍ଭ ହୋଇଯାଇଛି। ପୁଟିନ ନିଜ ବ୍ୟକ୍ତିଗତ…
କରୋନା ଆରୋଗ୍ୟ ହାର ୭୦% ଟପିଲା
ନୂଆଦିଲ୍ଲୀ, ୧୩।୮(ପି.ଟି.): ଭାରତରେ କରୋନା ଆରୋଗ୍ୟ ହାର ୭୦ ପ୍ରତିଶତ ଅତିକ୍ରମ କରିଛି। ବୁଧବାର ସୁଦ୍ଧା ୧୬,୩୯,୫୯୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଲେଣି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭.୬୪ ପ୍ରତିଶତ ରହିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିପରି କରୋନାଜନିତ…
ସନ୍ଦେହ ଘେରରେ ସ୍ପୁଟ୍ନିକ୍ ଭି
ନୂଆଦିଲ୍ଲୀ, ୧୩।୮: କରୋନା ମହାମାରୀର ମୁକାବିଲା ଲାଗି ରୁଷିଆ ପ୍ରଥମ କରୋନା ଟିକାକୁ ମଞ୍ଜୁରୀ ପ୍ରଦାନ କରିଥିବାବେଳେ ଏହାର ନିରାପତ୍ତାକୁ ନେଇ ସାରା ବିଶ୍ୱରୁ ପ୍ରଶ୍ନ ଉଠିବାରେ ଲାଗିଛି। ମସ୍କୋର ଗାମଲେୟା ଇନ୍ଷ୍ଟିଚ୍ୟୁଟ ଏବଂ ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟ ମିଳିତ ଭାବେ…
ବଦଳିଲା କୋଭିଡ୍ ଉଲ୍ଲଂଘନ ନିୟମ: ୨ ବର୍ଷ କାରାଦଣ୍ଡ, ୧ଲକ୍ଷ ପର୍ଯ୍ୟନ୍ତ ଜରିମାନା
ଭୁବନେଶ୍ୱର,୧୩।୮(ବ୍ୟୁରୋ): କରୋନା ସଂକ୍ରମଣ ସମଗ୍ର ବିଶ୍ୱରେ ଏକ ବୃହତ ସମସ୍ୟା ସୃଷ୍ଟି କରିଛି। ବିଗତ ମାସକ ମଧ୍ୟରେ ସଂକ୍ରମଣ କମିବା ପରିବର୍ତ୍ତେ ବଢିବାରେ ଲାଗିଛି। ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଉଥିବା ବ୍ୟାପକ ସଚେତନତା ଅଭିଯାନ ସତ୍ତ୍ୱେ କେତେକ ଲୋକ ସାମାଜିକ ଦୂରତା…
କରୋନା ରୋଗୀଙ୍କ ଚିକିତ୍ସାରେ ଅର୍ଥ ବାଧକ ହେବନି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୩।୮(ବ୍ୟୁରୋ): କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବାବେଳେ ଅର୍ଥ ଅଭାବରୁ କୌଣସି କୋଭିଡ୍ ରୋଗୀ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବୁଧବାର ଭିଡିଓ କନ୍ଫରେନ୍ସ ଜରିଆରେ କୋଭିଡ୍…
୧୦ ମାସର ଶିଶୁକୁ ସାନିଟାଇଜର ମିଶ୍ରିତ ପାଣି ପିଇବାକୁ ଦେଲେ ଆଶାକର୍ମୀ
ଅଗରତାଲା, ୧୨।୮: ଜଣେ ୧୦ ମାସର ଶିଶୁକୁ ସାନିଟାଇଜର ମିଶ୍ରିତ ପାଣି ପିଇବାକୁ ଦେଇଛନ୍ତି ଆଶାକର୍ମୀ। ଏଭଳି ଏକ ଅଭାବନୀୟ ଘଟଣା ତ୍ରିପୁରାରେ ଦେଖିବାକୁ ମିଳିଛି। ତ୍ରିପୁରାର ଉନାକୋଟି ଜିଲା ସୋନାମୁରୀ ଗ୍ରାମରେ ଏହି ଅଘଟଣ ଘଟିଛି। ଏଠାରେ ଅବସ୍ଥିତ ପ୍ରାଥମିକ…
ଜୁଲାଇ ଶେଷ ୨ସପ୍ତାହରେ କରୋନାରେ ଆକ୍ରାନ୍ତ ହୋଇଛନ୍ତି ୯୭ହଜାର ଶିଶୁ: ରିପୋର୍ଟ
ଓ୍ବାଶିଂଟନ୍,୧୨।୮: ଆମେରିକାରେ ଜୁଲାଇ ଶେଷ ୨ସପ୍ତାହରେ ଅତି କମ୍ରେ ୯୭ହଜାର ଶିଶୁ କରୋନା ଭାଇରସ୍ ସଂକ୍ରମଣରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ରାଜ୍ୟସ୍ତରୀୟ ତଥ୍ୟର ଏକ ନୂତନ ସମୀକ୍ଷା ରିପୋର୍ଟରେ ଏହି ସୂଚନା ଦେଇଛି ଆମେରିକୀୟ ଏକାଡେମି ଅଫ୍ ପେଡିଆଟ୍ରିକ୍ସ ଓ ଶିଶୁ…
ସୁସ୍ଥ ହେଲେ ୧୬୭୩ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ
ଭୁବନେଶ୍ୱର,୧୨।୮(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୧୬୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୩୮୯ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୭୭, ସୁନ୍ଦରଗଡରୁ ୧୬୩, କଟକରୁ ୧୨୬, କୋରାପୁଟରୁ ୧୨୦, ପୁରୀରୁ ୧୦୦, ସମ୍ବଲପୁରରୁ ୬୧, ବରଗଡରୁ…
ମାସ୍କ ନ ପିନ୍ଧିବାରୁ ଯୁବତୀଙ୍କ ତଣ୍ଟି ଚିପିଦେଲା ପୋଲିସ
ମେଲବୋର୍ନ, ୧୨।୮: ଅଷ୍ଟ୍ରେଲିଆରେ ଜଣେ ଯୁବତୀ ମାସ୍କ ପରିଧାନ କରି ନ ଥିବାରୁ ଜଣେ ପୋଲିସ ଅଧିକାରୀ ତାଙ୍କ ତଣ୍ଟି ଚିପିଦେଇଥିବା ଦେଖିବାକୁ ମିଳିଛି। ଏଥିସହ ପୋଲିସ ସେହି ଯୁବତୀଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ପୋଲିସ ଅଧିକାରୀଜଣଙ୍କ ଯୁବତୀଙ୍କ ତଣ୍ଟି ଚିପି…
କଟକରୁ ୮୫ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ, ୧୨।୮-କଟକ ସହରରୁ ବୁଧବାର ୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନରୁ ୨୪ ଜଣ, କ୍ୱାରାଣ୍ଟାଇନରୁ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ କଣ୍ଟାକ୍ଟ କେସ ୨୧ ରହିଛି। ୮୫ ଜଣ କରୋନା…
ଭୁବନେଶ୍ୱରରେ ଆଜି ୧୮୭ କରୋନା ପଜିଟିଭ୍
ଭୁବନେଶ୍ୱର,୧୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ବୁଧବାର ଆଉ ୧୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮୭ ଜଣଙ୍କ ମଧ୍ୟରୁ ୧୦୪ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୮୩ ଲୋକାଲ କଣ୍ଟାକ୍ଟ କେସ ରହିଛି। ଜୟଦେବ ବିହାରର ଏକ ହୋଟେଲର ୧୮ କର୍ମଚାରୀ ପଜିଟିଭ…
ମୋଦି ସରକାରଙ୍କ ଆଉ ଜଣେ କେନ୍ଦ୍ରମନ୍ତ୍ରୀ କରୋନା ଆକ୍ରାନ୍ତ
ନୂଆଦିଲ୍ଲୀ,୧୨।୮: କେନ୍ଦ୍ର ଆୟୁଷ ମନ୍ତ୍ରୀ ଶ୍ରୀପଦ ୟଶୋ ନାଇକ କରୋନାରେ ପୀଡ଼ିତ ହୋଇଛନ୍ତି। ବୁଧବାର ଆସିଥିବା ସ୍ବାବ ରିପୋର୍ଟରେ ତାଙ୍କର କରୋନା ପଜିଟିଭ୍ ବାହାରିଥିବା ଜଣାପଡ଼ିଛି। ତାଙ୍କ ନିକଟରେ ସାମାନ୍ୟ କରୋନା ଲକ୍ଷଣ ଥିବାରୁ ସେ ହୋମ୍ ଆଇସୋଲେଶନ୍ରେ ରହିଛନ୍ତି। ଏନେଇ…
Archives


