କରୋନା ଭାଇରସ୍‌

ରାଜ୍ୟରୁ ସୁସ୍ଥ ହେଲେ ୧୦୨୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୦୨୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ଏହାକୁ ମିଶାଇ ରାଜ୍ୟରେ ୧୨,୮୭,୯୪୧ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା…

ଶପିଂମଲ୍‌ରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ କରୋନା ମାଡ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍‌ସି ଟିକାକରଣକୁ ବ୍ୟାପକ କରିଛି। ରାଜଧାନୀର ବିଭିନ୍ନ ମଲ୍‌ରେ ବୁଷ୍ଟର ଡୋଜ୍‌ ବ୍ୟବସ୍ଥା କରିଛି ବିଏମ୍‌ସି। ଆଜି ପାତ୍ରପଡ଼ା ଡିଏନ ରେଗାଲିଆ ମଲ୍‌, ହଂସପାଳ ସିମ୍ଫୋନି ମଲ୍‌…

ଲକ୍ଷେ ୪୮ ହଜାର ଟପିଲା ସକ୍ରିୟ ମାମଲା …

ନୂଆଦିଲ୍ଲୀ, ୨୧।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା କରୋନା ପଜିଟିଭ

ଅଗରତାଲା,୨୧ ।୭: ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ବୁଧବାର ଏହି ସୂଚନା ମିଳିଥିବା ବେଳେ ଏବେ ସେ ନିଜ ଘରେ ଆଇସୋଲେଶନରେ ରହିଛନ୍ତି । ତେବେ ସଂକ୍ରମିତ ହୋଇଥିବା ଶାହାଙ୍କ ସଂସ୍ପର୍ଶରେ ଆସିଥିବା…

ସ୍ବାସ୍ଥ୍ୟକର୍ମୀଙ୍କୁ ଚିଠି ଲେଖିଲେ ପ୍ରଧାନମନ୍ତ୍ରୀ, ଐତିହାସିକ ଉପଲବ୍ଧି ପାଇଁ ଜଣାଇଲେ ଅଭିନନ୍ଦନ…

ନୂଆଦିଲ୍ଲୀ,୨୦।୭ : କରୋନା ମହାମାରୀ ବିରୋଧରେ ଟିକାକରଣ ଅଭିଯାନରେ ଭାରତ ୨୦୦ କୋଟି ଲକ୍ଷ୍ୟ ପୂରଣ କରିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବ୍ୟକ୍ତିଗତ ଭାବେ ଦେଶର ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।…

ସ୍ଥିତି ସଙ୍କଟ ଜନକ, ସକ୍ରିୟ ମାମଲା ଦେଢ଼ଲକ୍ଷ ମୁହାଁ…

ନୂଆଦିଲ୍ଲୀ, ୨୦।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

କରୋନା ଯୋଗୁ ୟୁରୋପରେ ହାହାକାର, ୬ ସପ୍ତାହରେ ବୃଦ୍ଧି ପାଇଛି ୩ ଗୁଣା…

ଲଣ୍ଡନ, ୧୯।୭ : ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମଙ୍ଗଳବାର କହିଛି ଯେ ଗତ ୬ ସପ୍ତାହ ମଧ୍ୟରେ ୟୁରୋପରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ହାହାକାର ସୃଷ୍ଟି ହୋଇଛି। ଏହା ଏହି ସମୟ ମଧ୍ୟରେ ତିନି ଗୁଣା ବୃଦ୍ଧି ପାଇଛି, ଯାହା…

୫ ରାଜ୍ୟରେ ସ୍ଥିତି ସଙ୍କଟ ଜନକ …

ନୂଆଦିଲ୍ଲୀ, ୧୯।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ସାଉଥ୍‌ ଫିଲ୍ମ ନିର୍ମାତା ମଣି ରତ୍ନମ୍‌ କରୋନାରେ ଆକ୍ରାନ୍ତ

ମୁମ୍ବାଇ,୧୯।୭: ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନାଁକରା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ମଣି ରତ୍ନମ୍‌ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କୋଭିଡ ପଜିଟିଭ ମିଳିବା ପରେ ତାଙ୍କୁ ଚିକିତ୍ସା ପାଇଁ ଚେନ୍ନାଇର ଏକ ଘରୋଇ ଆପୋଲୋ…

କରୋନାର ଦ୍ୱିତୀୟ ଲହରରେ ଜନ୍ମ ନେଇଛନ୍ତି ଦୁଇଗୁଣା ଅପରିପକ୍ୱ ଶିଶୁ!

ନୂଆଦିଲ୍ଲୀ,୧୯ ।୭: କରୋନା ମହାମାରୀ ସାରା ବିଶ୍ୱର ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଥିବା ବେଳେ ଏହା ଅନେକ ଅସ୍ୱାଭାବିକ ପରିସ୍ଥିତି ବି ସୃଷ୍ଟି କରିଛି । ମିଳିଥିବା ତଥ୍ୟ ଅନୁଯାୟୀ, ୨୦୨୧ରେ ଆସିଥିବା କରୋନାର ଦ୍ୱିତୀୟ ଲହରରେ ଦୁଇ ଗୁଣାରୁ ଅଧିକ ଅପରିପକ୍ୱ…

ବର୍ଦ୍ଧିତ କରୋନା ମାମଲା ମଧ୍ୟରେ ବୁଷ୍ଟର ଡୋଜ ନେବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୭: ଦେଶରେ ପୁଣି ଥରେ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଭାରତର କେତୋଟି ରାଜ୍ୟରେ କରୋନା ମାମଲା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ରାଜ୍ୟବାସୀଙ୍କୁ ବୁଷ୍ଟର ଡୋଜ ନେବାକୁ ନିବେଦନ କରିଛନ୍ତି।…

ସକ୍ରିୟ ମାମଲା ଲକ୍ଷେ ୪୪ ହଜାର ଟପିଲା …

ନୂଆଦିଲ୍ଲୀ, ୧୮।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?