ସୁସ୍ଥ ହୋଇ ଘରକୁ ଫେରିଲେ କରୋନା ଆକ୍ରାନ୍ତ ଦମ୍ପତି
ଗଞ୍ଜାମ,୨୬ା୭(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳିଜଗନ୍ନାଥପୁର ଗ୍ରାମର ସ୍ତ୍ରୀ ସ୍ବାମୀ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇ ଶିତଳାପଲ୍ଲୀ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ବର୍ତ୍ତମାନ ଏହି ଦମ୍ପତି ସୁସ୍ଥ ହୋଇ ଘରକୁ ଫେରିଥିବା କାଇଁଚପୁର ପଞ୍ଚାୟତ ସରପଞ୍ଚ ଜି.ସନ୍ତୋଷ ରେଡ୍ଡୀ…
ମାସ୍କ୍ ବଦଳରେ ମୁହଁରେ ବାନ୍ଧିଲେ ସ୍ତ୍ରୀଙ୍କ ସାୟା…
ଭୋପାଳ, ୨୬।୭: କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏପରିସ୍ଥଳେ ମାସ୍କ୍ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଉପରେ ସରକାରଙ୍କ ପକ୍ଷରୁ ଗୁରୁତ୍ୱାରୋପ କରାଯାଉଛି। ମାସ୍କ୍ ନ ପିନ୍ଧିଲେ ଜରିମାନାର ବ୍ୟବସ୍ଥା ମଧ୍ୟ କରାଯାଇ ଯାଇଛି। ମଧ୍ୟପ୍ରଦେଶରେ…
କରୋନା ଯୋଦ୍ଧାଙ୍କୁ ପ୍ରଶଂସା କଲେ ସଂକ୍ରମିତ ମୁଖ୍ୟମନ୍ତ୍ରୀ
ଇନ୍ଦୋର,୨୬।୭: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଗୋଟିଏ ଦିନ ପୂର୍ବରୁ କରୋନାରେ ସଂକ୍ରମିତ ହୋଇଥିବା ଖବର ଆସିଥିବା ବେଳେ ଏବେ ତାଙ୍କର ଚିକିତ୍ସା ଚାଲିଛି। ଏହି ସମୟ ମଧ୍ୟରେ ଆଗଧାଡିର କରୋନା ଯୋଦ୍ଧାମାନେ ତାଙ୍କର ଯେଉଁଭଳି ସେବା କରିଛନ୍ତି…
ଅନ୍ଲକ୍-୩: ମେଟ୍ରୋ-ସ୍କୁଲ୍ ରହିବ ବନ୍ଦ
ନୂଆଦିଲ୍ଲୀ, ୨୬।୭: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ଲକ୍ଡାଉନ୍କୁ ଧୀରେଧୀରେ କୋହଳ କରାଯାଉଛି। ଜୁଲାଇ ୩୧ରେ ଅନ୍ଲକ୍-୨ ଶେଷ ହେଉଛି। ଏହାପରେ ଅନ୍ଲକ୍-୩ ଆରମ୍ଭ ହେବ। ଏଥିରେ ସିନେମା ହଲ୍ ଏବଂ ଜିମ୍…
ଟଙ୍କା ନ ଦେବାରୁ କରୋନା ରୋଗୀଙ୍କୁ ଓହ୍ଲାଇ ଦେଲା ଆମ୍ବୁଲାନ୍ସ
କୋଲକାତା,୨୬।୭: ସାରା ଦେଶରେ କରୋନା ରୋଗୀ ଓ ଆମ୍ବୁଲାନ୍ସକୁ ନେଇ ଭିନ୍ନ ଭିନ୍ନ ଖବର ଆସୁଥିବା ବେଳେ ଏବେ କୋଲକାତାରୁ ଆସିଥିବା ଏକ ଖବର ପୁଣି ଚର୍ଚ୍ଚାକୁ ଆସିଛି। ସେଠାରେ ଥିବା ଇନଷ୍ଟିଚ୍ୟୁଟ ଅଫ୍ ଚାଇଲ୍ଡ ହେଲ୍ଥରେ ଜଣେ ୯ ମାସର…
କରୋନା ପ୍ରଥମେ ଯେଭଳି ଘାତକ ଥିଲା ଏବେ ବି ରହିଛି ସେଭଳି: ମୋଦି
ନୂଆଦିଲ୍ଲୀ, ୨୬।୭: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୬୭ ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି ଯେ, କରୋନା…
ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଲା
ଭଦ୍ରକ ଅଫିସ,୨୫ା୭: ଭଦ୍ରକ ଜିଲାରେ ରବିବାର ୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଛି। ଆଜି ଚିହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରେ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୫ ଜଣ ସ୍ଥାନୀୟ…
ଆଜି ଆଉ ୧୦ ମୁଣ୍ଡ ନେଲା କରୋନା: ମୋଟ ସଂଖ୍ୟା ୧୪୦କୁ ବୃଦ୍ଧି
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ରବିବାର ମଧ୍ୟ ୧୦ କୋଭିଡ ପଜିଟିଭ୍ ରୋଗୀଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିରୁ ଗଜପତି ଜିଲାର ୬୩ ବର୍ଷୀୟ ବୃଦ୍ଧ,…
CORONAVIRUS UPDATE: ଆଜି ୩୦ ଜିଲାରୁ ଚିହ୍ନଟ ହେଲେ ୧,୩୭୬ ଆକ୍ରାନ୍ତ; ଗଞ୍ଜାମରୁ ସର୍ବାଧିକ
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୩୦ ଜିଲାରୁ ରେକର୍ଡ ସଂଖ୍ୟକ ୧୩୭୬ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୯୧୭ କ୍ୱାରାଣ୍ଟାଇନ୍ ମାମଲା ଥିବା ବେଳେ ୪୫୯ ଲୋକାଲ କେସ୍ ରହିଛି। ଏହାକୁ…
୮ ଲକ୍ଷ ୮୫ ହଜାରରୁ ଅଧିକ କରୋନା ମୁକ୍ତ
ନୂଆଦିଲ୍ଲୀ, ୨୬।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ରବିବାର ସୁଦ୍ଧା ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୮୫ ହଜାର ୫୨୨ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୩୨ ହଜାର ୬୩ ଛୁଇଁଛି। ଇତିମଧ୍ୟରେ…
ରୋଗୀଙ୍କ ଜୀବନ ବଞ୍ଚାଇବାକୁ ଯାଇ ଡାକ୍ତର ହେଲେ ସଂକ୍ରମିତ
ନୂଆଦିଲ୍ଲୀ,୨୬।୭: ଗୋଟିଏ ପଟେ କରୋନା ଭାଇରସ ସଂକ୍ରମଣକୁ ନେଇ ସାଧାରଣ ଜନତା ଭୟଭିତ ଅଛନ୍ତି। ଅନ୍ୟପଟେ ଏହି ରୋଗୀଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗ୍ରେଟର ନଏଡାର ଜଣେ ସର୍ଜନ ନିଜ ଜୀବନକୁ ବାଜି ଲାଗାଇ ଦେଇଛନ୍ତି। ଶାରଦା ଦେବୀ ସ୍କୁଲ ଅଫ୍…
ଅଗଷ୍ଟ ୫ ପର୍ଯ୍ୟନ୍ତ ସକାଳେ ଏପରି କଲେ ଦେଶରୁ ହଟିଯିବ କରୋନା ସଂକ୍ରମଣ: ପ୍ରଜ୍ଞା ଠାକୁର
ଭୋପାଳ, ୨୬।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଭାଜପା ଏମ୍ପି ପ୍ରଜ୍ଞା ସିଂ ଠାକୁର ଦେଶରୁ କିପରି କରୋନା ସଂକ୍ରମଣକୁ ହଟାଯିବ ତାହାର ଉପାୟ ବତାଇଛନ୍ତି। ସେ କହିଛନ୍ତି ଜୁଲାଇ ୨୫ରୁ ଅଗଷ୍ଟ ୫ ପର୍ଯ୍ୟନ୍ତ ୧୨…
Archives


