କରୋନା ଭାଇରସ୍‌

ଏପ୍ରିଲ ପରେ ଚାଇନାରେ ଏବେ ଚିହ୍ନଟ ହେଲେ ସର୍ବାଧିକ କରୋନା ସଂକ୍ରମିତ

ବେଜିଂ,୨୭।୭: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ସାରା ବିଶ୍ୱର ଚିନ୍ତା ବଢାଇ ଦେଇଛି। କରୋନା ଭାଇରସ କବଳରେ ବିଶ୍ୱର କୋଟି କୋଟି ଲୋକ ପ୍ରାଣ ହରାଇଥିବା ବେଳେ କୋଟି କୋଟି ଲୋକ ସଂକ୍ରମିତ ମଧ୍ୟ ହୋଇଛନ୍ତି।…

ମାଗଣାରେ କରାଯିବ କରୋନା ଟେଷ୍ଟ: ପୂର୍ବ ରୋଗୀ ଫେରିପାଇବେ ଅର୍ଥ

ପ୍ୟାରିସ,୨୭।୭: କରୋନା ଭାଇରସର ସଂକ୍ରମଣ ବିକଶିତ ଦେଶର ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ବି ବହୁ ପ୍ରଭାବ ପକାଇଛି। ଫ୍ରାନ୍ସରେ କରୋନା ସଂକ୍ରମଣ ଏକ ପ୍ରକାର ଦେଶର ଅର୍ଥନୀତିକୁ ଦୋହଲାଇ ଦେଇଥିବା ବେଳେ ଏଠାରେ ସଂକ୍ରମଣ ଓ ମୃତ୍ୟୁ ହାର ସମସ୍ତଙ୍କୁ ଚିନ୍ତାରେ…

ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ଯାଇ ଗଛ ଉପରେ ବସିଲେ ବ୍ୟକ୍ତି: ଭିଡ଼ିଓ ଭାଇରାଲ

କରୋନା ମହାମାରୀରୁ ରକ୍ଷା ପାଇବା ପାଇଁ ସରକାରଙ୍କ ପକ୍ଷରୁ କିଛି ଗାଇଡଲାଇନ୍ସ ଜାରି କରାଯାଇଛି। ଯେପର୍ଯ୍ୟନ୍ତ ଭ୍ୟାକସିନ୍‌ ନ ଆସିଛି ସେପର୍ଯ୍ୟନ୍ତ ବାହାରକୁ ବାହାରିଲେ ମୁହଁରେ ମାସ୍କ ପିନ୍ଧିବା, ସାନିଟାଇଜର ବ୍ୟବହାର କରିବା ଓ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ବାଧ୍ୟତାମୂଳକ…

ବରଗଡ଼ରୁ ୨୩ ନୂଆ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭୬ରେ ପହଞ୍ଚିଲା

ବରଗଡ଼ ଅଫିସ,୨୭।୭: ବରଗଡ଼ ଜିଲାରୁ ସୋମବାର ୨୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଆତାବିରା ଏନ୍‌ଏସିର କଣ୍ଟେନ୍‌ମେଣ୍ଟ ଅଞ୍ଚଳରୁ ୨୧ଜଣ ରହିଥିବା ବେଳେ ଅନ୍ୟ ୨ ଜଣ ବରଗଡ଼ ବ୍ଲକ କଟାପାଲି ଅବରୋଧ ଅଞ୍ଚଳର। ନୂଆ…

ଏହି ଦେଶରେ ଚିହ୍ନଟ ହେଲେ ପ୍ରଥମ କରୋନା ପଜିଟିଭ: ମାସ୍କ ନ ପିନ୍ଧିଲେ ମିଳୁଛି ଏପରି ଦଣ୍ଡ…

ସିଓଲ, ୨୭।୭: ସମଗ୍ର ଦେଶରେ ମହାମାରୀ କରୋନା ସଂକ୍ରମଣ ବଢ଼ିଚାଲିଛି। ଆମେରିକା ଭଳି ଏକ ଶକ୍ତିଶାଳୀ ଦେଶଠାରୁ ଆରମ୍ଭ କରି ଆଫ୍ରିକା ପର୍ଯ୍ୟନ୍ତ ଏହା ବିପଦ ସୃଷ୍ଟି କରିସାରିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ…

ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ କରୋନା: ମେଡିସିନ, ଓପିଡି, ରେଜିଷ୍ଟ୍ରେଶନ କାଉଣ୍ଟର ବନ୍ଦ

ଝାରସୁଗୁଡ଼ା ଅଫିସ,୨୭ା୭: ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ମେଡିସିନ ବିଭାଗରେ ଚିକିତ୍ସିତ ଜଣେ ରୋଗୀ କରୋନାରେ ସଂକ୍ରମିତ ଥିବା ଜଣାପଡ଼ିଛି। ଏହା ପରେ ତୁରନ୍ତ ମେଡିସିନ ବିଭାଗ, ରେଜିଷ୍ଟ୍ରେଶନ କାଉଣ୍ଟର ଏବଂ ଓପିଡି ବନ୍ଦ କରାଯାଇଛି। ୩ ଦିନ ପାଇଁ ଏହା…

ସମ୍ପୂର୍ଣ୍ଣ ସୁସ୍ଥ ନ ହେଲେ କରୋନା ଫେରିବାର ଭୟ ଅଧିକ !

ନୂଆଦିଲ୍ଲୀ,୨୭।୭: ଏବେ ଅଡୁଆରେ ପଡିଛନ୍ତି ଚିକିତ୍ସକ। କାରଣ ହେଉଛି କରୋନାରୁ ସୁସ୍ଥ ହୋଇଥିବା ରୋଗୀଙ୍କଠାରେ ପୁଣିଥରେ ସଂକ୍ରମଣ ଦେଖାଯାଇଛି। ଦିଲ୍ଲୀ ସମେତ ଅନ୍ୟ କିଛି ରାଜ୍ୟରେ ଏହି ଘଟଣା ସାମ୍ନାକୁ ଆସିବା ପରେ ଏବେ ଏହା ଚିନ୍ତାର କାରଣ ପାଲଟି ଯାଇଛି।…

ଭଦ୍ରକରେ ଆଉ ୨୫ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୪୭ରେ ପହଞ୍ଚିଲା

ଭଦ୍ରକ ଅଫିସ,୨୭ା୭: ସୋମବାର ଭଦ୍ରକ ଜିଲାରୁ ଆଉ ୨୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ,…

ଆଜି ଆଉ ୭ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୧୪୭କୁ ବୃଦ୍ଧି

ଭୁବନେଶ୍ୱର,୨୭ା୭(ବ୍ୟୁରୋ) : ସୋମବାର ରାଜ୍ୟରେ କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ…

କରୋନା ସଂକ୍ରମିତଙ୍କ ଆଉ ଏକ କରୁଣ ଦୃଶ୍ୟ

ହାଇଦ୍ରାବାଦ,୨୭।୭: ତେଲେଙ୍ଗାନାର କରିମନଗରରେ ଜଣେ କରୋନା ସଂକ୍ରମିତଙ୍କ ବେଡ୍‌ରୁ ଖସିପଡି ମୃତ୍ୟୁ ହେବା ଘଟଣା ଏବେ ଆସିଛି ଚର୍ଚ୍ଚାକୁ। ଜିଲା ହସ୍ପିଟାଲରେ କରୋନାରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା ଜଣେ ୭୦ ବର୍ଷ ବୟସର ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଏବେ ବାଦବିବାଦ…

ଲୋକେ ଭକୁଆ: କରୋନା ଟୀକାର ଦେଖାନାହିଁ, ଅଫିସରଙ୍କ ପକେଟ ଗରମ

ଓ୍ବାଶିଂଟନ, ୨୭।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। କରୋନା ପ୍ରତିଷେଧକ ଟୀକା ଆଶାରେ ସାଧାରଣ ଲୋକଙ୍କ ଜୀବନ ବିତୁଛି। କେବେ ଟୀକା ଆସିବ ମଣିଷ ମହାମାରୀ ସମସ୍ୟାରୁ ମୁକ୍ତି ପାଇବ, ସେନେଇ ଲୋକେ ଆଶାବାନ୍ଧି ବସିଛନ୍ତି।…

ସାମାନ୍ୟ ସତର୍କତା ଅଭାବରୁ ସଂକ୍ରମିତ ହେଲେ ୪୩ ଜଣ

କାସରଗଡ଼,୨୭।୭: କରୋନା ଭାଇରସ ଏବେ ସାରା ବିଶ୍ୱର ମେରୁଦଣ୍ଡକୁ ଏକ ପ୍ରକାର ଭାଙ୍ଗି ପକାଇଛି କହିଲେ ଚଳେ। ତେବେ କରୋନାଠାରୁ ଦୂରେଇ ରହିବାକୁ ହେଲେ ସରକାର ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି କରାଯାଇଥିବା କିଛି ଗାଇଡ୍‌ଲାଇନକୁ ପାଳନ କରିବାକୁ କୁହାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?