କରୋନା ଭାଇରସ୍‌

ରାଜ୍ୟରେ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା: ଆଉ ୮୭୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜ୍ୟରେ ବୁଧବାର ପୁଣି ୮୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ୮୭୮ଜଣଙ୍କ ମଧ୍ୟରେ ଗଞ୍ଜାମରୁ ୩୯୬ ଜଣ, ଖୋର୍ଦ୍ଧାରୁ ୧୧୪ଜଣ, ଗଜପତିରୁ ୪୯ଜଣ, ଜଗତସିଂହପୁରରୁ ୪୪ଜଣ, କୋରାପୁଟରୁ ୩୫ଜଣ, ବାଲେଶ୍ୱରରୁ ୩୩ଜଣ, କନ୍ଧମାଳରୁ ୨୯ଜଣ, ଅନୁଗୋଳରୁ ୨୬ଜଣ, କେନ୍ଦୁଝରରୁ ୨୩ଜଣ,…

କରୋନାରୁ ବର୍ତ୍ତିବା ପାଇଁ ନିଆରା ଉପାୟ ଆପଣାଇଲେ ବ୍ୟକ୍ତି

କାନବେରା,୨୯।୭: ବିଶ୍ୱରେ ମହାମାରୀ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। କରୋନା ସହ ମୁକାବିଲା କରିବା ପାଇଁ ସାରା ଦେଶର ବିଶେଷଜ୍ଞ ଭ୍ୟାକ୍‌ସିନ ବାହାର କରିବାରେ ଲାଗିପଡ଼ିଛନ୍ତି। ତେବେ ଭ୍ୟାକସିନ୍‌ ନ ବାହାରିବା ପର୍ଯ୍ୟନ୍ତ ଲୋକମାନେ ବିଭିନ୍ନ ଉପାୟ ଆପଣାଇ ଏଥିରୁ…

ଏହି ଜିଲାକୁ ୪ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କଲେ ଜିଲାପାଳ

ବଲାଙ୍ଗୀର ଅଫିସ,୨୯।୭-ବଲାଙ୍ଗୀର ଜିଲାକୁ ୪ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଜୁଲାଇ ୩୧ରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ସମଗ୍ର ଜିଲା ଶଟ୍‌ଡାଉନ ରହିବ। ବୁଧବାର ଜିଲାପାଳ ଅରବିନ୍ଦ ଡାକୁଆ ଏହି ସୂଚନା ଦେଇଛନ୍ତି। ଗତକାଲି ଜିଲାରେ ୨୧ ଆକ୍ରାନ୍ତ…

ପ୍ଲାଜମା ଦାନ କଲେ ରାଜ୍ୟର ପ୍ରଥମ ମହିଳା

ଭୁବନେଶ୍ୱର,୨୯।୭(ବ୍ୟୁରୋ)-କରୋନାକୁ ହରାଇବା ପରେ କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଜଣେ ଛାତ୍ରୀ ବୁଧବାର ପ୍ଲାଜମା ଦାନ କରିଛନ୍ତି। ଏଥିପାଇଁ ତାଙ୍କୁ ଶୁଭେଚ୍ଛା ଜଣାଯାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି…

ରାଜଧାନୀରେ ମାଡି ଚାଲିଛି କରୋନା: ଆଉ ୧୩୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ମାଡି ଚାଲିଛି କରୋନା। ବୁଧବାର ଆଉ ୧୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯୮ ଜଣ କ୍ୱାରାଣ୍ଟାଇନରୁ ଥିବାବେଳେ ୩୯ ଲୋକାଲ କେସ। ୟୁନିଟ-୧ରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସତ୍ୟନଗରରୁ ୭, ଏକ ଘରୋଇ…

ନିକଟରେ ୫ମ ବିବାହ କରିଥିବା ଶତାୟୁ ବୃଦ୍ଧ କରୋନାକୁ ହରାଇଲେ

କରୋନା ସଂକ୍ରମଣ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ପାକିସ୍ତାନରେ ୨.୭୪ଲକ୍ଷ ଲୋକ ଏଥିରେ ସଂକ୍ରମିତ ହୋଇଥିବା ବେଳେ ୫,୮୪୨ଜଣଙ୍କର ମୃତ୍ୟୁ ଘଟିଥିବା…

