୬ ଶ୍ରମିକ କରୋନା ପଜିଟିଭ୍ ଚିହ୍ନଟ: ଶିଳ୍ପ ପ୍ରତିଷ୍ଠାନ ବନ୍ଦ ଦାବି ଜୋର୍ ଧରିଲା
ଝାରସୁଗୁଡ଼ା ଅଫିସ,୬ା୮: ଝାରସୁଗୁଡ଼ା ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବହୁ ପଦକ୍ଷେପ ନିଆଯିବ ସହ ସାପ୍ତାହିକ ଶନିବାର ଏବଂ ରବିବାର ଶଟ୍ଡାଉନ ଘୋଷଣା କରାଯାଇଛି। କିନ୍ତୁ…
କରୋନାକୁ ମାତ୍ ଦେଲା ମାଲକାନଗିରିର ୧୩ ମାସର ଶିଶୁ
କୋରୁକୋଣ୍ଡା,୬।୮(ଡି.ଏନ.ଏ.): ମାଲକାନଗିରି ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଏପରିସ୍ଥଳେ କରୋନାକୁ ହରାଇଛନ୍ତି ୧୩ ମାସର ଜଣେ ଶିଶୁ। ସେ ହେଲେ ଦୀପମ ମଣ୍ଡଳ। ତାଙ୍କ ଘର କାଲିମେଳା ବ୍ଲକ ଅନ୍ତର୍ଗତ ଏମଭି-୪୫ ଗ୍ରାମରେ। ଚେନ୍ନାଇରୁ ମା’ଙ୍କ ସହ ଫେରିଥିବା…
ଆଜି ବରଗଡ଼ରେ ୮୧ ନୂଆ କରୋନା ପଜିଟିଭ୍: ଜାଣନ୍ତୁ କେଉଁ ବ୍ଲକରୁ କେତେ
ବରଗଡ଼ ଅଫିସ,୬ା୮: ବରଗଡ଼ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଗୁରୁବାର ଜିଲାରେ ୮୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୩୨ ଆକ୍ରାନ୍ତ ରହିଛନ୍ତି। ସେହିପରି ସୋହେଲାରୁ ୪, ଭେଡ଼େନରୁ ୩,…
ଭଦ୍ରକରେ ୮୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭଦ୍ରକ ଅଫିସ,୬ା୮: ଗୁରୁବାର ଭଦ୍ରକରେ ପୁଣି ୬୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୪୫ ଜଣ ସ୍ଥାନୀୟ ସଂକ୍ରମିତ। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୮୦୫ରେ ପହଞ୍ଚିଥିବା ଜିଲା…
ଖୁସି ଖବର: ୫୦ ଟଙ୍କାରେ ମିଳିବ କରୋନା ଔଷଧ !
ନୂଆଦିଲ୍ଲୀ,୬।୮: ଦେଶର ଔଷଧ ନିର୍ମାଣକାରୀ କମ୍ପାନୀ ଲୁପିନ(Lupin) ବୁଧବାର କମ୍ ଓ ମଧ୍ୟମ ଲକ୍ଷଣ ଥିବା କରୋନା ଭାଇରସ ସଂକ୍ରମିତଙ୍କ ଚିକିତ୍ସା ପାଇଁ ଆଣ୍ଟିଭାଇରାଲ ଔଷଧ ଫାବିପିରାଭିର ଲଞ୍ଚ କରିଥିବା ଘୋଷଣା କରିଛି। କୋଭିହଲ୍ଟ (Covihalt) ନାମରେ ମିଳୁଥିବା ଏହି ଔଷଧର…
ଟୁଇଟ୍ କରିପାରିବେନି ଟ୍ରମ୍ପ!
