କୋଭିଡ୍ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ୧୧ ମୃତ
ବିଜୟଓ୍ବାଡ଼ା, ୯।୮: ଏବେ କୋଭିଡ୍ କେୟାର ସେଣ୍ଟର ମଧ୍ୟ ଆକ୍ରାନ୍ତଙ୍କ ପାଇଁ ସୁରକ୍ଷିତ ନୁହେଁ। ୩ ଦିନତଳେ ଗୁଜରାଟର ଅହମଦାବାଦ୍ଠାରେ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ସେହିପରି ରବିବାର ଭୋର ୫ଟା ୯ରେ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରେ କୋଭିଡ୍ କେୟାର ସେଣ୍ଟର ଭାବେ…
ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ କରୋନା
ଜୟପୁର, ୯ା୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଓ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରେ ଆଉ ଦୁଇଜଣ କେନ୍ଦ୍ରମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। କେନ୍ଦ୍ର କୃଷି ରାଷ୍ଟ୍ରମନ୍ତ୍ରୀ କୌଳାସ ଚୌଧୁରୀ ଶନିବାର କରୋନା ଆକ୍ରାନ୍ତ ହୋଇଥିବା…
କରୋନା ନେଲାଣି ୧୯୬ ଡାକ୍ତରଙ୍କ ଜୀବନ
ନୂଆଦିଲ୍ଲୀ, ୯ା୮: ମହାମାରୀ କରୋନା ଉଗ୍ର ରୂପ ଧାରଣ କରିଥିବାବେଳେ ଦେଶରେ କରୋନା ଯୋଦ୍ଧା ସାଜି ରୋଗୀସେବା କରୁଥିବା ଡାକ୍ତରଙ୍କ ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ରୋଗୀଙ୍କୁ ଉପଯୁକ୍ତ ବେଡ୍, ଚିକିତ୍ସା ସୁବିଧା ଯୋଗାଇଦେବା ଲାଗି ସେମାନଙ୍କୁ ବିଭିନ୍ନ ପ୍ରତିକୂଳ ପରିସ୍ଥିତି ଦେଇ…
ଦେଶରେ ୧୯୬ଜଣ ଡାକ୍ତରଙ୍କ ଜୀବନ ନେଲାଣି କରୋନା
ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ଏପର୍ଯ୍ୟନ୍ତ ଭାରତରେ ୧୯୬ ଜଣ ଡାକ୍ତରଙ୍କ ଜୀବନ ନେଇସାରିଲାଣି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସାଧାରଣ ଚିକିତ୍ସକ। ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍ଏସ୍) ପକ୍ଷରୁ ଶନିବାର ଏହି ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିପ୍ରତି ବିଶେଷ…
ଆଜି ସୁସ୍ଥ ହେଲେ ୧୫୪୪ କରୋନା ଆକ୍ରାନ୍ତ: ଏହି ଜିଲାରୁ ସର୍ବାଧିକ ସୁସ୍ଥ…
ଭୁବନେଶ୍ୱର,୮।୮(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୧୫୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୫୬୦ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୦୩, କୋରାପୁଟରୁ ୧୪୩, ଗଜପତିରୁ ୭୫, ନୟାଗଡରୁ ୬୨, ସୁନ୍ଦରଗଡରୁ ୫୯, କନ୍ଧମାଳରୁ ୪୧, କଟକରୁ ୩୭, କଳାହାଣ୍ଡିରୁ ୩୬,…
କୋରାପୁଟରେ କରୋନା: ଆଜି ୬ ଯୋଦ୍ଧାଙ୍କ ସମେତ ୪୯ ପଜିଟିଭ୍ ଚିହ୍ନଟ
କୋରାପୁଟ,୮ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନା ନେଉନି। ଶନିବାର ପୁଣି ଜିଲାରୁ ୬ କରୋନା ଯୋଦ୍ଧାଙ୍କ ସମେତ ୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ଜିଲାରେ କରୋନା ରୋଗୀ ଓ ପରିବାରକୁ ସହାୟତା ଦେବା ପାଇଁ ଜିଲାର…
ଭୁବନେଶ୍ୱରରେ ବଢୁଛି ସଂକ୍ରମଣ: ଆଉ ୧୯୦ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୮।୮(ବ୍ୟୁରୋ)-ରାଜଧାନୀରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖା। ଶନିବାର ଭୁବନେଶ୍ୱରରେ ଆଉ ୧୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୯୦ ଜଣଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୩୮ ଜଣ ଚିହ୍ନଟ ହୋଇଥିବାବେଳେ ୫୨ ଲୋକାଲ କଣ୍ଟାକ୍ଟ କେସ। କପିଳେଶ୍ୱର କଞ୍ଚସାହିରୁ…
କେନ୍ଦୁଝରରେ ୫ ଦିନରେ କରୋନା ନେଲାଣି ୪ ଜୀବନ
କେନ୍ଦୁଝର,୮ା୮(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶନିବାର ଆଉ ଦୁଇ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଗତ ୫ ଦିନରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାରୁ ଜିଲାବାସୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଉଭୟ…
କରୋନା ମୃତକଙ୍କ ସତ୍କାର ପୂର୍ବରୁ ସ୍ବାସ୍ଥ୍ୟକର୍ମୀଙ୍କ ଅବସ୍ଥା ହେଲା ଏପରି: ଭିଡିଓ ଶେୟାର କଲେ ଆଇଏଏସ୍ ଅଫିସର
ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ସମୟରେ ଆଗଧାଡିର ଯୋଦ୍ଧା ପାଲଟିଛନ୍ତି ସ୍ବାସ୍ଥ୍ୟକର୍ମୀ। ସେମାନେ ନିଜ ଜୀବନକୁ ବାଜି ଲଗାଇ ନିସ୍ବାର୍ଥପର ଭାବେ ଲୋକଙ୍କ ସେବା କରିଚାଲିଛନ୍ତି। ଏହି ଯୁଦ୍ଧରେ ଲଢ଼ି ଲଢ଼ି ଥକି ପଡ଼ୁଥିବା ସ୍ବାସ୍ଥ୍ୟକର୍ମୀଙ୍କର ଫଟୋ ଅନେକ ସମୟରେ ସୋସିଆଲ…
ଭାରତରେ ଉପଲବ୍ଧ ହେବ କରୋନା ଟିକା, ଦାମ୍ ରହିଛି…
ନୂଆଦିଲ୍ଲୀ,୮ା୮ : ଭାରତରେ କରୋନା ମହାମାରୀ ବର୍ତ୍ତମାନ ଦ୍ରୁତ ଗତିରେ ମାଡ଼ିଚାଲିଛି। ସଂକ୍ରମିତଙ୍କ ସଂଖ୍ୟାରେ ଭାରତ ପ୍ରଥମ ସ୍ଥାନରେ ପହଞ୍ଚିଛି। ଏଭଳି ପରିସ୍ଥିତିରେ ବର୍ତ୍ତମାନ ଲୋକେ କରୋନା ଟିକା ପରୀକ୍ଷା ଆଶା କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଅକ୍ସଫୋର୍ଡ ୟୁନିଭରସିଟି ଟିକାଠାରୁ ଲୋକେ…
ଫେରିବାଲା-ପରିବା ବିକାଳିଙ୍କ ହେବ କରୋନା ଟେଷ୍ଟ !
ନୂଆଦିଲ୍ଲୀ,୮।୮: ଦେଶରେ ବେଳକୁ ବେଳ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏବେ ଏହାକୁ କମ୍ କରିବାକୁ ଚିନ୍ତା କରୁଛି। ଏହି କ୍ରମରେ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ କିଛି ଉପଦେଶ…
ସେପ୍ଟେମ୍ବରରୁ ସ୍କୁଲ ଖୋଲିବା ପାଇଁ କେନ୍ଦ୍ର ସରକାରଙ୍କ ଯୋଜନା !
ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ସମସ୍ତ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାର ସେପ୍ଟେମ୍ବରଠାରୁ ସ୍କୁଲ ଖୋଲିବା ଉପରେ ବିଚାର କରୁଛନ୍ତି। ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲିବାର ଯୋଜନା ରହିଛି। ପ୍ରଥମେ ଦଶମରୁ ଦ୍ୱାଦଶ ଶ୍ରେଣୀ…
Archives