କରୋନା ନାମରେ ସହାୟତା ନେଇ ଲମ୍ବୋର୍ଗିନି ଗାଡି କିଣିଲେ ଏହି ବ୍ୟକ୍ତି

କରୋନା ସମୟରେ ଗରିବ ଏବଂ ବେରୋଜଗାର ସଂଖ୍ୟା ବଢ଼ିଯାଇଛି। ଅନେକ ବ୍ୟବସାୟ ବନ୍ଦ ହୋଇଯାଇଛି। ଏହି ସମୟରେ ସରକାର ଗରିବ ଏବଂ ଶ୍ରମିକଙ୍କୁ ସହାୟତା କରୁଛନ୍ତି। ମାତ୍ର ଆମେରିକାରେ ରହୁଥିବା ଡେଭିଡ୍‌ ଟି ହାଇନ୍ସ ନାମକ ଜଣେ ବ୍ୟକ୍ତି କରୋନା ନାମରେ…

କରୋନା ଟୀକା ପ୍ରଥମେ ଦିଆଯିବ ଏସବୁ ଲୋକଙ୍କୁ…

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୯।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ପ୍ରତିଷେଧକ ଟୀକା ପ୍ରସ୍ତୁତି ହୋଇ ସାରିଛି। ମଣିଷଙ୍କଠାରେ ଟୀକାର ଶେଷ ପର୍ଯ୍ୟାୟ ପରୀକ୍ଷା ସମ୍ପୂର୍ଣ୍ଣ ହେବା ପରେ ଆଉ ୧୫ ଦିନ ମଧ୍ୟରେ…

ଗଞ୍ଜାମରେ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ଆଉ ୨ କୋଭିଡ କେୟାର ସେଣ୍ଟର: ୩୦୦ ବେଡ୍‌, ୩୬ ଆଇସିୟୁ ବ୍ୟବସ୍ଥା

ଛତ୍ରପୁର, ୨୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲ ଓ ବ୍ରହ୍ମପୁରର ଏମ୍‌କେସିଜି ମେଡିକାଲ କଲେଜରେ ଉତ୍ସର୍ଗୀକୃତ କୋଭିଡ୍‌ କେୟାର ସେଣ୍ଟର ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଏଥିରେ ୧୫୦ ଲେଖାଏ ମୋଟ ୩୦୦ ବେଡ୍‌ ରହିବ। ଏଥିସହ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲରେ…

ଅଗଷ୍ଟ ୧୦ ପୂର୍ବରୁ ଆସିବ କରୋନା ଟୀକା

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୯।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ପ୍ରତିଷେଧକ ଟୀକା ପ୍ରସ୍ତୁତି ହୋଇ ସାରିଛି। ମଣିଷଙ୍କଠାରେ ଟୀକାର ଶେଷ ପର୍ଯ୍ୟାୟ ପରୀକ୍ଷା ସମ୍ପୂର୍ଣ୍ଣ ହେବା ପରେ ଅଗଷ୍ଟ ୧୦ ପୂର୍ବରୁ ଏହା…

ମୋବାଇଲ ଦ୍ୱାରା ବ୍ୟାପୁଛି କରୋନା!

କରୋନା ଭାଇରସ ସମଗ୍ର ବିଶ୍ୱରେ କାୟା ବିସ୍ତା କରିବାରେ ଲାଗିଛି। ଦେଖୁ ଦେଖୁ ଏହା ଚାଇନାରୁ ଆମେରିକା, ବ୍ରିଟେନ, ଭାରତ ସମେତ ବିଶ୍ୱର କୋଣ ଅନୁକୋଣରେ ପହଞ୍ଚିସାରିଛି। ଏହି ଭାଇରସକୁ ନେଇ ଅନେକ ପ୍ରକାରର କଥା ସାମ୍ନାକୁ ଆସୁଛି। ଚାଇନାରୁ ଆରମ୍ଭ…

ବାରମ୍ବାର ହାତ ଧୋଇବା ପରେ ବି ମନରୁ ଯାଉନି କରୋନା ଭୂତାଣୁ ଭୟ, ହୋଇପାରେ ଏହି ରୋଗର ଲକ୍ଷଣ..

ମହାମାରୀ କରୋନା କବଳରେ ସାରା ବିଶ୍ୱ। ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଏଭଳି ସ୍ଥିତିରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅଥବା ଡାକ୍ତରମାନେ ରୋଗରୁ ରକ୍ଷା ପାଇବା ଲାଗି ଲୋକମାନଙ୍କୁ ବିଭିନ୍ନ ପରାମର୍ଶ ଦେଉଛନ୍ତି। ଯେପରିକି ମାସ୍କର ବ୍ୟବହାର, ବାରମ୍ବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri