କରୋନା ଭାଇରସ୍‌

ହେପାଟାଇଟିସ୍‌ ଔଷଧରେ ଭଲ ହେବ କରୋନା

ରୋହତକ, ୩୦।୭: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଭିନ୍ନ ଔଷଧ ସମ୍ପର୍କରେ ଚର୍ଚ୍ଚା ଜାରି ରହିଛି। ସମ୍ପ୍ରତି ହରିୟାଣାର ରୋହତକସ୍ଥିତ ପିଜିଆଇଏମ୍‌ଏସ୍‌ ପକ୍ଷରୁ କୁହାଯାଇଛି ଯେ, ହେପାଟାଇଟିସ୍‌-ସି ଲାଗି ବ୍ୟବହାର…

୪ଦିନ ହେବ ବସ୍ତିରେ ରହିଛନ୍ତିି ପଜିଟିଭ୍‌

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବସ୍ତି ଓ ଶିଳ୍ପାଞ୍ଚଳରେ କାର୍ଯ୍ୟ କରୁଥିବା ବାହାର ଶ୍ରମିକଙ୍କ ପାଇଁ ଭୁବନେଶ୍ୱରରେ ଏବେ ସଂକ୍ରମଣ ବଢ଼ିଚାଲିଛି। ବର୍ତ୍ତମାନ ସହରରେ ୫ଶହରୁ ଊର୍ଦ୍ଧ୍ୱ ବସ୍ତି ରହିଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏସବୁ ବସ୍ତିରେ ଆକ୍ଟିଭ୍‌ ସର୍ଭିଲାନ୍ସ ଜାରି…

ଅକ୍ଟୋବର ୧୫ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌

ରୋମ, ୩୦।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଇଟାଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ଦେଶରେ ଅକ୍ଟୋବର ୧୫ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ସମୟସୀମା ବଢ଼ାଇବାକୁ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ପୂର୍ବରୁ…

ବରାଳିନୀ ସାହି କଣ୍ଟେନମେଣ୍ଟ ଜୋନ

ଜି.ଉଦୟଗିରି, ୩୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ସହର ବିଭିନ୍ନ ସାହିରେ କରୋନା କାୟା ବିସ୍ତାର କରିଚାଲିଛି। ମହାଗୁଡା ସାହି, କଚେରୀ ସାହି, ଓ ବସ୍‌ଷ୍ଟାଣ୍ଡ ସାହି ପରେ ବରାଳିନୀ ସାହି ଏବେ କରୋନା କବଳରେ। ବୁଧବାର ବରାଳିନୀ ସାହିରେ କରୋନା…

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଶହ ଶହ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ଗୁରୁବାର ପୁଣି କାରୋନାଜନିତ ଆଉ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ…

୨୪ ଘଣ୍ଟାରେ ସର୍ବାଧିକ ସଂକ୍ରମିତ

ନୂଆଦିଲ୍ଲୀ,୩୦।୭: ବେଳକୁ ବେଳ ଭୟଙ୍କର ହେବାକୁ ଯାଉଛି କରୋନା ସଂକ୍ରମଣ। ପୂର୍ବ ଆକଳନ ଅନୁଯାୟୀ ଦେଶରେ ଏବେ କରୋନା ମହାମାରୀ ରେକର୍ଡ ପରେ ରେକର୍ଡ କରି ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୫୨,୧୨୩ ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ…

ଦେଶରେ ୧୫୦ ଦିନରେ ସୁସ୍ଥ ହେଲେଣି ୧୦ ଲକ୍ଷ ସଂକ୍ରମିତ

ନୂଆଦିଲ୍ଲୀ,୩୦।୭: କରୋନା ମହାମାରୀ ଏବେ ବିଶ୍ୱରେ ତାଣ୍ଡବ ରଚିଥିବା ବେଳେ ଭାରତ ମଧ୍ୟ ଏଥିରୁ ବାଦ୍‌ ପଡି ନାହିଁ। ହେଲେ ଦେଶରେ ଯେଉଁପରି ଭାବେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ସେହିପରି ଭାବେ ଭୟ ବଢି ବଢି ଚାଲିଛି। ତେବେ…

CORONAVIRUS UPDATE: ରାଜ୍ୟରେ ୩୦ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ କରୋନା ଭାଇରସ୍‌ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଯାହା ଏବେ ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି। ରାଜ୍ୟରେ ଗୁରୁବାର ପୁଣି ୧୨୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ…

କରୋନାକୁ ହରାଇଲେ ୩୦ ମହିଳା ପୋଲିସ ଅଧିକାରୀ

ହାଇଦ୍ରାବାଦ,୩୦।୭: କରୋନା ମହାମାରୀ ଏବେ ସାରା ଦେଶ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଏଥିରେ କରୋନା ଯୋଦ୍ଧାଙ୍କ ସଂକ୍ରମଣ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଉଛି। ତେବେ ତେଲେଙ୍ଗାନା ପୋଲିସର ପ୍ରାୟ ୩୦ ଜଣ ମହିଳା ପୋଲିସ ଅଧିକାରୀ କରୋନା ଯୁଦ୍ଧରେ…

ମାନସୀ ବଞ୍ଚାଇଲେ ୬ ହଜାର ଶ୍ରମିକଙ୍କ ଜୀବନ

ଭୁବନେଶ୍ୱର,୩୦।୭(ବ୍ୟୁରୋ): କରୋନା କଟକଣାରେ ରାଜ୍ୟ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ଘରକୁ ଫେରାଇ ଆଣିବା ଲାଗି ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ହେଲେ ମାଲିକ ଓ ଠିକାଦାରଙ୍କ ନିକଟରେ ଏବେ ବି ହଜାର ହଜାର ଦାଦନ ବନ୍ଧା…

ବାହୁବଲୀ ନିର୍ଦ୍ଦେଶକଙ୍କ ଘରେ କରୋନା: ହୋମ୍‌ କ୍ୱାରାଣ୍ଟାଇନ୍‌ରେ ପୁରା ପରିବାର

ମୁମ୍ବାଇ,୩୦।୭: ବେଶ୍‌ ଲୋକପ୍ରିୟ ଫିଲ୍ମ ବାହୁବଲୀ ଓ ବାହୁବଲୀ-୨ ନିର୍ଦ୍ଦେଶକ ଏସ୍‌.ଏସ୍‌. ରାଜାମୌଲି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରାଜାମୌଲି ଓ ତାଙ୍କ ପରିବାରର ମମସ୍ତ ସଦସ୍ୟଙ୍କ ନିକଟରେ ସାମାନ୍ୟ କରୋନା ଲକ୍ଷଣ ଦେଖାଯିବାରୁ ସେମାନେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିବା ଜଣାପଡ଼ିଛି।…

ରାତ୍ରିକାଳୀନ କଟକଣା କୋହଳ

ନୂଆଦିଲ୍ଲୀ,୩୦।୭: ଦେଶରେ କୋଭିଡ୍‌-୧୯ ସ୍ଥିତିକୁ ଅନୁଧ୍ୟାନ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଅନ୍‌ଲକ୍‌-୩ ନିର୍ଦ୍ଦେଶନାମା(ଗାଇଡ୍‌ଲାଇନ) ଜାରି କରାଯାଇଛି। ଏହା ଅଗଷ୍ଟ ୩୧ପର୍ଯ୍ୟନ୍ତ ଜାରି ରହିବ। ଜୁନ୍‌ ୨୯ତାରିଖରେ ଜାରି ହୋଇଥିବା ଅନ୍‌ଲକ୍‌-୨ ଆସନ୍ତା ଶୁକ୍ରବାର ଶେଷ ହେଉଛି। ତେଣୁ କଣ୍ଟେନ୍‌ମେଣ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri