ବରଗଡ଼ରେ ଡାକ୍ତର ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ
ବରଗଡ଼ ଅଫିସ,୨୫।୭: ବରଗଡ଼ ଜିଲାରେ କାର୍ଯ୍ୟରତ ୩ ଡାକ୍ତରଙ୍କୁ ଜିଲା ବାହାରକୁ ବଦଳି ଆଦେଶ ନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଜିଲା ମୁଖ୍ୟ ଡାକ୍ତରଖାନା ସମେତ ଅନ୍ୟ ଡାକ୍ତରଖାନାରେ…
ଅଗଷ୍ଟରୁ ଖୋଲିପାରେ ସିନେମା ହଲ୍!
ନୂଆଦିଲ୍ଲୀ,୨୫।୭: କରୋନା ସଙ୍କଟ ଯୋଗୁ ସବୁ କ୍ଷେତ୍ର ଭଳି ଫିଲ୍ମ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ପଡ଼ିଛି। ଦେଶରେ ମାର୍ଚ୍ଚରୁ ସିନେମା ହଲ୍ ବନ୍ଦ ଥିବା ବେଳେ ପ୍ରଯୋଜକ ଓ ସିନେମା ହଲ୍ ମାଲିକଙ୍କୁ ବହୁ କ୍ଷତି ସହିବାକୁ ପଡ଼ିଛି। ଇତିମଧ୍ୟରେ…
ନକଲି ମହିଳା ପୋଲିସ ଅଫିସରଙ୍କ ଦାଦାଗିରି : ମାସ୍କ୍ ପିନ୍ଧି ନ ଥିବା ଅମାନିଆଙ୍କଠାରୁ ଆଦାୟ କରୁଥିଲେ ଜରିମାନା
ଭୋପାଳ, ୨୫।୭: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁ ନ ଥିବାବେଳେ ସରକାରଙ୍କ ପକ୍ଷରୁ ମାସ୍କ୍ ପିନ୍ଧିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ମାସ୍କ୍ ନ ପିନ୍ଧିଥିବା ଅମାନିଆଙ୍କଠାରୁ ଜରିମାନା ଆଦାୟ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହାର ସୁଯୋଗ ନେଇ କେତେକ…
ଜି ଉଦୟଗିରି ସହର ଶଟ୍ଡାଉନ୍: କଚେରୀ ସାହି, ବସ୍ଷ୍ଟାଣ୍ଡ ସାହି ହେଲା କଣ୍ଟେନମେଣ୍ଟ ଜୋନ୍
ଜି ଉଦୟଗିରି, ୨୫।୭(ଡି.ଏନ୍.ଏ.): କନ୍ଧମାଳ ଜିଲାରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ ସଂକ୍ରମଣକୁ ରୋକିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲାପାଳଙ୍କ ଆଦେଶ କ୍ରମେ ଜିଲାକୁ ୪ ଦିନିଆ ଶଟ୍ଡାଉନ କରାଯାଇଛି। ଜି ଉଦୟଗିରି ସହର ମଧ୍ୟ ଶଟ୍ଡାଉନ ଯୋଗୁ ସମ୍ପୂର୍ଣ୍ଣ…
ଭାରତରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ: ଗତ ୨୪ ଘଣ୍ଟାରେ ପାଖାପାଖି ୫୦ହଜାର ପଜିଟିଭ କେସ୍
ନୂଆଦିଲ୍ଲୀ,୨୫।୭: ଦେଶରେ କରୋନା ଭାଇରସ୍ ସଂକ୍ରମଣ ପ୍ରତିଦିନ ହୁ ହୁ ହୋଇ ବଢ଼ିବା ସହ ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଭାରତରେ ରେକର୍ଡ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ ହେବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି।…
ବରଗଡ଼ରୁ ୩ ହାଇଦ୍ରାବାଦ ଫେରନ୍ତାଙ୍କ ସମେତ ୧୪ ନୂଆ କରୋନା ପଜିଟିଭ ଚିହ୍ନଟ
ବରଗଡ଼ ଅଫିସ,୨୫।୭: ବରଗଡ଼ ଜିଲାରୁ ଶନିବାର ପୁଣି ୧୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩ଜଣ ବରଗଡ଼ ଜିଲାର ହୋଇଥିବାବେଳେ ଅନ୍ୟ ଜଣେ କଳାହାଣ୍ଡି ଜିଲା ଭବାନୀପାଟଣାର। ତେବେ ବରଗଡ଼ର ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ବ୍ଲକ କଟାପାଲି…
ପୁରୀ @ ୫୮୬: ଦିନକରେ ସର୍ବାଧିକ ରେକର୍ଡ, ଚିହ୍ନଟ ହେଲେ ୯୦ କରୋନା ଆକ୍ରାନ୍ତ
ପୁରୀ ଅଫିସ,୨୫।୭: ପୁରୀ ଜିଲାରୁ ୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଦିନକରେ ସର୍ବାଧିକ ୩୦ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହାର ତିନିଗୁଣା ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇବା ପରେ ଜିଲାର ମୋଟ ଆକ୍ରାନ୍ତଙ୍କ…
ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍
ଭୋପାଳ, ୨୫।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ରିପୋର୍ଟ ଆସିବା ପରେ ଶିବରାଜ ତାଙ୍କ ସହିତ ମିଳାମିଶା କରିଥିବା ଲୋକଙ୍କୁ ନମୁନା ପରୀକ୍ଷା କରିବା ଲାଗି ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍…
ଗଧ ସହ ସାକ୍ଷାତ୍କାର: କାହିଁକି ପିନ୍ଧିନ ମାସ୍କ୍ ପଚାରିଲେ ରିପୋର୍ଟର
ପାଟନା, ୨୫।୭: ଏବେ ଗଧ ସହିତ ସାକ୍ଷାତ୍କାର କରୁଥିବା ଏକ ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଜଣେ ରିପୋର୍ଟର ରାସ୍ତାରେ ବୁଲୁଥିବା ଏକ ଗଧକୁ କାହିଁକି ମାସ୍କ୍ ପିନ୍ଧିନ ବୋଲି ପ୍ରଶ୍ନ କରୁଛନ୍ତି। ଭିଡ଼ିଓଟି ବିହାରର ବୋଲି…
କୋଭିଡ୍ ନିୟମ ଉଲ୍ଲଂଘନ: ଅମାନିଆଙ୍କଠାରୁ ୮ ଲକ୍ଷରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ
ଝାରସୁଗୁଡା ଅଫିସ,୨୫।୭: କରୋନା ମୁକାବିଲା ପାଇଁ ଝାରସୁଗୁଡା ଜିଲା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ କଟକଣା ଜାରି କରାଯାଇଛି। ଜିଲାର ବିଭିନ୍ନ ସ୍ଥାନରେ କୋଭିଡ୍ କଟକଣାକୁ ମାନୁ ନ ଥିବା ତଥା ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ଏହି ପାମ୍ପଡ଼ ଖାଇଲେ ହେବନି କରୋନା ସଂକ୍ରମଣ: ଭାଜପା ମନ୍ତ୍ରୀ
ନୂଆଦିଲ୍ଲୀ, ୨୫।୭: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁ ନ ଥିବାବେଳେ ଭାଜପାର ସଂସଦୀୟ ବ୍ୟାପାର ଏବଂ ଭାରି ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘାଓ୍ବାଲଙ୍କ ଏକ ମନ୍ତବ୍ୟ ନେଇ ଏବେ ସୋସିଆଲ୍ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ବୁଧବାର…
ଶନିବାରରୁ କନ୍ଧମାଳ ଶଟ୍ଡାଉନ୍: ଅନୁପସ୍ଥିତ ୨ ଅଧିକାରୀଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ
ଦାରିଙ୍ଗବାଡ଼ି,୨୫।୭(ଡି.ଏନ୍.ଏ.): କନ୍ଧମାଳ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଛି ା ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ୭ ଦିନିଆ ବ୍ୟାଙ୍କ ପ୍ରତିଷ୍ଠାନଗୁଡ଼ିକ ବନ୍ଦ କରିଦିଆଯାଇଛି। ଏଥିସହ ଶନିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜିଲାକୁ ଶଟ୍ଡାଉନ ଘୋଷଣା କରାଯାଇଛି। ଏହାକୁ କାର୍ଯ୍ୟକାରୀ…
Archives


