କରୋନା ଭାଇରସ୍‌

ତଳମୁହାଁ ସଂକ୍ରମଣ: ଚିହ୍ନଟ ହେଲେ ୮୩୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୬।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୦ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୩୪୬ ଜଣ ଲୋକାଲ କେସ୍‌ ରହିଛନ୍ତି । ସେହିଭଳି ୧୮ ବର୍ଷରୁ…

ପଞ୍ଜାବ ରାଜ୍ୟପାଳ କରୋନା ପଜିଟିଭ, ୨ ଘଣ୍ଟା ପର୍ଯ୍ୟନ୍ତ ରହିଥିଲେ ଶହ ଶହ ପିଲାଙ୍କ ଗହଣରେ

ଚଣ୍ଡିଗଡ଼,୬ ।୮: ପଞ୍ଜାବର ରାଜ୍ୟପାଳ ତଥା ୟୁଟିର ପ୍ରଶାସକ ବନୱାରିଲାଲ ପୁରୋହିତ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସାଢେ ୪ଟାରେ ଆସିଥିବା ଯାଞ୍ଚ ରିପୋର୍ଟରେ ସେ କରୋନା ପଜିଟିଭ ଥିବା ଜଣାପଡିଥିଲା । ପୁରୋହିତ ଶୁକ୍ରବାର ସକାଳ…

ପୁଣି ଡରାଇଲା ଦିଲ୍ଲୀ: ୨୦୦କଣ୍ଟେନମେଣ୍ଟ ଜୋନ, ୬ହଜାରରୁ ଊର୍ଦ୍ଧ୍ୱ ସକ୍ରିୟ ମାମଲା

ନୂଆଦିଲ୍ଲୀ,୫।୮: ରାଜଧାନୀ ଦିଲ୍ଲୀ ସମେତ ଏନ୍‌ସିଆରରେ ପୁଣି ଥରେ କରୋନା କାୟା ମେଲାଇଲାଣି। ଧୀରେ ଧୀରେ ରାଜଧାନୀରେ କଣ୍ଟେନମେଣ୍ଟ ଜୋନ ପୁଣି ଫେରିଥିବା ଦେଖିବାକୁ ମିଳିଛି। କରୋନା ଗ୍ରାଫ୍‌ ଦିନକୁ ଦିନ ବୃଦ୍ଧି ପାଇଥିବା ବେଳେ ସକ୍ରିୟ ମାମଲା ସମେତ ପଜିଟିଭିଟି…

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୮୩୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫ା୮(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୮୩୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୭,୩୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୮୮ ଜଣ ଚିହ୍ନଟ ହୋଇଥିବା…

ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ତେବେ ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୪୧ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ…

ଆତଙ୍କ ଘନେଇଲା…

ନୂଆଦିଲ୍ଲୀ, ୪।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୯୨୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୯୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୬୬ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୫୩୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୮୨…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ସଂକ୍ରମଣରେ ସାମାନ୍ୟ ବ୍ରେକ୍‌…

ନୂଆଦିଲ୍ଲୀ, ୨।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୪୦କୁ ବୃଦ୍ଧି ପାଇଛି।…

ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୧୩୯କୁ ବୃଦ୍ଧି

ଭୁବନେଶ୍ୱର,୧ା୮(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ୮୦୦ ତଳେ ଥିବା ବେଳେ ଆଜି ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ…

ଆଜି ୮୦୦ ତଳେ କରୋନା

ଭୁବନେଶ୍ୱର,୧ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ କମିଛି। ସୋମବାର ରାଜ୍ୟରେ ୮୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହିଛି। ତେବେ ଆଜି ରାଜ୍ୟରୁ ୭୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୩,୯୪୨ରେ ପହଞ୍ଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?