ଝାରସୁଗୁଡାରେ ୪ ଶହ ଛୁଇଁଲା କରୋନା ଆକ୍ରାନ୍ତ ସଂଖ୍ୟା
ଝାରସୁଗୁଡା ଅଫିସ,୧୦।୮: ଝାରସୁଗୁଡା ଜିଲାରୁ ସୋମବାର ୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଶହରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୩୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୨ ଜଣବିଭିନ୍ନ…
ମହଙ୍ଗା ପଡିଲା ଭକ୍ତଙ୍କ ପାଇଁ ମନ୍ଦିର ଖୋଲିବା: ୭୪୩ କର୍ମଚାରୀ କରୋନା ସଂକ୍ରମିତ
ତିରୁପତି,୧୦।୮: କରୋନା ମାହାମାରୀ ବେଳକୁ ବେଳ ତା’ର କାୟା ବିସ୍ତାର କରି ଚାଲିଛି। ଦୀର୍ଘ ୨ ମାସର ଲକ୍ଡାଉନ ପରେ ଏବେ ଏଥିରେ କିଛିଟା କୋହଳ କରାଯିବା ସହ ଅନ୍ଲକରେ ପ୍ରାୟ ସମସ୍ତ ସ୍ଥାନକୁ ସର୍ବସାଧାରଣ ପ୍ରବେଶ ପାଇଁ ଅନୁମତି ପ୍ରଦାନ…
ଏହି ବିଶ୍ୱସୁନ୍ଦରୀ କରୋନା ପଜିଟିଭ
ବଲିଉଡ୍ ଅଭିନେତ୍ରୀ ତଥା ପୂର୍ବତନ ବିଶ୍ୱ ସୁନ୍ଦରୀ ନତାଶା ସୁରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏବେ ସେ ହୋମ୍ କ୍ୱାରାଣ୍ଟାଇନ୍ରେ ଅଛନ୍ତି। ଏ ନେଇ ନିଜେ ନତାଶା ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ଦେଇଛନ୍ତି। ୬ ଦିନ ପୂର୍ବେ ଏକ…
ପ୍ରଣବ ମୁଖାର୍ଜୀ କରୋନା ପଜିଟିଭ
ନୂଆଦିଲ୍ଲୀ,୧୦।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ସେ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି। ଗତ ଦୁଇ ସପ୍ତାହ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି…
ପିପିଇ କିଟ୍ ପିନ୍ଧି କରୋନା ପଜିଟିଭ୍ ସ୍ତ୍ରୀଙ୍କୁ ଭେଟିବାକୁ ହସ୍ପିଟାଲ ଗଲେ ସ୍ବାମୀ: ଘଟିଲା ଏମିତି କିଛି….
ଓ୍ବାସିଂଟନ୍, ୧୦।୮: ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ସ୍ତ୍ରୀଙ୍କୁ ଭେଟିବା ପାଇଁ ଯାଇଥିଲେଳ ୯୦ ବର୍ଷୀୟ ସ୍ବାମୀ। ଏହାର କିଛି ସମୟ ପରେ ତାଙ୍କ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ସେ ମଧ୍ୟ କରୋନା ପଜିଟିଭ ବୋଲି…
କରୋନା ଟିକା କୌଣସି ମ୍ୟାଜିକ ନୁହେଁ: ଡବ୍ଲୁଏଚ୍ଓ
ଓ୍ବାଶିଂଟନ,୧୦।୮: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍ଓ) ଏକ ଚେତାବନୀ ଦେଇ କହିଛି କରୋନା ଭାଇରସର ଟିକା ବା ଭ୍ୟାକ୍ସିନ କୌଣସି ମ୍ୟାଜିକ ନୁହେଁ। ଏହା ଯେଉଁ ମାସରେ ଆସିବ ସେହି ମାସରେ ଯେ ସଂକ୍ରମଣ ଆଖି ପିଛୁଳାକେ କମ୍ ହୋଇଯିବ ତାହା ଭାବିବା…
ଆଜି ସର୍ବାଧିକ ୧୪ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୧୦ା୮(ବ୍ୟୁରୋ) : ସୋମବାର ଆଉ ୧୪ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୮୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ ଗଞ୍ଜାମରୁ ୬, ଖୋର୍ଦ୍ଧା…
CORONAVIRUS UPDATE: ରାଜ୍ୟରେ ୪୭,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୫୨୮ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୦ା୮(ବ୍ୟୁରୋ) : ସୋମବାର ୨୯ ଜିଲାରୁ ୧୫୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୪୫୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୯୪୮…
ଲକ୍ଡାଉନ୍ରେ ବୃଦ୍ଧି ପାଉଛି ଧଳା ଜହର କାରବାର…
ମୁମ୍ବାଇ, ୧୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଜାରି ରହିଛି। ଏପରିସ୍ଥଳେ କାମଧନ୍ଧା ଅଭାବରୁ ଲୋକଙ୍କ ପାଖରେ ଟଙ୍କାର ଘୋର ଅଭାବ…
ଆଉ ୨ ଦିନ ପରେ ଏଠାରେ ମିଳିବ କରୋନା ଟୀକା…
ନୂଆଦିଲ୍ଲୀ/ମସ୍କୋ, ୧୦।୮: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ତେବେ ଆଉ ଦିନ ପରେ ଅଗଷ୍ଟ ୧୨ରେ କରୋନା ଟୀକା ଆସିବାକୁ ଯାଉଛି। ମଞ୍ଜୁରୀ ମିଳିବା ପରେ ଏହାକୁ ସାଧାରଣ ଲୋକଙ୍କୁ ଦିଆଯିବ। ପ୍ରଥମେ ରୁଷ୍ରେ ଏହାର ବ୍ୟାପକ…
୨୨ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୧୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ସୋମବାର ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨୨ ଲକ୍ଷ ୧୫ ହଜାର ୭୪ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୪୪ ହଜାର ୩୮୬ ଛୁଇଁଛି। ଗତ ୨୪…
କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ କରୋନା ଆକ୍ରାନ୍ତ
ବେଙ୍ଗାଲୁରୁ, ୧୦।୮:କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପା କରୋନା ଆକ୍ରାନ୍ତ ହେବାର ସପ୍ତାହେ ପରେ ରବିବାର ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ ବି. ଶ୍ରୀରାମୁଲୁଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଜ୍ୱର ଲକ୍ଷଣ ଦେଖାଦେବାରୁ ସେ କୋଭିଡ୍ ପରୀକ୍ଷା କରାଇଥିଲେ। ଏବେ ସେ ବେଙ୍ଗାଲୁରୁର ବାଓରିଙ୍ଗ…
Archives


