କରୋନା ଭାଇରସ୍‌

କ୍ୱାରାଣ୍ଟାଇନ୍‌ ଶେଷ କରି ଜିମ୍‌ରେ ପହଞ୍ଚିଲେ ସୋନମ

ମୁମ୍ବାଇ: ନିକଟରେ ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ନିଜ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ଲଣ୍ଡନ ଫେରିଯାଇଛନ୍ତି। ଲଣ୍ଡନରେ ପହଞ୍ଚିବା ପରେ କରୋନା ସଙ୍କଟ ଯୋଗୁ ଦୁହିଁଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିଛି। ତେବେ କ୍ୱାରାଣ୍ଟାଇନ୍‌ ଅବଧି ଶେଷ ହେବା ପରେ…

ଭୋକ ସହି ନ ପାରି ପ୍ରତିମାସରେ ୧୦ ହଜାରରୁ ଅଧିକ ଶିଶୁଙ୍କ ମୃତ୍ୟୁ ଘଟୁଛି

ଜେନେଭା, ୨୮।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏହାଯୋଗୁ ଗରିବ ଲୋକେ କାମଧନ୍ଧା ପାଇପାରୁ ନାହାଁନ୍ତି। ସେମାନଙ୍କ ପାଖରେ ଟଙ୍କାର ଅଭାବ ସୃଷ୍ଟି ହୋଇଛି। ଫଳରେ…

ଲୋକଙ୍କ ଅଭିଯୋଗ ବୁଝିବାକୁ ଥାନା ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ଡିଜିପି

ଭୁବନେଶ୍ୱର, ୨୮।୭(ବ୍ୟୁରୋ): କରୋନା ସମୟରେ ଲୋକଙ୍କ ଅଭିଯୋଗ ବୁଝିବା ପାଇଁ ରାଜ୍ୟର ସମସ୍ତ ଥାନାରେ ଡିଜିପି ଅଭୟ ନୂଆ ଗାଇଡଲାଇନ ଜାରି କରିଛନ୍ତି । ପୋଲିସ କର୍ମଚାରୀମାନେ କେଉଁଭଳି ଅଭିଯୋଗ ବୁଝିବେ, ସେ ନେଇ ଡିଜିପି ଏହି ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି।…

ପ୍ଲାଜମା ନେଇ ଗଞ୍ଜାମ ଜିଲାର ୩ କରୋନା ଆକ୍ରାନ୍ତ ସୁସ୍ଥ: ଶୁଭେଚ୍ଛା ଜଣାଇଲେ ଜିଲାପାଳ

ଛତ୍ରପୁର,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ୩ ଜଣ ଗୁରୁତର କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପି ଦିଆଯାଇଥିଲା ଉକ୍ତ ୩ ଜଣଙ୍କ ମଧ୍ୟରେ ୨ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି। ପ୍ଲାଜମା ଥେରାପି ପରେ ଉକ୍ତ…

ଗଞ୍ଜାମ ପୋଲିସ ପକ୍ଷରୁ ମାସ୍କ ପାଇଁ ୧.୫୬ ଲକ୍ଷ ଜରିମାନା ଆଦାୟ

ଛତ୍ରପୁର, ୨୮।୭(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ଗଞ୍ଜାମ ପୋଲିସ ତଥା ପ୍ରଶାସନ ପକ୍ଷରୁ କୋଭିଡ୍‌ ନିୟମକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଏହି ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପୋଲିସ ପକ୍ଷରୁ ଯାଞ୍ଚ କରାଯାଇ ମାସ୍କ ପିନ୍ଧି…

ମାସ୍କ୍‌ ପିନ୍ଧି ନ ଥିବା ଛେଳିକୁ ବାନ୍ଧି ନେଲେ ପୋଲିସ ବାବୁ…

କାନପୁର, ୨୮।୭: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାସ୍କ୍‌ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏପରିସ୍ଥଳେ ଉତ୍ତରପ୍ରଦେଶରେ ମାସ୍କ୍‌ ନ ପିନ୍ଧି ରାସ୍ତାରେ ବୁଲୁଥିବା ଏକ ଛେଳିକୁ ପୋଲିସ ବାବୁ ବାନ୍ଧି ଥାନାକୁ ନେଇ…

