ଗଞ୍ଜାମ ଜିଲାରୁ କନ୍ଧମାଳକୁ ଅବାଧ ପ୍ରବେଶ କରୁଛନ୍ତି ମାଛ ବେପାରୀ
ରାଇକିଆ,୨୧।୭(ଡି.ଏନ୍.ଏ.): ଗଞ୍ଜାମରୁ କନ୍ଧମାଳ ଜିଲାକୁ ଆସିବା ପାଇଁ କଟକଣା ଜାରି କରାଯାଇଛି । ଗଞ୍ଜାମ ଜିଲାରେ କରୋନାସ୍ଥିତି ସଙ୍ଗୀନ ଥିବାରୁ ଜିଲାବାସୀଙ୍କୁ ଜରୁରୀ କାରଣ ନ ଥିଲେ କନ୍ଧମାଳକୁ ପ୍ରବେଶ ପାଇଁ ବାରଣ କରାଯାଇଛି । ତଥାପି ଲୁଚି ଛୁପି ମାଛ…
ବରଗଡ଼ରୁ ପୁଣି ୪ କରୋନା ପଜିଟିଭ ଚିହ୍ନଟ
ବରଗଡ଼ ଅଫିସ,୨୧।୭: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ୪ଜଣ ନୂଆ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨ଜଣ ମହିଳା ଥିବାବେଳେ ୨ ପୁରୁଷ ରହିଛନ୍ତି। ସେଥିମଧ୍ୟରୁ ବରପାଲି ବ୍ଳକ ଟିଙ୍ଗିପାଲି ଗ୍ରାମରୁ ୨ଜଣ ରହିଥିବା ବେଳେ ବରଗଡ…
ରାଜ୍ୟରେ ୧୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୬୪୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ…
CORONAVIRUS UPDATE: ପୁଣି ୬୪୭ ନୂଆ କରୋନା ପଜିଟିଭ୍ ଚିହ୍ନଟ,୨୧୬ ସ୍ଥାନୀୟ ଅଞ୍ଚଳର
ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ପୁଣି ୬୪୭ ନୂଆ କରୋନା ପଜିଟିଭ୍ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ…
ପିପିଇ କିଟ୍ ପିନ୍ଧି ବୁଢ଼ୀମାଙ୍କୁ ମୁଖାଗ୍ନି ଦେଲେ ନାତି
କୋଦାଡ଼, ୨୧।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। କେତେକ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ମୃତଦେହକୁ ଅନ୍ତିମ ସଂସ୍କାର ପାଇଁ ନେବାକୁ ଲୋକେ ଆସୁ ନ ଥିବା ଘଟଣାମାନ ଘଟୁଛି। ସମ୍ପ୍ରତି ତେଲଙ୍ଗାନାରେ ଜଣେ ନାତି…
କରୋନା ଯୁଦ୍ଧରେ ସଫଳ ହେଲେ ଗଞ୍ଜାମର ୯୫ ବର୍ଷୀୟ ବୃଦ୍ଧ
ଛତ୍ରପୁର, ୨୧।୭(ଡି.ଏନ୍.ଏ.): କରୋନା ଯୁଦ୍ଧ ଲଢ଼ି ସଫଳ ହୋଇଛନ୍ତି ୯୫ ବର୍ଷୀୟ ବୃଦ୍ଧ ଉଦୟନାଥ ବିଷୋୟୀ। ତାଙ୍କ ଘର ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଚାକୁଣ୍ଡା ଗାଁ ସାରାବାଡ଼ି ରେ। କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହୋଇ ଶିତଳାପଲିସ୍ଥିତ…
ମାସ୍କ୍ ନ ପିନ୍ଧିଲେ ୫୦୦, ଦୂରେଇ ନ ରହିଲେ ୩୦୦୦ ଦେବାକୁ ପଡ଼ିବ ଜରିମାନା
ଶ୍ରୀନଗର, ୨୧।୭: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଲୋକେ କରୋନା ସଂକ୍ରମଣ ଲାଗି ଜାରି ହୋଇଥିବା ମାର୍ଗଦର୍ଶିକା ପାଳନ କରୁ ନ ଥିବାରୁ ଜରିମାନା ବ୍ୟବସ୍ଥାର ପ୍ରଚଳନ କରାଯାଇଛି। ଏନେଇ…
ନିର୍ଣ୍ଣାୟକ ହୋଇପାରେ କୋଭିଡ୍ ପରିଚାଳନା
ଓ୍ବାଶିଂଟନ,୨୧ା୭(ପି.ଟି.): ନଭେମ୍ବରରେ ହେବାକୁ ଥିବା ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ୍ ପୁନର୍ବାର ନିର୍ବାଚିତ ହେବା କଷ୍ଟକର ହୋଇପାରେ ବୋଲି କୁହାଯାଉଛି। କାରଣ ଆପ୍ରୁଭାଲ ରେଟିଂରେ ସେ ଡେମୋକ୍ରାଟ ପ୍ରାର୍ଥୀ ଜୋ ବିଡେନଙ୍କଠାରୁ ପଛରେ ପଡ଼ିଯାଇଛନ୍ତି। ଓ୍ବାଶିଂଟନ ପୋଷ୍ଟ ଏବଂ ଏବିସି…
କୋଭାକ୍ସିନର ମାନବ ପରୀକ୍ଷଣ ଆରମ୍ଭ
ନୂଆଦିଲ୍ଲୀ, ୨୧।୭: ହାଇଦ୍ରାବାଦ୍ସ୍ଥିତ ଭାରତ ବାୟୋଟେକ୍, ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍ଆର) ଏବଂ ନ୍ୟାଶନାଲ୍ ଇନ୍ଷ୍ଟିଚ୍ୟୁଟ ଅଫ୍ ଭାଇରୋଲୋଜି (ଏନ୍ଆଇଭି) ଦ୍ୱାରା ସ୍ବଦେଶୀ ଜ୍ଞାନକୌଶଳରେ କୋଭିଡ୍-୧୯ ପାଇଁ ପ୍ରସ୍ତୁତ କୋଭାକ୍ସିନ୍ ଟିକାର ସୋମବାର ମାନବ ପରୀକ୍ଷଣ(ହ୍ୟୁମାନ ଟ୍ରାଏଲ୍) ଆରମ୍ଭ ହୋଇଛି।…
ଖାନ୍ନଗର: ବାପା-ପୁଅ ପଜିଟିଭ
କଟକ ଅଫିସ,୨୦ା୭-ଖାନ୍ନଗର ସାହିରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଠାରେ ଏହା ପ୍ରଥମ ଘଟଣା। ଉଭୟ ଆକ୍ରାନ୍ତ ବାପା-ପୁଅ। ଆକ୍ରାନ୍ତ ବାପା ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ଜଣେ ବରିଷ୍ଠ ବ୍ୟକ୍ତିବିଶେଷ ଓ ପୂଜା କମିଟିର ଜଣେ ସକ୍ରିୟ ସଦସ୍ୟ। ତାଙ୍କ…
ରାଜ୍ୟରେ ପୁଣି ୪୫୭ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୨୦।୭(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୧୮ ଜଣ ସୁସ୍ଥ ହୋଇଥିବାବେଳେ ନୟାଗଡରୁ ୫୩, କଟକରୁ ୪୪, ସୁନ୍ଦରଗଡରୁ ୩୮, ଖୋର୍ଦ୍ଧାରୁ ୩୨, ଗଜପତିରୁ ୨୨, ଯାଜପୁରରୁ୨୦, ନୂଆପଡାରୁ ୧୮, ବାଲେଶ୍ୱରରୁ ୧୭, ମୟୂରଭଞ୍ଜରୁ…
ଜୁଲାଇ ୨୨ ରୁ ୩୧ ଯାଏ ବନ୍ଦ ରହିବ ଭିସୁଟ
ସମ୍ବଲପୁର,୨୦।୭(ବ୍ୟୁରୋ)-କରୋନା ସଂକ୍ରମଣ ରାଜ୍ୟରେ ଦିକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଆସନ୍ତା ୨୨ ତାରିଖଠାରୁ ଜୁଲାଇ ୩୧ ଯାଏଁ ବନ୍ଦ ରଖାଯାଇଛି। ଏ ନେଇ ସମ୍ବଲପୁର ଜିଲାପାଳ ଏକ…
Archives