ଓ୍ବାଶିଂଟନ,୬।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟୁଇଟର ଆକାଉଣ୍ଟକୁ ଅସ୍ଥାୟୀ ଭାବେ ବନ୍ଦ କରାଯାଇଥିବା ସୂଚନା ମିଳିଛି। ତେବେ କରୋନା ଭାଇରସ ସଂକ୍ରମଣକୁ ନେଇ ଟ୍ରମ୍ପକୁ ଟୁଇଟର ଆକାଉଣ୍ଟରେ ଭୁଲ୍ ତଥ୍ୟ ଦିଆଯାଇଥିବାରୁ ଏମିତି ପଦକ୍ଷେପ ନିଆଯାଇଥିବା କୁହାଯାଉଛି। ଟୁଇଟରର ଜଣେ…
୫ମାସ ପରେ ଏହି ଦିନ ଖୋଲିବ ମା’ ବୈଷ୍ଣୋଦେବୀଙ୍କ ମନ୍ଦିର
ଜମ୍ମୁ,୬।୮: ଜମ୍ମୁ-କଶ୍ମୀର କଟରାରେ ଥିବା ମା’ ବୈଷ୍ଣୋଦେବୀଙ୍କ ଯାତ୍ରା କରିବାକୁ ଇଛା ପ୍ରକାଶ କରିଥିବା ଶ୍ରଦ୍ଧାଳୁଙ୍କ ପାଇଁ ଖୁସିଖବର। ଖୁବ୍ଶୀଘ୍ର ସେମାନଙ୍କର ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। କାରଣ କରୋନା ଲକ୍ଡାଉନ ଯୋଗୁ ଦୀର୍ଘ ୫ମାସ ଧରି ବନ୍ଦ ରହିଥିବା ଧାର୍ମିକ…
CORONAVIRUS UPDATE: ରାଜ୍ୟରେ ୪୦,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୧୬୯୯ ପଜିଟିଭ୍
ଭୁବନେଶ୍ୱର,୬ା୮(ବ୍ୟୁରୋ) : ଗୁରୁବାର ୨୯ଟି ଜିଲାରୁ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୧୦୭୩…
ପୁଣି ୧୦ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୬।୮(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ଆଉ ୧୦ ଜଣଙ୍କ ଜୀବନ ଯାଇଛି। ଫଳରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି ପାଇଛି। ଏହି ୧୦ମୃତକଙ୍କ ମଧ୍ୟରେ ସୁନ୍ଦରଗଡ ଏବଂ ଭଦ୍ରକ ଜିଲାରୁ ଜଣେ ଲେଖାଏ ମହିଳା ଅଛନ୍ତି। ସେହିପରି ନବରଙ୍ଗପୁର,…
ଆମେରିକା-ବ୍ରାଜିଲକୁ ପୁଣି ପଛରେ ପକାଇଲା ଭାରତ
ନୂଆଦିଲ୍ଲୀ,୬।୮: କରୋନା ମହାମାରୀ ଏବେ ଦେଶରେ ଯେଉଁ ପରିମାଣରେ ବୃଦ୍ଧି ପାଇବାରେ ଲାଗିଛି ତାହା ସମସ୍ତଙ୍କୁ ଚକିତ କରି ଦେଇଛି। ଏବେସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯ ଲକ୍ଷ ଅତିକ୍ରମ କରିଥିବା ବେଳେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ଏସବୁ ୫ ରାଜ୍ୟରେ ଜାରି ରହିଛି କରୋନା ମହାମାରୀ ତାଣ୍ଡବ
ନୂଆଦିଲ୍ଲୀ, ୬।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଦେଶର ୫ଟି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ସେସବୁ ରାଜ୍ୟ ମଧ୍ୟରେ ମହାରାଷ୍ଟ ପ୍ରଥମ ସ୍ଥାନରେ ରହିଛି। ଏହା ପଛକୁ…
ଚାଇନା ଉପରେ ମାଡ଼ି ଆସିଲା ବିପଦ: କରୋନା ପରେ ଏବେ ନୂଆ ସଂକ୍ରମଣ
ବେଜିଂ, ୬।୮: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଉପରେ ପୁଣି ଏକ ନୂଆ ବିପଦ ମାଡ଼ି ଆସୁଛି। ଏଠାରେ ନୂଆ ସଂକ୍ରମଣରେ ୬୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଗ୍ଲୋବାଲ ଟାଇମ୍ସ୍ ରିପୋର୍ଟ ଅନୁସାରେ…
Archives


