୧୦୨ ଦିନ ପରେ ଏହି ଦେଶରେ ସାମ୍ନାକୁ ଆସିଲା ପ୍ରଥମ କରୋନା କେସ୍
ଓ୍ବେଲିଂଟନ, ୧୧।୮: ୧୦୨ ଦିନ ପରେ ନ୍ୟୁଜିଲାଣ୍ଡରେ ମଙ୍ଗଳବାର ଚିହ୍ନଟ ହୋଇଛି ପ୍ରଥମ କରୋନା ଆକ୍ରାନ୍ତ। ଏହି କାରଣରୁ ପ୍ରଧାନମନ୍ତ୍ରୀ ଦେଶର ବୃହତ ସହର ଓ୍ବେଲିଂଟନର ଅଧିବାସୀଙ୍କୁ ଘରେ ଲକ୍ ଡାଉନ୍ରେ ରହିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଦେଶକୁ କରୋନା ମୁକ୍ତ…
ବେହେରାସାହି ପରେ ଏବେ ଚିନ୍ତା ବଢ଼ାଇଲା ଜାଲୁଆ ସାହି: ଆଜି ଚିହ୍ନଟ ହେଲେ…
କଟକ ଅଫିସ,୧୧।୮: କଟକରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ସହରରେ ଆଉ ୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଉଛି। ସେଥିରୁ ୮୭୦ ଆକ୍ଟିଭ୍…
ରୁଷିଆ ଭ୍ୟାକ୍ସିନ ପାଇଁ ୧ ବିଲିୟନ ଡୋଜର ଅର୍ଡର ଦେଲେ ଏହି ଦେଶ
ମସ୍କୋ,୧୧।୮: ଗତ କିଛି ମାସରୁ ବିଶ୍ୱରେ ମହାମାରୀ କରୋନା ଭାଇରସ୍ ଆତଙ୍କ ଖେଳାଇ ଚାଲିଛି। କରୋନା ଯୋଗୁଁ କୋଟି କୋଟି ଲୋକଙ୍କ ଜୀବନ ଯାଇଥିବା ବେଳେ ଏହା ସବୁ ଦେଶର ଅର୍ଥନୀତି ଅବସ୍ଥାକୁ ଦୋହଲାଇ ଦେଇଛି। ଏହାର ମୁକାବିଲା ପାଇଁ ସବୁ…
ମାଉଥ୍ ଓ୍ବାଶ୍ରେ ଗର୍ଗଲିଂ କଲେ ଦୂର ହେବ କରୋନା ସଂକ୍ରମଣ!
ବଜାରରେ ମିଳୁଥିବା ମାଉଥ୍ ଓ୍ବାଶ୍ ଦ୍ୱାରା ଗର୍ଗଲିଂ କଲେ ମୁହଁ ଓ ଗଳାରେ ଥିବା କରୋନା ଭାଇରସ୍ ସଂକ୍ରମଣ କିଛି ମାତ୍ରାରେ ଦୂର ହୋଇଯିବ ବୋଲି ବୈଜ୍ଞାନିକମାନେ ଏକ ଗବେଷଣା ପରେ ଦାବି କରିଛନ୍ତି। ପିଟିଆଇ ରିପୋର୍ଟ ଅନୁଯାୟୀ, ଜର୍ମାନର Ruhr…
ରୁଷିଆ ଭ୍ୟାକ୍ସିନ ଉପରେ ବିଶ୍ୱାସ ରଖିଲେ ଫିଲିପାଇନ୍ସ ରାଷ୍ଟ୍ରପତି
ମାନିଲା,୧୧।୮: ବିଶ୍ୱର ପ୍ରଥମ କରୋନା ଭାଇରସ୍ ଭ୍ୟାକ୍ସିନର ପଞ୍ଜିକରଣ କରିଛି ରୁଷ। ଏନେଇ ମଙ୍ଗଳବାର ଭ୍ଲାଡିମିର ପୁଟିନ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ମଞ୍ଜୁରୀ ପରେ ଭ୍ଲାଡିମିର ପ୍ରଥମେ ନିଜ ଝିଅଙ୍କୁ ଏହି ଭ୍ୟାକ୍ସିନ ଦେଇଥିବା ଜଣାପଡ଼ିଛି। ଅନ୍ୟପଟେ ରୁଷର ଏହି…
ରୁଷିଆ ରାଷ୍ଟ୍ରପତିଙ୍କ ଝିଅଙ୍କୁ ଦିଆଗଲା ପ୍ରଥମ କରୋନା ଟିକା
ମସ୍କୋ,୧୧।୮: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ମଙ୍ଗଳବାର କହିଛନ୍ତି ଦେଶରେ ପ୍ରସ୍ତୁତ କରାଯାଇଥିବା କରୋନା ଭାଇରସର ପ୍ରଥମ ଭ୍ୟାକ୍ସିନକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଞ୍ଜୁରୀ ପ୍ରଦାନ କରିଛି। ତେବେ ଏହାର ପ୍ରଥମ ଟିକା ତାଙ୍କ ଝିଅଙ୍କୁ ଦିଆଯାଇ ସାରିଛି ବୋଲି ସେ କହିଛନ୍ତି।…
୧୦ ରାଜ୍ୟରେ ଯଦି କରୋନା ସଂକ୍ରମଣକୁ ରୋକାଯାଇ ପାରିବ ତେବେ ଦେଶ ଜିତିବ କରୋନା ଯୁଦ୍ଧ: ମୋଦି
ନୂଆଦିଲ୍ଲୀ,୧୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କରୋନା ଭାଇରସ ମହାମାରୀର ସ୍ଥିତିକୁ ନେଇ ଆଲୋଚନା କରିଛନ୍ତି। ବୈଠକରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଉପସ୍ଥିତ ଥିଲେ। ଭିଡିଓ କନଫରେନସିଂ ଜରିଆରେ ଆୟୋଜିତ ଏହି ବୈଠକରେ ଆନ୍ଧ୍ରପ୍ରଦେଶ,…
ସେପ୍ଟେମ୍ବରରେ ବି ଖୋଲିବନି ସ୍କୁଲ: ୫୮ ପ୍ରତିଶତ ଅଭିଭାବକ ଅରାଜି !
ନୂଆଦିଲ୍ଲୀ, ୧୧।୮: କରୋନା ମହାମାରୀ ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଲକ୍ ଡାଉନ୍ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଛି। ଅନ୍ଲକ୍ର ତୃତୀୟ ପର୍ଯ୍ୟାୟରେ କେତେକ ବ୍ୟବସାୟିକ ଅନୁଷ୍ଠାନ ଖୋଲଯାଇଥିଲେ ମଧ୍ୟ ସ୍କୁଲ କଲେଜ ପୂର୍ବପରି ବନ୍ଦ ରହିଛି।…
ଚାଇନା ସେନାଙ୍କୁ ଦିଆଗଲା କରୋନା ଟିକା !
ବେଜିଂ,୧୧।୮: କରୋନା ଟିକାକୁ ସାରା ବିଶ୍ୱ ଅପେକ୍ଷା ରଖିଥିବା ବେଳେ ରୁଷିଆ ଅଗଷ୍ଟ ୧୨ରେ କରୋନା ଟିକା ପ୍ରଥମ କରି ଆଣିବ ବୋଲି ଦାବି କରିଛି। ଏହାକୁ ଆଉ ଗୋଟିଏ ଦିନ ବାକି ଥିବା ବେଳେ ଏବେ ଖବର ଆସିଛି କି…
ଖୋଲିଲା ସ୍କୁଲ: ଏପରି ପଢ଼ୁଛନ୍ତି ପିଲାମାନେ, ଗୋଟିଏ ବି ଆସୁନି କରୋନା ମାମଲା
ବ୍ୟାଙ୍କକ, ୧୧।୮:କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଲୋକେ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏଥିରୁ ରକ୍ଷା ପାଇବା ପାଇଁ ଲକ୍ଡାଉନ୍, ଶଟ୍ଡାଉନ୍ ଜାରି କରାଯାଇଛି। ଏହି ସମୟରେ…
କରୋନା ଟୀକା ନେଲେ ଆସିବ ପ୍ରବଳ ଜ୍ୱର: ବୁଧବାର ମିଳିବ ମଞ୍ଜୁରୀ
ମସ୍କୋ/ନୂଆଦିଲ୍ଲୀ, ୧୧।୮: କରୋନା ମହାମାରୀ ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବୁଧବାର ରୁଷ୍ରେ କରୋନା ଟୀକା ‘ଗାମ୍-କୋଭିଡ୍-ଭ୍ୟାକ୍-ଲୟୋ’କୁ ଟୀକାକୁ ମଞ୍ଜୁରୀ ମିଳିବ। ଏହା ପରେ ଟୀକାକୁ ସର୍ବ ସାଧାରଣଙ୍କ ପାଇଁ ବ୍ୟବହାର କରାଯିବ। ଏହାକୁ ରୁଷ୍ର ରକ୍ଷା ମନ୍ତ୍ରଣାଳୟ…
ଗଛତଳେ ଚିକିତ୍ସିତ ହେଉଛନ୍ତି ୧୫ରୁ ଅଧିକ କରୋନା ଆକ୍ରାନ୍ତ
ଭିଜିଆନଗରମ୍, ୧୧।୮: କରୋନା ମହାମାରୀ ସଂକ୍ରମଣ ନେଇ ଦେଶରେ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେତେକ ଅଞ୍ଚଳରେ ଆକ୍ରାନ୍ତଙ୍କୁ ଆବଶ୍ୟକ ଚିକିତ୍ସା ମିଳୁ ନ ଥିବା ଅଭିଯୋଗ ହେଉଛି। ଆନ୍ଧ୍ରପ୍ରଦେଶର ଭିଜିଆନଗରମ୍ ଜିଲାରେ ୧୫ରୁ ଅଧିକ କରୋନା ଆକ୍ରାନ୍ତଙ୍କୁ ଗଛତଳେ…
Archives


