କରୋନା ଟେଷ୍ଟ ନାଁରେ ଯୁବତୀଙ୍କ ସହ ଏପରି କଲେ ଲ୍ୟାବ୍ ଟେକ୍ନିସିଆନ
ମୁମ୍ବାଇ, ୨୭।୭: କରୋନା ମହାମାରୀ ଦ୍ୱାରା ଭାରତରେ ସର୍ବାଧିକ ପ୍ରଭାବିତ ହୋଇଥିବା ରାଜ୍ୟମାନଙ୍କ ମଧ୍ୟରେ ମହାରାଷ୍ଟ୍ର ସର୍ବାଗ୍ରେ ରହିଛି। ତେବେ ଏଭଳି ଏକ ସଙ୍ଗୀନ ପରିସ୍ଥିତିରେ ସେହି ମହାରାଷ୍ଟ୍ରରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଅମରାବତୀରେ ଜଣେ ଲ୍ୟାବ୍ ଟେକ୍ନିସିଆନ…
ସୁସ୍ଥ ହେଲେ ଆଉ ୭୭୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୭୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୧୨ ଜଣ ଅଛନ୍ତି। ସେହିପରି କଟକରୁ ୧୧୬, ଖୋର୍ଦ୍ଧାରୁ ୮୧, କେନ୍ଦୁଝରରୁ ୬୮, କୋରାପୁଟରୁ ୪୧, ରାୟଗ ୩୧, ଗଜପତିରୁ ୨୭,…
କଟକରୁ ଆଉ ୨୨ ପଜିଟିଭ୍: ରହିଛି ୭ ଲୋକାଲ କେସ୍
ଭୁବନେଶ୍ୱର, ୩୧।୭(ବ୍ୟୁରୋ): କଟକ ସହରରୁ ଶୁକ୍ରବାର ୨୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭ ଲୋକାଲ କେସ୍ ରହିଛି। ଏ ନେଇ କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ଟୁଇଟ୍…
ଖୁସି ଖବର: ଖୁବ୍ଶୀଘ୍ର କରୋନା ଟିକା ଆଣିବ ‘ଅଷ୍ଟ୍ରାଜେନେକା’
ମହାମାରୀ କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ପ୍ରତିଦିନ ବହୁ ସଂଖ୍ୟାରେ ଲୋକ ଏଥିରେ ମୃତ୍ୟୁବରଣ କରୁଛନ୍ତି। ଏହାକୁ ନିୟନ୍ତ୍ରଣ କରିବାର କୌଣସି ଉପାୟ ଏପର୍ଯ୍ୟନ୍ତ ମିଳିନାହିଁ। ମାତ୍ର କରୋନାର ଅନ୍ତ ଏବେ ଭେକ୍ସିନ୍ (ଟିକା) ଦ୍ୱାରା ହେବ, ଯେଉଁଥିପାଇଁ…
କରୋନାରୁ ରକ୍ଷା ପାଇଁ ଘରୋଇ ଉପଚାର ବଢ଼ାଉଛି ବିପଦ!
ସବୁ ଜିନିଷର ଅତ୍ୟଧିକ ମାତ୍ରା କ୍ଷତିକାରକ। ତାହା ଆମ ସ୍ବାସ୍ଥ୍ୟ ଜନିତ ହୋଇଥାଉ ନା କାହିଁକି। କରୋନା ସଂକ୍ରମଣ ସମୟରେ ଏମିତି କିଛି ଦେଖିବାକୁ ମିଳିଛି। କରୋନାରୁ ରକ୍ଷା ପାଇବା ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଆମକୁ ଘରୋଇ ଉପଚାର ଆପଣାଇବାକୁ କହୁଛନ୍ତି।…
କରୋନା ଚିକିତ୍ସାରେ ଖର୍ଚ୍ଚ ହେଲା ୪୦ ଲକ୍ଷ ଟଙ୍କା: ଶେଷରେ ଘଟିଲା ଏମିତି କିଛି…
ହାଇଦ୍ରାବାଦ, ୩୧।୭: କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ଏଥିରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ତେବେ କରୋନା ଚିକିତ୍ସା ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ମୂଲ୍ୟ ନିର୍ଦ୍ଧାରିତ…
ପାଣିରେ ମରିପାରନ୍ତି କରୋନା ଭାଇରସ୍!
ମସ୍କୋ,୩୧।୭: ମହାମାରୀ କରୋନା ଭାଇରସ୍ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ପ୍ରତିଦିନ ବିଭିନ୍ନ ଦେଶରେ କରୋନାର ବର୍ଦ୍ଧିତ ମାମଲା ସାମ୍ନାକୁ ଆସୁଛି। ଏଥିରୁ ରକ୍ଷା ପାଇବା ପାଇଁ ସଫାସୁତୁରା ରହିବା ସହ ବାରମ୍ବାର ହାତ ଧୋଇବା, ମାସ୍କ ପିନ୍ଧିବା ଓ…
୧୦ ବର୍ଷରୁ କମ୍ ବୟସର ଶିଶୁଙ୍କଠାରୁ କରୋନା ବ୍ୟାପିବାର ସମ୍ଭାବନା ଅଧିକ !
ଓ୍ବାଶିଂଟନ,୩୧।୭: କରୋନା ମହାମାରୀ ଏବେ ଭୟଙ୍କର ରୂପ ନେଇଥିବା ବେଳେ କେତେକ ସ୍ଥାନରେ ଏହା ଗୋଷ୍ଠୀ ସଂକ୍ରମଣରେ ପରିଣତ ହୋଇଥିବା କୁହାଯାଉଛି। ଏଭଳି ସମୟରେ ଜେଏଏମ୍ଏ ପେଡିଆଟ୍ରିକ୍ସ ଦ୍ୱାରା କରାଯାଇଥିବା ଏକ ଗବେଷଣା କହୁଛି ଯେ ୧୦ ବର୍ଷରୁ କମ୍ ବୟସର…
କରୋନା ପ୍ରଭାବ: କୁଏତରେ ଭାରତୀୟ ନାଗରିକଙ୍କ ପ୍ରବେଶ ନିଷେଧ
କୁଏତ ସିଟି,୩୧।୭: କରୋନା ସଙ୍କଟ ଯୋଗୁ କୁଏତରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଦୀର୍ଘ ଦିନରୁ କୁଏତ ସରକାର ନିଜ ଦେଶରେ ଯାତ୍ରା ଉପରେ ଲଗାଇଥିବା ପ୍ରତିବନ୍ଧକକୁ ଏବେ ହଟାଇ ଦେଇଛନ୍ତି। କିନ୍ତୁ କିଛି ଦେଶର ଲୋକଙ୍କ ପ୍ରବେଶ ଉପରେ ପ୍ରତିବନ୍ଧକ…
ଗଞ୍ଜାମରେ ବୋଲ ମାନୁନି କରୋନା: ଆଜି ୧୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୩୧।୭(ବ୍ୟୁରୋ): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗୀନ ହୋଇ ପଡ଼ିଲାଣି। ଶୁକ୍ରବାର ୩୬୮ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୦ ହଜାର ଟପିଛି। ରାଜ୍ୟର ପ୍ରଥମ ଜିଲା ଭାବେ ଜିଲାରେ ମୋଟ…
୩୩ ବର୍ଷ ହେବ ଇଂଲିଶ ଯୋଗୁ ଦଶମ ବୋର୍ଡ ପରୀକ୍ଷାରେ ହେଉଥିଲେ ଫେଲ, ଏବେ କଲେ ପାସ୍, ଜାଣନ୍ତୁ କେମିତି..
ନୂଆଦିଲ୍ଲୀ, ୩୧।୭: ୩୩ ବର୍ଷ ହେବ ଯାହା ହୋଇପାରୁ ନ ଥିଲା ତାହା କରି ଦେଖାଇଛି କରୋନା। କଥାଟା ହେଲା, ହାଇଦ୍ରାବାଦର ମହମ୍ମଦ ନୁରୁଦ୍ଦିନ(୫୧) ଗତ ୩୩ ବର୍ଷ ପରେ ଦଶମ ବୋର୍ଡ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇପାରିଛନ୍ତି। ତାହା ପୁଣି କରୋନା…
ଆଜି ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୭୭କୁ ବୃଦ୍ଧି
ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଶୁକବ୍ରାର ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୭୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମରୁ…
Archives


