କରୋନା ଭାଇରସ୍‌

୫ ବର୍ଷର ଶିଶୁଙ୍କୁ ଛାଡିଲାନି କରୋନା: ରାଜ୍ୟରେ ନେଲା ଆଉ ୭ ମୁଣ୍ଡ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଏକ ୫ ବର୍ଷର ଶିଶୁ ସମେତ ୭ ଜଣଙ୍କ ଜୀବନ ନେଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ବୁଧବାର ୧୫ ଲକ୍ଷ ଟପିବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା !

ନୂଆଦିଲ୍ଲୀ, ୨୮।୭: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ଥମୁ ନ ଥିବାରୁ ସରକାରଙ୍କ ଚିନ୍ତା ବୃଦ୍ଧି ପାଉଛି। ବୁଧବାର ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

CORONAVIRUS UPDATE: ପୁଣି ୧,୨୧୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ,୪୬୨ ସ୍ଥାନୀୟ ଅଞ୍ଚଳର

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ପୁଣି ୧,୨୧୫ ନୂଆ କରୋନା ପଜିଟିଭ୍‌ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୧୦୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ…

କରୋନା ମହାମାରୀ ଚିକିତ୍ସା ସମ୍ପର୍କରେ ମିଳିବ ଖୁସି ଖବର…

ଓ୍ବାଶିଂଟନ, ୨୮।୭: ପୃଥିବୀରେ କରୋନା ମହାମାରୀ ନେଇ ଆତଙ୍କ ଦେଖାଦେଇଛି। କରୋନା ସଂକ୍ରମଣ ଚିକିତ୍ସା ନେଇ ଆସନ୍ତା ୨ ସପ୍ତାହ ମଧ୍ୟରେ ଖୁସି ଖବର ମିଳିବ ବୋଲି ଆମେରିକା କହିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏନେଇ ସୂଚନା ଦେଇଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କୁ…

ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେଲା ଆଉ ଏକ କୋଭିଡ୍‌ ହସ୍ପିଟାଲ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ଭୁବନେଶ୍ୱରରେ ଆଉ ଏକ କୋଭିଡ୍‌ ହସ୍ପିଟାଲ ସୋମବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ଚନ୍ଦ୍ରଶେଖରପୁର ସ୍ଥିତ ଆଦିତ୍ୟ ଅଶ୍ୱିନୀ ହସ୍ପିଟାଲରେ ଏହି ବ୍ୟବସ୍ଥା ହୋଇଛି। ଏହି ହସ୍ପିଟାଲରେ ୧୫୦ ଶଯ୍ୟାର ବ୍ୟବସ୍ଥା ରହିଥିବା ବେଳେ ୩୦ଟି ଆଇସିୟୁର ବେଡ୍‌ ରହିଛି। ବିଏମ୍‌ସି ଓ ହସ୍ପିଟାଲ…

ରାଜ୍ୟରେ ଆଉ ୫୮୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ରାଜ୍ୟରେ ସୋମବାର ପୁଣି ୫୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୧୬୦ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୭୭, ଗଜପତିରୁ ୪୩, କଟକରୁ ୩୪, ମାଲକାନଗିରିରୁ ୩୨, ବରଗଡରୁ ୨୫, ଭଦ୍ରକରୁ ୨୩, କେନ୍ଦୁଝରରୁ ୧୯, ଅନୁଗୋଳ, କନ୍ଧମାଳରୁ…

ବିଶ୍ୱରେ କରୋନାରୁ ସୁସ୍ଥ ହେଲେ ଏକ କୋଟି ଲୋକ

ନୂଆଦିଲ୍ଲୀ, ୨୭।୭: କରୋନା ଭାଇରସ୍‌ଜନିତ ସ୍ଥିତି ବିଶ୍ୱରେ ବର୍ତ୍ତମାନ ସାରା ବିଶ୍ୱରେ ଗମ୍ଭୀର ରୂପ ଧାରଣ କରିଛି। କେତୋଟି ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାର ପରିଲକ୍ଷିତ ହୋଇଛି। ଏହି ଦେଶଗୁଡ଼ିକ ମଧ୍ୟରେ ଆମେରିକାର, ବ୍ରାଜିଲ,…

ରାଜ୍ୟରେ ଆରମ୍ଭ ହେଲା କୋଭାକ୍ସିନ ମାନବ ପରୀକ୍ଷଣ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ଭୁବନେଶ୍ୱର ସମ ହସ୍ପିଟାଲରେ ସୋମବାର କୋଭାକ୍ସିନର ମାନବ ପରୀକ୍ଷଣ ଆରମ୍ଭ ହୋଇଛି। ଭାରତ ବାୟୋଟେକ ପ୍ରସ୍ତୁତ କୋଭାକ୍ସିନର ହେଲା ପରୀକ୍ଷା। ପରୀକ୍ଷଣ ପାଇଁ ରାଜି ହୋଇଥିବା ସାମାଜିକ କର୍ମୀଙ୍କଠାରେ ଟ୍ରାଏଲ କରାଯାଇଛି। ଏ ନେଇ ପରୀକ୍ଷଣର ପ୍ରମୁଖ ଥିବା ପର୍ଯ୍ୟବେକ୍ଷକ ଡାକ୍ତର…

ମୋବାଇଲ ଭ୍ୟାନ୍‌ରେ ହେବ କରୋନା ଟେଷ୍ଟ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ଏଣିକି ମୋବାଇଲ ଭ୍ୟାନରେ ହେବ କରୋନା ଟେଷ୍ଟ। ରାଜ୍ୟର ବିଭିନ୍ନ ସ୍ଥାନରେ ଏହି ଭ୍ୟାନ ବୁଲି ଟେଷ୍ଟିଂ କରିବ। ଗଞ୍ଜାମରେ ମୋବାଇଲ ଭ୍ୟାନ୍‌ ମାଧ୍ୟମରେ କରୋନା ଟେଷ୍ଟ କରାଯାଉଛି। ରାଜ୍ୟର ଆହୁରି ଅନେକ ସ୍ଥାନରେ ଏହିଭଳି ଟେଷ୍ଟ କରିବା ପାଇଁ ପ୍ରସ୍ତାବ…

କଟକରେ କାୟା ବିସ୍ତାର କରୁଛି କରୋନା: ଆଜି ୬୫ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୭।୭-କଟକରେ କାୟା ବିସ୍ତାର କରୁଛି କରୋନା। ସୋମବାର ସହରରୁ ଆଉ ୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୯ ଜଣ କ୍ୱାରାଣ୍ଟାଇନରେ ଥିବାବେଳେ ୬ ଲୋକାଲ କଣ୍ଟାକ୍ଟ କେସ। ଖଟବିନ ସାହିରୁ ୨୮ କରୋନା ଆକ୍ରାନ୍ତ ଚିହ୍ନଟ…

ରାଜଧାନୀରେ ଆଉ ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସୋମବାର ରାଜଧାନୀ ଭୁବନେଶ୍ୱରରୁ ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୧୮ ଜଣ ଥିବାବେଳେ ୪୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଆଇଗିଣିଆ ଆଳୁଗଦିରୁ ୨୦…

କରୋନାକୁ ହରାଇ ଘରକୁ ଫେରିଲେ ଐଶ୍ୱର୍ଯ୍ୟା ରାୟ ବଚ୍ଚନ, ଝିଅ ଆରାଧ୍ୟା

ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ତାଙ୍କ ଝିଅ ଆରାଧ୍ୟା ଶେଷରେ କରୋନାକୁ ହରାଇଛନ୍ତି। ହସ୍ପିଟାଲରେ ୧୦ ଦିନ ରହିବା ପରେ ଉଭୟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଅଭିଷେକ ବଚ୍ଚନ ଟୁଇଟ୍‌କରି ଜଣାଇଛନ୍ତି। ଉଲ୍ଲେଖଯୋଗ୍ୟ, ବଲିଉଡ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri