‘ସାଇଲେଣ୍ଟ କୋଭିଡ୍ ଓ୍ବାରିଅର’ ହର୍ଷିଲ
କଟକ ଅଫିସ,୨୫ା୭: ଲକ୍ଡାଉନ ବେଳର ଚିତ୍ର ଆଙ୍କି ବିଶ୍ୱସ୍ତରରେ କୃତିତ୍ୱ ହାସଲ କରିଛନ୍ତି କଟକର ୯ ବର୍ଷୀୟ ହର୍ଷିଲ ଅଗ୍ରୱାଲ। ଲଣ୍ଡନର ୱାର୍ଲଡ ବୁକ୍ ଅଫ୍ ରେକର୍ଡ ହର୍ଷିଲଙ୍କୁ ‘ସାଇଲେଣ୍ଟ କୋଭିଡ୍ ୱାରିୟର’ ଭାବେ ସମ୍ମାନିତ କରିଛି। ଏହାଛଡ଼ା ଏକ୍ସକ୍ଲୁସିଭ ଓ୍ବାଲର୍ଡ…
ମନ୍ତ୍ରୀମାନଙ୍କୁ ପ୍ଲାଜମା ଦାୟିତ୍ୱ ଦେଲେ ନବୀନ: ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ କେଉଁ ଜିଲା ଦାୟିତ୍ୱ …
ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ଦେଇଛନ୍ତି। ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ଘରକୁ ଯାଇ ମନ୍ତ୍ରୀମାନେ ସେମାନଙ୍କୁ ପ୍ଲାଜମା ଦାନ ନିମନ୍ତେ ଉତ୍ସାହିତ କରିବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ…
ଚଳିତ ବର୍ଷ ହେବ ନାହିଁ ‘ଆଟ ହୋମ’ ସେଲିବ୍ରେସନ
ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମହାମାରୀ କରୋନା ପାଇଁ ଚଳିତବର୍ଷ ରାଜଭବନରେ ହେବ ନାହିଁ ଆଟ୍ହୋମ ପାର୍ଟି। କରୋନା ପାଇଁ ଚାରିଆଡେ ଭୟର ବାତାବରଣ ସୃଷ୍ଟି ହୋଇଛି। ତେବେ ରାଜ୍ୟର ଏଭଳି ଦୁଃଖଦ ସମୟରେ ଆଟ ହୋମ ସେଲିବ୍ରେସନ ନ କରିବାକୁ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ…
ରାଜ୍ୟରେ ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୨୪।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୫୩୦ ଜଣ ସୁସ୍ଥ ହୋଇଥିବାବେଳେ ରାୟଗଡାରୁ ୬୧, କଟକରୁ ୩୫, ମାଲକାନଗିରିରୁ୩୦, ଗଜପତିରୁ ୨୨,ବାଲେଶ୍ୱରରୁ ୧୯, ଖୋର୍ଦ୍ଧାରୁ ୧୯, ବରଗଡରୁ ୧୮ ଜଣ ସୁସ୍ଥ ହୋଇଛନ୍ତି।…
କରୋନା ଆଁରେ ରାଜଧାନୀ: ଆଉ ୨୪୮ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୨୪।୭(ବ୍ୟୁରୋ)-କରୋନା ଆଁରେ ରାଜଧାନୀ। ଭୁବନେଶ୍ୱରରୁ ଶୁକ୍ରବାର ପୁଣି ୨୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୦୭ କ୍ୱାରାଣ୍ଟାଇନରେ ଥିବାବେଳେ ୪୧ ଲୋକାଲ କଣ୍ଟାକ୍ଟ କେସ ରହିଛି। ବିଜେବି ନଗର ମହିଷାଖାଲ ବସ୍ତିରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳ ଏକ…
ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବ ପାମ୍ପଡ଼: କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ,୨୪।୭: ସମଗ୍ର ଦେଶରେ କରୋନା ଭାଇରସ ମାମଲା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କରୋନା ସହ ମୁକାବିଲା ପାଇଁ ସମଗ୍ର ବିଶ୍ୱ ଭ୍ୟାକସିନ୍ ପ୍ରସ୍ତୁତି କରିବା ନେଇ ଚେଷ୍ଟା ଚଳାଇଛି। ଇତିମଧ୍ୟରେ କେନ୍ଦ୍ର ସଂସଦୀୟ ବ୍ୟାପାରମନ୍ତ୍ରୀ ଅର୍ଜୁନରାମ ମେଘୱାଲଙ୍କ ଏକ…
କୋଭିଡ୍-୧୯ ମହାମାରୀ: ଡବ୍ଲ୍ୟୁଟିଏ ଫାଇନାଲ୍ସ, ୧୦ ଅନ୍ୟ ଟେନିସ ଟୁର୍ନାମେଣ୍ଟ ବାତିଲ
ଓ୍ବାଶିଂଟନ,୨୪।୭(ଏପି): ଚାଇନାରେ ରେକର୍ଡ ସଂଖ୍ୟକ ଟେନିସ୍ ଟୁର୍ନାମେଣ୍ଟକୁ ବାତିଲ କରାଯାଇଛି। କୋଭିଡ୍-୧୯ ମହାମାରୀ କାରଣରୁ ଚାଇନାରେ ୧୧ଟି ପୁରୁଷ ଓ ମହିଳା ଟୁର୍ନାମେଣ୍ଟ ବାତିଲ ହୋଇଛି। ଏଥିରେ ଡବ୍ଳ୍ୟଟିଏ ଫାଇନାଲ୍ସ ସାମିଲ ରହିଛି। ଏହି ଟୁର୍ନାମେଣ୍ଟଗୁଡିକର କାର୍ଯ୍ୟସୂଚୀକୁ ପୁନଃ ନିର୍ଦ୍ଧାରିତ କରିବା…
ପୋଲସରା ବିଧାୟକଙ୍କୁ କରୋନା
ବ୍ରହ୍ମପୁର ଅଫିସ,୨୪।୭: ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନା ସଂକ୍ରମିତ ହୋଇଛନ୍ତି। ଏହାଛଡ଼ା ବିଧାୟକଙ୍କ ସ୍ତ୍ରୀ ମଧ୍ୟ କୋଭିଡ ପଜିଟିଭ୍ ଆସିଥିବା ଶୁକ୍ରବାର ସୂଚନା ମିଳିଛି। ପୂର୍ବରୁ…
ଉତ୍ତରପ୍ରଦେଶ ସ୍ବାସ୍ଥ୍ୟମନ୍ତ୍ରୀ କରୋନାରେ ପୀଡ଼ିତ: ନିଜକୁ କଲେ ହୋମ୍ କ୍ୱାରାଣ୍ଟାଇନ୍
ଲକ୍ଷ୍ନୌ,୨୪।୭: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଏଠାରେ ଶହ ଶହ ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଏହାର କବଳରେ ଏବେ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ। ଉତ୍ତରପ୍ରଦେଶ ସ୍ବାସ୍ଥ୍ୟମନ୍ତ୍ରୀ…
କରୋନା ଆକ୍ରାନ୍ତ ଚିହ୍ନଟ ପରେ ମଲ୍ଲିକପଡି ଗ୍ରାମ କଣ୍ଟେନମେଣ୍ଟ ଜୋନ
ଜି ଉଦୟଗିରି, ୨୪।୭(ଡି.ଏନ୍.ଏ.): କନ୍ଧମାଳ ଜିଲା ଜି ଉଦୟଗିରି ବ୍ଲକ ମଲ୍ଲିକପଡ଼ି ପଞ୍ଚାୟତ ଅଞ୍ଚଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଉକ୍ତ ପଞ୍ଚାୟତର ମଲ୍ଲିକପଡ଼ି, ବିଲୁପଙ୍ଗା, ବାଡ଼ାନାଜୁ ଓ ବଳଦଗୁଡା ଗ୍ରାମକୁ କଣ୍ଟେନମେଣ୍ଟ ଜୋନ୍ କରାଯାଇଛି। ଏଥିସହ ପାଙ୍ଗାନାଜୁ ଓ…
ଏହି ସହରରେ ପୁଣି ଥରେ ବ୍ୟାପିଲା କରୋନା ସଂକ୍ରମଣ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ସମଗ୍ର ବିଶ୍ୱ କରୋନା ବିରୋଧରେ ଯୁଦ୍ଧ କରୁଛି। ଦିନକୁ ଦିନ ଅବସ୍ଥା ଅଧିକ ଜଟିଳ ହେବାରେ ଲାଗିଛି। କରୋନା ସଂକ୍ରମିତଙ୍କ ସହ ମୃତ୍ୟୁ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବଢ଼ିଚାଲିଛି। କିଛି ମାସର ଲକ୍ଡାଉନ୍ ପରେ ଏବେ ଧୀରେ ଧୀରେ ସବୁ…
ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନା ପଜିଟିଭ
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି। ସମ୍ପୃକ୍ତ କର୍ମଚାରୀଙ୍କୁ ହୋମ୍ ଆଇସୋଲେଶନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। କିଛିଦିନ ତଳେ ବିଧାନସଭାରେ ଏକ…
Archives


