କରୋନା ଭାଇରସ୍‌

CORONAVIRUS UPDATE: ରାଜ୍ୟରେ ୩୧ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୪୯୯ ଚିହ୍ନଟ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଶୁକବ୍ରାର ଆଉ ୧୪୯୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍‌ରୁ ୯୧୪ ଜଣ ଚିହ୍ନଟ ହୋଇଥିବା ବେଳେ…

ପଞ୍ଚମ ସ୍ଥାନରେ ଭାରତ: ମାସକରେ ଗଲାଣି ୧୮ ହଜାରରୁ ଉର୍ଦ୍ଧ୍ୱ ଜୀବନ

ନୂଆଦିଲ୍ଲୀ,୩୧।୭: ଦେଶରେ କରୋନା ସଂକ୍ରମଣର ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଗୋଟିଏ ଦିନରେ ୫୫ ହଜାରରୁ ଅଧିକ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୬ ଲକ୍ଷ ଅତିକ୍ରମ କରି ସାରିଛି। ଯାହା ଉଭୟ ସରକାର…

୨୪ ଘଣ୍ଟାରେ ୫୫ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କୁ ନେଇ ଦେଶ ଅତିକ୍ରମ କଲା ୧୬ ଲକ୍ଷ

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ମିଳିଥିବା ସୂଚନା ଅନୁଯାୟୀ, ଏବେ ଦେଶ କରୋନା ସଂକ୍ରମଣରେ ପ୍ରତିଦିନ ନୂଆ ନୂଆ ରେକର୍ଡ କରିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୫,୦୭୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା…

ମହାରାଷ୍ଟ୍ରରେ କରୋନା ନେଲାଣି ୧୦୦ ପୋଲିସଙ୍କ ଜୀବନ

ମୁମ୍ବାଇ, ୩୦।୭: କରୋନା ମହାମାରୀ ଦ୍ୱାରା ଭାରତରେ ସର୍ବାଧିକ ପ୍ରଭାବିତ ହୋଇଥିବା ରାଜ୍ୟ ତାଲିକାରେ ମହାରାଷ୍ଟ୍ର ସର୍ବାଗ୍ରେ ରହିଛି। ଏଠାରେ ବର୍ତ୍ତମାନ ସୁଦ୍ଧା ୪ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଏହି ପ୍ରାଣଘାତୀ ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୧୫ ହଜାର…

କ୍ୟାପିଟାଲ ଥାନାର ୬ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର, ୩୦ା୭(ବ୍ୟୁରୋ):ଭୁବନେଶ୍ୱରରେ ଏବେ ରାଜ୍ୟର କରୋନା ହବ୍‌ ପାଲଟିଛି। ଏଥିରୁ କରୋନା ଯୋଦ୍ଧା ମଧ୍ୟ ବାଦ ପଡ଼ିନାହଁାନ୍ତି। ଗୁରୁବାର ଗୋଟିଏ ଦିନରେ କ୍ୟାପିଟାଲ ଥାନାର ୬ ଜଣ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ ଆସିଛି। ସମସ୍ତ କର୍ମଚାରୀମାନେ ନିୟମିତ ଥାନାକୁ ଆସୁଥିବାବେଳେ ଗୁରୁବାର…

କରୋନା ସନ୍ଦିଗ୍ଧ ପୁଅର ମୃତ୍ୟୁ ଖବର ଶୁଣି ଆଖି ବୁଜିଲେ ମା

ବୋକାରୋ, ୩୦।୭: ଷ୍ଟିଲ୍‌ ସିଟି ଭାବେ ପରିଚିତ ଝାଡ଼ଖଣ୍ଡର ବୋକାରୋ ସହରରେ ଏକ ଦୁଃଖଦ ଘଟଣା ଘଟିଯାଇଛି। କରୋନା ସନ୍ଦିଗ୍ଧ ପୁଅର ମୃତ୍ୟୁ ଖବର ଶୁଣିବା ପରେ ଏହାକୁ ଗ୍ରହଣ କରି ନ ପାରି ମା’ ମଧ୍ୟ ଆଖି ବୁଜି ଦେଇଛନ୍ତି।…

ରାଜ୍ୟରେ ୫ ଲକ୍ଷ ଛୁଇଁଲା ଟେଷ୍ଟ ସଂଖ୍ୟା

ଭୁବନେଶ୍ୱର, ୩୦ା୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ସଂକ୍ରମଣ ରୋକିବାକୁ ହେଲେ ପ୍ରଥମେ ସବୁ ଆକ୍ରାନ୍ତଙ୍କୁ ଚିହ୍ନଟ କରିବାକୁ ହେବ। ଏଥିପାଇଁ ସରକାର ଟେଷ୍ଟିଂକୁ ଗୁରୁତ୍ୱ ଦେଉଛନ୍ତି। ପ୍ରଥମ ୧୦ ସପ୍ତାହରେ ୧ଲକ୍ଷ କୋଭିଡ୍‌ ପରୀକ୍ଷା ହୋଇଥିଲା। ବର୍ତ୍ତମାନ ୫୪ ପରୀକ୍ଷାଗାର କାର୍ଯ୍ୟ କରୁଥିବାବେଳେ…

ଅଧିକ ସାନିଟାଇଜର ବ୍ୟବହାର ଆଣିପାରେ ଏହିସବୁ ସ୍ବାସ୍ଥ୍ୟ ସମସ୍ୟା: ଜାଣନ୍ତୁ…

କରୋନା ଭାଇରସ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏଥିରୁ ମୁକ୍ତି ପାଇବା ପାଇଁ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଔଷଧ ଆସିନାହିଁ। ଫଳରେ ସାମାଜିକ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦୭ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ ଜାଣନ୍ତୁ…

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ରାଜ୍ୟରେ ଗୁରୁବାର ମହାମାରୀ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୮୦୭ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧୯,୭୪୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ଭଉଣୀ ପଠାଇଥିବା ରାକ୍ଷୀକୁ କ’ଣ କଲେ କରୋନା ଆକ୍ରାନ୍ତ ଭାଇ: ଜାଣନ୍ତୁ…

ନୂଆ ଦିଲ୍ଲୀ, ୩୦।୭: କରୋନା (କୋଭିଡ୍‌-୧୯)କୁ ନେଇ ସମସ୍ତେ ଆତଙ୍କିତ ଅବସ୍ଥାରେ। କରୋନା ଭୟ ଯୋଗୁ ଏବେ ଆଉ କୌଣସି ପର୍ବପର୍ବାଣୀର ମଜା ରହୁନାହିଁ। ତେବେ ରାକ୍ଷୀକୁ ଆଉ ମାତ୍ର ଅଳ୍ପ କେଇଟା ଦିନ ବାକି ରହିଲା। ଏହି ଦିନ ଭଉଣୀ…

କରୋନାରୁ ରକ୍ଷା ପାଇଁ ଘରୋଇ ଉପାୟରେ ଫେସ୍‌ ଶିଲ୍ଡ ତିଆରି କଲେ ଏହି ବ୍ୟକ୍ତି, ଭିଡିଓ ଶେୟାର କଲେ ଆଇଏଏସ୍‌ ଅଫିସର

କରୋନା ଭାଇରସ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ଏଭଳି ସମୟରେ ଲୋକେ ଘରେ ରହି କରୋନା ଠାରୁ ଦୂରେଇ ରହୁଛନ୍ତି। ଜରୁରି କାମ ଥିଲେ ସାମାଜିକ ଦୂରତ୍ୱ ରକ୍ଷାକରି ଲୋକେ ଘରୁ ବାହାରକୁ ବାହାରୁଛନ୍ତି। ଏହି ସମୟରେ ସୋସିଆଲ ମିଡିଆରେ…

କଟକରୁ ଆଉ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୩୦।୭-କଟକ ସହରରୁ ଗୁରୁବାର ଆଉ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୦ଟି କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୧ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ଜଣ ସରକାରୀ କ୍ୱାରାଣ୍ଟାଇନରେ ଥିବାବେଳେ ୩୩ଜଣ ହୋମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?