ଗଞ୍ଜାମରେ ଆଇଏଏସ୍‌, ଓଏଏସ୍‌ ଅଧିକାରୀଙ୍କୁ କାଉନ୍‌ସିଲିଂ କଲେ ଦିଲ୍ଲୀର ମନସ୍ତତ୍ତ୍ୱ ପ୍ରଫେସର

ଛତ୍ରପୁର, ୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଅଣାୟତ ଆଡ଼କୁ ଗଲାଣି। କରୋନା ସଂକ୍ରମଣକୁ କିଭଳି ନିୟନ୍ତ୍ରଣ କରାଯିବ ସେନେଇ ଜ଼ିଲାର ଆଇଏଏସ୍‌, ଓଏଏସ୍‌ ତଥା ବରିଷ୍ଠ ଅଧିକାରୀମାନେ ରାତି ଦିନ କାର୍ଯ୍ୟ କରୁଛନ୍ତି। ସେମାନେ କରୋନା ମୁକାବିଲା କାର୍ଯ୍ୟ କରୁଥିବାବେଳେ…

ବରଗଡ଼ ଜିଲାରୁ ୧୦ ନୂଆ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୮୬

ବରଗଡ଼ ଅଫିସ, ୨୮।୭: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ଅତାବିରା ଏନ୍‌ଏସିର କଣ୍ଟେନମେଣ୍ଟ ଅଞ୍ଚଳରୁ ସର୍ବାଧିକ ୯ ଜଣ ରହିଥିବା ବେଳେ ଅନ୍ୟଜଣକ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ…

ଏଥର ଭଦ୍ରକରୁ ଚିହ୍ନଟ ପଜିଟିଭ୍‌ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୨୮।୭: ଭଦ୍ରକ ଜିଲାରେ ମଙ୍ଗଳବାର ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୯ ଛୁଇଁଛି। ତେବେ ୨ ଚିହ୍ନଟ ସ୍ଥାନୀୟ ଅଞ୍ଚଳ ବୋଲି ସୂଚନା ମିଳିଛି। ଉଭୟଙ୍କ ମଧ୍ୟରୁ ଜଣେ…

କେନ୍ଦୁଝରରେ କୋଭିଡ୍‌ ନିୟମ ଉଲ୍ଲଂଘନ: ନର୍ସ ଚାକିରି ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାରେ ଭିଡ଼

କେନ୍ଦୁଝର, ୨୮।୭ (ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ କୋଭିଡ୍‌ ନିୟମର ଖୋଲାଖୋଲି ଉଲ୍ଲଂଘନ ହେଉଛି। ମେଡିକାଲ ଭିତରକୁ ପ୍ରବେଶ କରୁଥିବା ଲୋକଙ୍କ ତାପମାତ୍ରା ରେକର୍ଡ କରିବା ସହ ଆବଶ୍ୟକତା ନ ଥିଲେ ସମସ୍ତଙ୍କୁ…

କେନ୍ଦୁଝରରୁ ୭୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ଛୁଇଁଲା ୭୩୦

କେନ୍ଦୁଝର, ୨୮।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ କରୋନା ସ୍ଥିତ ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି। ମଙ୍ଗଳବାର ଜିଲାରୁ ୭୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୦ରେ ପହଞ୍ଚିଛି। ଏଥିମଧ୍ୟରୁ ୪୩୬ ଜଣ ସୁସ୍ଥ…

ଦେଶର ୫ଟି ଅଞ୍ଚଳରେ ହେବ କରୋନା ଟୀକା ପରୀକ୍ଷଣ…

ନୂଆଦିଲ୍ଲୀ, ୨୮।୭: ଭାରତରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଏସଷ୍ଟ୍ରାଜେନିକା ପକ୍ଷରୁ ପ୍ରସ୍ତୁତ କରାଯାଇଥିବା କରୋନା ପ୍ରତିଷେଧକ ଟୀକା ‘କୋଭି ଶିଲ୍ଡ’ର ତୃତୀୟ ଏବଂ ଅନ୍ତିମ ପର୍ଯ୍ୟାୟ ପରୀକ୍ଷଣ ଭାରତରେ କରାଯିବ। ଦେଶର ୫ଟି ଅଞ୍ଚଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri