କରୋନା ନେଲା ଆଉ ୧୦ ଜୀବନ: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି
ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ଶନିବାର ୧୩୨୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗୋଟିଏ ଦିନରେ ସର୍ବାଧିକ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…
ଏରିକାଙ୍କ ‘ଶୁଟିଂ ଫ୍ରମ୍ ହୋମ୍’
ମୁମ୍ବାଇ: ଟେଲି ଦୁନିଆରେ ଏରିକା ଫର୍ନାଡିସ୍ ହେଉଛନ୍ତି ଜଣେ ସଫଳ ଅଭିନେତ୍ରୀ। ଦେଖିବାକୁ ଯେମିତି ସେ ସୁନ୍ଦର ତାଙ୍କ ଅଭିନୟ ମଧ୍ୟ ସେତିକି ଚମତ୍କାର। ଜଣେ ସଫଳ ମଡେଲ ମଧ୍ୟ ସେ। ଖାଲି ବଲିଉଡ୍ କାହିଁକି ଟଲିଉଡ୍ରେ ମଧ୍ୟ ସେ ବେଶ୍…
CORONAVIRUS UPDATE: ରାଜ୍ୟରେ ୨୪ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ରାଜ୍ୟରେ ଶନିବାର ପୁଣି ୧୩୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪ହଜାର ପାର କରିଛି। ନୂଆ ଚିହ୍ନଟଙ୍କ…
ଗୋବିନ୍ଦପୁର ପଞ୍ଚାୟତ ୭୨ ଘଣ୍ଟିଆ ଶଟ୍ଡାଉନ
ଧାମନଗର, ୨୫।୭(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଗୋବିନ୍ଦପୁର ପଞ୍ଚାୟତରେ ଜଣେ କୋରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ଉକ୍ତ ଆକ୍ରାନ୍ତ ଜଣକ ଗାଁର ଅନ୍ୟମାନଙ୍କ ସହ ସଂପର୍କରେ ଆସିଥିବାରୁ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ପାଇଁ ସରପଞ୍ଚ ଜିଲାପାଳ କ୍ଷମତା ବ୍ୟବହାର…
୩ ବ୍ୟାଙ୍କ ସିଲ୍ କଲା ପ୍ରଶାସନ
ଭଦ୍ରକ ଅଫିସ, ୨୫ା୭: ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଶନିବାର ୩ଟି ବ୍ୟାଙ୍କକୁ ସିଲ୍ କରାଯାଇଛି। କରୋନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହେବା ପରେ ବ୍ୟାଙ୍କକୁ ବିଶୋଧନ କରିବା ଲାଗି ଏହି ସିଲ୍ କରାଯାଇଥିବା କୁହାଯାଇଛି। ଡାହାଣୀଗଡ଼ିଆ ଛକ ସ୍ଥିତ ଆଇସିଆଇସିଆଇ…
ଥାନାକୁ ମନା, ଡିସିପି ଅଫିସ୍ରେ ଭିଡ଼
କଟକ ଅଫିସ,୨୫ା୭: କରୋନା ସଂକ୍ରମଣ ରୋକିବା ପାଇଁ ବାହାରେ ବୁଲୁଥିବା ଲୋକଙ୍କୁ ପୋଲିସ ଟିକିନିଖି ଜେରା କରୁଛି। ଅମାନିଆଙ୍କୁ ଲାଠି ଉଠାଇବାକୁ ହେଳା କରୁନି। କଟକରେ ଦିନକୁ ଦିନ କରୋନା ସ୍ଥିତି ଉଦ୍ବେଗଜନକ ହେଲାଣି। ଅଥଚ ଏ ପରିସ୍ଥିତିରେ ଡିସିପିଙ୍କ କାର୍ଯ୍ୟାଳୟରେ…
ପ୍ଲାଜ୍ମା ଦେବାକୁ ଲୋକେ ଅନାଗ୍ରହୀ
ନୂଆଦିଲ୍ଲୀ,୨୫ା୭(ପି.ଟି.): କରୋନା ଚିକିତ୍ସାରେ ପ୍ଲାଜ୍ମା ଥେରାପି ସହାୟକ ହେଉଥିବାବେଳେ ଏଥିପାଇଁ ଦିଲ୍ଲୀ ସମେତ ବିଭିନ୍ନ ରାଜ୍ୟରେ ପ୍ଲାଜ୍ମା ବ୍ୟାଙ୍କ ଖୋଲାଯାଇଛି। କରୋନାରୁ ଆରୋଗ୍ୟ ହୋଇଥିବା ଲୋକଙ୍କୁ ପ୍ଲାଜ୍ମା ଦାନ କରିବା ଲାଗି ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଛି। ଏହା ସତ୍ତ୍ୱେ ପ୍ଲାଜ୍ମା…
ମାନିଲେନି କଟକଣା: ପୁରୀରେ ମହାରାଷ୍ଟ୍ରର ଡାକ୍ତର ପରିବାର
ପୁରୀ ଅଫିସ,୨୫ା୭: କରୋନା ସଂକ୍ରମଣ ଏବେ ଦ୍ରୁତଗତିରେ ମାଡୁଛି। ପୁରୀ ଜିଲାରେ ବି ପଜିଟିଭଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। ତେଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ଏକାଧିକ ପଦକ୍ଷେପ ଗ୍ରହଣ କରିଛି। ସୀମା ସିଲ୍ କରାଯିବା ସହ…
ଡିଲରଙ୍କ ଲାଇସେନ୍ସ ଅବଧି ବଢ଼ିଲା
କଟକ ଅଫିସ,୨୫ା୭: ଲାଇସେନ୍ସ ନବୀକରଣ ପ୍ରସଙ୍ଗରେ ରାଜ୍ୟର ପ୍ରାୟ ୨ ହଜାର ୫୯୦ ଜଣ ଡିଲରଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ୨୦୨୧ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସାନି ଉଚ୍ଛେଦ ହୋଇଥିବା ଏହି ଡିଲରଙ୍କ ଲାଇସେନ୍ସକୁ ନବୀକରଣ କରାଯାଇଥିବା ରାଜ୍ୟ ଖାଦ୍ୟ ଯୋଗାଣ…
୫ ଜଣରେ ଜଣେ ବେରୋଜଗାର
ନୂଆଦିଲ୍ଲୀ,୨୫।୭: ମହାମାରୀ କରୋନା ଭୂତାଣୁ କବଳରେ ଦେଶ ଏବେ ଭୟଙ୍କର ପରିସ୍ଥିତିର ସମ୍ମୁଖୀନ ହୋଇଛି। ମୋଟ ୧୩ ଲକ୍ଷ ଲୋକ ଭୂତାଣୁ ଆକ୍ରାନ୍ତ ହୋଇଥିବା ବେଳେ ୩୦,୬୬୦ ଲୋକଙ୍କ ଜୀବନ ଗଲାଣି। ଏହା ସତ୍ତ୍ୱେ ଉଗ୍ର ସଂକ୍ରମଣ ସ୍ଥିତି ଦେଖାଦେବାରୁ ଲୋକମାନେ…
ଅନ୍ଲାଇନ୍ ପରୀକ୍ଷାରେ ପାସ୍ ନ ହେଲେ ବିପିୟୁଟି ଛାତ୍ରୀଛାତ୍ରଙ୍କୁ ଆଉଥରେ ସୁଯୋଗ
ଭୁବନେଶ୍ୱର, ୨୫ା୭(ବ୍ୟୁରୋ): କରୋନା ପାଇଁ ଅନ୍ଲାଇନ୍ ପରୀକ୍ଷା ହେବ। ଏଥିରେ ବିଫଳ ହେଲେ ଛାତ୍ରୀଛ୍ରାତ୍ରଙ୍କୁ ଦ୍ୱିତୀୟ ସୁଯୋଗ ଦିଆଯିବ ବୋଲି ଶୁକ୍ରବାର ବିପିୟୁଟି ଘୋଷଣା କରିଛି। ଯଦି କୌଣସି ଛାତ୍ରୀଛାତ୍ର ଅନ୍ଲାଇନ୍ରେ ଦେବାକୁ ଥିବା ଫାଇନାଲ ସେମିଷ୍ଟରର ଥିଓରୀ ପରୀକ୍ଷାରେ ପାସ୍…
କୁନି ଛାତ୍ର ନିର୍ମାଣ କଲେ ସାନିଟାଇଜ୍ ମେଶିନ
ଗୋପ,୨୫ା୭(ଡି.ଏନ୍.ଏ): କରୋନାକୁ ନେଇ ସାରା ଦେଶ ଔଷଧ ପ୍ରସ୍ତୁତ ଲାଗି ଉଦ୍ୟମ ଜାରି ରଖିଛନ୍ତି। ଏଭଳି ସମୟରେ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ପୁରୀ ଜିଲା ଗୋପ ବ୍ଲକର ଜଣେ କୁନି ଛାତ୍ର ଏକ ଅଟୋମେଟିକ ସାନିଟାଇଜ୍ ମେଶିନ ନିର୍ମାଣ କରି…
Archives


